Posted inଜାତୀୟ

ଆତଙ୍କବାଦୀଙ୍କ ମୃତଦେହ ନେଇ ଯିବାକୁ ପାକିସ୍ତାନକୁ ଭାରତ ଦେଲା ପ୍ରସ୍ତାବ

ଶ୍ରୀନଗର,୪।୮: ଜମ୍ମୁ-କଶ୍ମୀର କେରନ୍‌ ସେକ୍ଟରରେ ଭାରତୀୟ ସେନାଙ୍କ ଗୁଳିରେ ବ୍ୟାଟ୍‌ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସେମାନଙ୍କର ମୃତଦେହ ନେଇଯିବାକୁ ଭାରତ ପାକିସ୍ତାନକୁ ପ୍ରସ୍ତାବ ଦେଇଛି। ଏଥିପାଇଁ ପାକିସ୍ତାନ ସୈନ୍ୟ ଧଳା ପତାକା ଧରି ଆସିବାକୁ ଭାରତୀୟ ସେନା କହିଛି। ତେବେ ପାକିସ୍ତାନ ପକ୍ଷରୁ ବର୍ତ୍ତମାନ ସୁଦ୍ଧା ଏହାର କୌଣସି ଉତ୍ତର ଦିଆଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି…

ବର୍ଷା ଋତୁରେ ଖାଦ୍ୟ ସୁରକ୍ଷା

ବର୍ଷା ଋତୁ ଗରମରୁ ମୁକ୍ତି ଆଣିଥାଏ, କିନ୍ତୁ ବର୍ଦ୍ଧିତ ଆର୍ଦ୍ରତା ଯୋଗୁ ଖାଦ୍ୟ ନଷ୍ଟ ହେବାର ଆଶଙ୍କା ବୃଦ୍ଧି କରିଥାଏ। ତା’ସହ ଖାଦ୍ୟଜନିତ ରୋଗ ସୃଷ୍ଟି କରିବାରେ…

୨,୨୪୮ କୋଟି ତୁରନ୍ତ ଫେରାଅ, ୨୧ ବିଭାଗକୁ ଅର୍ଥ ବିଭାଗର ପତ୍ର

ଭୁବନେଶ୍ୱର,୨୪ା୮(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ୨୧ଟି ବିଭାଗ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା ଅର୍ଥ ଖର୍ଚ୍ଚ କରିପାରି ନ ଥିବାରୁ ଏବେ ସମସ୍ୟା ସୃଷ୍ଟି ହୋଇଛି। ୨୦୨୫-୨୬ ଆର୍ଥିକବର୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri