ଆତଙ୍କବାଦୀଙ୍କ ମୋର୍ଟାର ସେଲିଂ ମାଡ: ୧୨ ମୃତ

ଆଲେପ୍ପୋ, ୧୭।୬: ସିରିଆରେ ଆତଙ୍କବାଦୀଙ୍କ ମୋର୍ଟାର ସେଲିଂ ମାଡରେ ୧୨ ଜଣ ସାଧାରଣ ଲୋକଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ଆଲେପ୍ପୋ ପ୍ରଦେଶର ଦକ୍ଷିଣରେ ଥିବା ରାଶିଦ୍‌ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ପହରା ସତ୍ତ୍ୱେ ଏଭଳି କାଣ୍ଡ ଆତଙ୍କବାଦୀ ଭିଆଇଛନ୍ତି। ଆତଙ୍କବାଦୀମାନେ ଅଲ୍‌ଓ୍ବାଦିହି ଗାଁକୁ ଟାର୍ଗେଟ କରିଥିବା କୁହାଯାଉଛି। ମୋର୍ଟାର ସେଲିଂ ମାଡ ଯୋଗୁ ଗାଁ ଲୋକ ଆତଙ୍କିତ ହୋଇପଡ଼ିଛନ୍ତି। ସୂଚନାଯୋଗ୍ୟ, ୨୦୧୧ ମାର୍ଚ୍ଚଠାରୁ ସିରିଆରେ ଲାଗି ରହିଥିବା ଗୃହଯୁଦ୍ଧରେ ବର୍ତ୍ତମାନ ସୁଦ୍ଧା ୩ ଲକ୍ଷ ୭୦ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ସେହିପରି ୧୦ ଲକ୍ଷରୁ ଅଧିକ ଲୋକ ଭିଟାମାଟି ଛାଡି ପଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାପାନରେ ୬.୩ ତୀବ୍ରତାର ଭୂକମ୍ପ

ଟୋକିଓ,୨୮।୭: ଜାପାନର ସବୁଠାରୁ ଅଧିକ ଜନସଂଖ୍ୟା ବିଶିଷ୍ଟ ଦ୍ୱୀପ ହୋନ୍ସୁରେ ରବିବାର ସକାଳେ ୬.୩ ତୀବ୍ରତାର ଏକ ଭୂକମ୍ପ ଅନୁଭୂତ ହୋଇଛି। ଯେଉଁ ଅଞ୍ଚଳରେ ଏହା...

ଗୁରୁତର କରୋନା ସଂକ୍ରମିତଙ୍କୁ ଶାନ୍ତି ମୃତ୍ୟୁ: ବ୍ରିଟେନ୍‌ରେ ଅଫ୍‌ କରି ଦିଆଯାଉଛି ଭେଣ୍ଟିଲେଟର ସ୍ବିଚ୍‌ !

ଲଣ୍ଡନ,୧୮।୪: କରୋନା ବିରୋଧରେ ସାରା ପୃଥିବୀରେ ଲଢ଼େଇ ଜାରି ରହିଛି। ବ୍ରିଟେନ୍‌ରେ କରୋନା ସଂକ୍ରମିତଙ୍କ ଚିକିତ୍ସା କରୁଥିବା ଡାକ୍ତର, ନର୍ସ ତଥା ସ୍ବାସ୍ଥ୍ୟକ୍ରର୍ମୀ ଅଧିକ ବିସାଦଗ୍ରସ୍ତ...

ବର୍ଷରେ ୮ ମାସ ପାଣିରେ ବୁଡ଼ି ରହେ ଗାଁ: ବୋଟ୍‌ ସ୍କୁଲରେ ପଢ଼ନ୍ତି ଛାତ୍ରୀଛାତ୍ର

ଢ଼ାକା,୨୪।୨: ଉତ୍ତରପୂର୍ବ ବାଂଲାଦେଶରେ ରହିଛି ହାଉର ଗାଁ। ଏହି ଗାଁଟି ବର୍ଷରେ ୮ମାସ ପାଣିରେ ବୁଡ଼ି ରୁହେ। ତେଣୁ ପିଲାଙ୍କ ପଢ଼ିବା ପାଇଁ ବୋଟ୍‌ରେ ସ୍କୁଲର...

ଆଇବିଏମ୍ ରୁଷିଆରେ ସମସ୍ତ କାରବାର ଉପରେ ଲଗାଇଲା ପ୍ରତିବନ୍ଧକ

ୱାଶିଂଟନ,୮ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ଶେଷ ହେବାର କୌଣସି ଆଭାସ ମିଳୁ ନ ଥିବା ବେଳେ ରୁଷିଆ ଉପରେ ଆମେରିକା ଗୋଟିଏ ପରେ ଗୋଟିଏ ପ୍ରତିବନ୍ଧକ...

କିଶିଶେ ସହର ନରସଂହାରରେ ୨୭୨ ଜଣଙ୍କ ମୃତ୍ୟୁ, ସଂଖ୍ୟା ବଢାଇଲେ କଙ୍ଗୋ ସରକାର

କିଂଶାସା,୬ ।୧୨: କଙ୍ଗୋ ସହର କିଶିଶେରେ ଗତ ସପ୍ତାହରେ ହୋଇଥିବା ନରସଂହାରରେ ୨୭୨ ଜଣଙ୍କ ମୃତ୍ୟୁ ହୋଇଛି । ସମାଚାର ଏଜେନ୍ସି ରୟଟର୍ସର ସୂଚନା ଅନୁଯାୟୀ,...

କୋଭିଡ୍‌, ମଙ୍କିପକ୍ସ, ଏଚ୍‌ଆଇଭିରେ ସଂକ୍ରମିତ ହେଲେ ଯୁବକ

ରୋମ, ୨୫ା୮: ଇଟାଲୀର ଜଣେ ୩୬ ବର୍ଷୀୟ ଯୁବକ ଏକାସଙ୍ଗେ କୋଭିଡ୍‌-୧୯, ମଙ୍କିପକ୍ସ ଏବଂ ଏଚ୍‌ଆଇଭିରେ ସଂକ୍ରମିତ ହୋଇଛନ୍ତି। ଯୁବକ ଜଣକ ଜୁନ୍‌ରେ ସ୍ପେନ୍‌ ଯାଇଥିଲେ।...

ବିପ୍ଳବୀ ନେତା ଚେ ଗୁଏଭାରାଙ୍କ ପୁଅ କାମିଲୋଙ୍କ ପରଲୋକ

ବୁଏନ୍ସ ଏୟାର୍ସ,୧।୯: ଆଜେଣ୍ଟିନା ଜନ୍ମିତ ମାର୍କ୍ସବାଦୀ ବିପ୍ଳବୀ ନେତା ଏର୍ନେଷ୍ଟୋ ଚେ ଗୁଏଭାରାଙ୍କ ପୁଅ କାମିଲୋ ଗୁଏଭାରା ମାର୍ଚଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୬୦ ବର୍ଷ...

ମେଟାକୁ ଦେବାକୁ ପଡ଼ିବ ୮୬ କୋଟିର ଆଇନଗତ ଶୁଳ୍କ…

ଓ୍ବାଶିଂଟନ,୩୦।୧୦ : ଆମେରିକାର ୱାଶିଂଟନ ରାଜ୍ୟରେ ଫେସବୁକର ପ୍ୟାରେଣ୍ଟ କମ୍ପାନୀ ମେଟାକୁ ୨୫ ମିଲିୟନ ଡଲାର୍‌ ଅର୍ଥାତ୍‌ ୨ ବିଲିୟନ ଟଙ୍କାରୁ ଅଧିକ ଜରିମାନା କରାଯାଇଛି।...

Advertisement
Archives

Model This Week