Posted inଜାତୀୟ

ଆତଙ୍କବାଦୀଙ୍କ ଟାର୍ଗେଟରେ ଜମ୍ମୁ-କଶ୍ମୀର:ପୁଣି ମୋବାଇଲ, ଇଣ୍ଟରନେଟ ସେବା ବନ୍ଦ

ଶ୍ରୀନଗର, ୧୮।୮: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ହେବାର ସୂଚନା ମିଳିବା ପରେ ପୁଣି ଥରେ ମୋବାଇଲ-ଇଣ୍ଟରନେଟ ସେବା ଉପରେ ରୋକ ଲଗାଇଛି ପ୍ରଶାସନ। ସୀମାରେ ପାକିସ୍ତାନ ବାରମ୍ବାର ଅସ୍ତ୍ର ବିରୋଧୀ ଉଲଂଘନ କରୁଥିବାବେଳେ ଭାjରତକୁ ଆତଙ୍କବାଦୀଙ୍କ ପ୍ରବେଶ ସୂଚନା ମିଳିବା ପରେ ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛି। ଶନିବାର ସକାଳେ ହିଁ ଜମ୍ମୁ କଶ୍ମୀରର ୧୦୦ଟି ଟେଲିଫୋନ ଏକ୍ସଚେଞ୍ଜରୁ ୧୭ଟି ଏକ୍ସଚେଞ୍ଜକୁ ସକ୍ରିୟ କରାଯାଇଥିଲା। ସୂଚନାଯୋଗ୍ୟ, ଧାରା ୩୭୦ ଉଚ୍ଛେଦ ହେବା ପରେ ଜମ୍ମୁ କଶ୍ମୀର ଓ ଲଦାଖ ଦୁଇଟି କେନ୍ଦ୍ର ଶାସିତ ଅଞ୍ଚଳରେ ପରିଣତ ହୋଇଛି। ଏହାପରେ ଜମ୍ମୁ କଶ୍ମୀରରେ ସୁରକ୍ଷା କାରଣରୁ ୧୪୪ ଧାରା ଲାଗୁ କରାଯିବା ସହିତ ଫୋନ ଏବଂ ଇଣ୍ଟରନେଟ ସେବା ଉପରେ କଟକଣା ଲଗାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନରେନ୍ଦ୍ର ମୋଦି ତୃତୀୟ ଥର ଲାଗି ହେବେ ପ୍ରଧାନମନ୍ତ୍ରୀ: ଅମିତ ଶାହା

ନୂଆଦିଲ୍ଲୀ,୧୮ ।୩: ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୨୦୨୪ ଲୋକ ସଭା ନିର୍ବାଚନକୁ ନେଇ ଏକ ବଡ ଘୋଷଣା କରିଛନ୍ତି । ଶୁକ୍ରବାର ଅମିତ ଶାହା...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୫ ଜୀବନ

ଜୟପୁର,୧।୧: ରାଜସ୍ଥାନର ହନୁମାଗଡରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ କାର ଏବଂ ଟ୍ରଲି ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୫ ଜଣଙ୍କର ମୃତ୍ୟୁ...

ଗର୍ଭବତୀମାନେ ଟିକା ନେବା ଜରୁରୀ

ନୂଆଦିଲ୍ଲୀ,୯ ।୭: ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛି କି ଦେଶରେ କୋଭିଡ-୧୯ର ୮୦ ପ୍ରତିଶତ ମାମଲା ୧୫ ରାଜ୍ୟ କେନ୍ଦ୍ର...

ପଶ୍ଚିମବଙ୍ଗରେ ହେବ କଂଗ୍ରେସ-ବାମଦଳ ମେଣ୍ଟ

କୋଲକାତା,୨୫ା୮(ପି.ଟି.): ଲୋକ ସଭା ନିର୍ବାଚନରେ ବିପର୍ଯ୍ୟୟ ପରେ ପଶ୍ଚିମବଙ୍ଗରେ ହେବାକୁ ଯାଉଥିବା ବିଧାନସଭା ଉପନିର୍ବାଚନ ପାଇଁ କଂଗ୍ରେସ-ବାମଦଳ ମେଣ୍ଟକୁ ଦଳର ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀ...

ହୃଦଘାତରେ ଚାଲିଗଲା ୪ ପୋଲିଂ କର୍ମଚାରୀ ଜୀବନ

ଲକ୍ଷ୍ନୌ/ଭୋପାଳ, ୧୯।୫: ଶେଷ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ଚାଲିଛି ଭୋଟଗ୍ରହଣ ପ୍ରକ୍ରିୟା। ଭୋଟ ଚାଲିଥିବାବେଳେ ଉତ୍ତର ପ୍ରଦେଶରେ ଦୁଇ ଏବଂ ମଧ୍ୟ ପ୍ରଦେଶରେ...

ପ୍ରଶାନ୍ତଙ୍କୁ ଜେଡିୟୁର ଟାର୍ଗେଟ: ପାଣ୍ଠି ଆସୁଛି କେଉଁଠୁ

ପାଟନା,୪।୧୦: ନିର୍ବାଚନ ରଣନୀତିକାର ତଥା ଜେଡିୟୁର ପୂର୍ବତନ ରାଷ୍ଟ୍ରୀୟ ଉପସଭାପତି ପ୍ରଶାନ୍ତ କିଶୋର ଭାଜପା ପକ୍ଷରୁ କାମ କରୁଥିବା ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଦଳ...

କଶ୍ମୀର ବିବାଦରେ ବହୁରାଷ୍ଟ୍ରୀୟ କମ୍ପାନୀ

ନୂଆଦିଲ୍ଲୀ, ୯ା୨:କଶ୍ମୀର ଉପରେ ସୋସିଆଲ ମିଡିଆରେ ବିବାଦୀୟ ପୋଷ୍ଟ କରି ଅଡ଼ୁଆରେ ପଡ଼ିଛନ୍ତି ଏକାଧିକ ବହୁରାଷ୍ଟ୍ରୀୟ କମ୍ପାନୀ। କାର୍‌ ନିର୍ମାଣକାରୀ ଦକ୍ଷିଣ କୋରିଆ କମ୍ପାନୀ ହ୍ୟୁଣ୍ଡାଇ,...

ଜମ୍ମୁ-ପଠାନକୋଟ ଜାତୀୟ ରାଜପଥରେ ବସ ଦୁର୍ଘଟଣା, ୩ ମୃତ ୧୭ ଆହତ…

ଶ୍ରୀନଗର,୧୦।୧୧ : ଜମ୍ମୁ- କଶ୍ମୀରରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ସାମ୍ବା ଜିଲାର ଜମ୍ମୁ-ପଠାନକୋଟ ଜାତୀୟ ରାଜପଥରେ ବସ ଧକ୍କାରେ ତିନି ଜଣଙ୍କର ମୃତ୍ୟୁ...

Advertisement
Archives

Model This Week