Posted inଜାତୀୟ

ଆତଙ୍କବାଦୀଙ୍କ ସହଯୋଗୀଙ୍କ ପାଖରେ ଚାଇନିଜ୍‌ ଗ୍ରେନେଡ୍‌

ଶ୍ରୀନଗର,୧।୩: ଜମ୍ମୁ-କଶ୍ମୀର ପୋଲିସକୁ ବଡ଼ ସଫଳତା ମିଳିଛି। ଗନ୍ଦରବାଲ ଏବଂ ବଡ଼ଗାଓ୍ବଁରେ ମିଳିତ ସର୍ଚ୍ଚ ଅପରେଶନ ସମୟରେ ଆତଙ୍କବାଦୀଙ୍କ ୫ ସହଯୋଗୀଙ୍କୁ ଗିରଫ କରାଯାଇଛି। ସେମାନଙ୍କଠାରୁ ବହୁ ପରିମାଣର ଅସ୍ତ୍ରଶସ୍ତ୍ର ସହିତ ଚାଇନିଜ୍‌ ଗ୍ରେନେଡ୍‌ ଜବତ ହୋଇଛି। କଶ୍ମୀର ଜୋନ୍‌ ପୋଲିସ ଏବଂ ୨୪ ରାଷ୍ଟ୍ରୀୟ ରାଇଫଲସ୍‌ ପକ୍ଷରୁ ଏହି ମିଳିତ ସର୍ଚ୍ଚ ଅପରେଶନ କରାଯାଇଥିଲା। ଏନେଇ ଅଧିକ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ପାକିସ୍ତାନର ସାଧାରଣ ଲୋକ ଭାରତର ଶତ୍ରୁ ନୁହଁନ୍ତି’

ପୁଣେ,୧୩।୫: ଏନସିପି ନେତା ଶରଦ ପାୱାର ଭାରତ ଏବଂ ପାକିସ୍ତାନ ମଧ୍ୟରେ ଥିବା ସମ୍ପର୍କକୁ ନେଇ ନିଜ ମତ ରଖିଛନ୍ତି। ଇଦ-ମିଳନ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ...

ଘରୋଇ କମ୍ପାନୀଗୁଡିକ କର୍ମଚାରୀଙ୍କୁ ସମ୍ପୂର୍ଣ୍ଣ ଦରମା ଦେବାକୁ କେନ୍ଦ୍ର ସରକାର ବାଧ୍ୟ କରିପାରିବେ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୨।୬: ଲକ୍‌ଡାଉନ୍‌ ସମୟରେ ଘରୋଇ କମ୍ପାନୀଗୁଡିକ କର୍ମଚାରୀଙ୍କୁ ସମ୍ପୂର୍ଣ୍ଣ ଦରମା ଦେବାକୁ କେନ୍ଦ୍ର ସରକାର ବାଧ୍ୟ କରିପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ମାର୍ଚ୍ଚ...

ଏହି ସଙ୍ଗୀତକାରଙ୍କ ଗୀତ ଶୁଣିବାକୁ ପାଗଳ ଥିଲେ ବାଜପେୟୀ

ମୁମ୍ବାଇ, ୧୬।୮:ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ କଳାରେ ଥିଲା ତାଙ୍କର ପ୍ରଗାଢ ରୁଚି। ଟିକେ ତାଙ୍କୁ ସମୟ ମିଳିଲେ କବିତା, ଗଳ୍ପ କିମ୍ବା...

ଜନାଦେଶକୁ ଅପେକ୍ଷା

ନୂଆଦିଲ୍ଲୀ,୨୩ା୫(ପି.ଟି./ଆଇଏଏନ୍‌ଏସ୍‌) : ଆଉ ମାତ୍ର କେଇଘଣ୍ଟାର ଅପେକ୍ଷା। ଆସିବ ସର୍ବବୃହତ୍‌ ଗଣତନ୍ତ୍ରର ଭୋଟ ମହାପର୍ବର ବହୁପ୍ରତୀକ୍ଷିତ ପରିଣାମ। ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌)ରେ ବନ୍ଦ ଥିବା...

କରୋନାରେ ମୁଖ୍ୟମନ୍ତ୍ରୀଙ୍କ ଭାଇଙ୍କର ମୃତ୍ୟୁ…

କୋଲକାତା,୧୫।୫: କରୋନାରେ ଆକ୍ରାନ୍ତ ହୋଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସାନ ଭାଇ ଅସିମ ବନ୍ଦୋପାଧ୍ୟାୟଙ୍କ ମୃତ୍ୟୁ ଘଟିଛି। ଗତ ଏକମାସ ଧରି ସେ କରୋନାରେ...

କେନ୍ଦ୍ରମନ୍ତ୍ରୀ ନିରଞ୍ଜନ ଜ୍ୟୋତିଙ୍କ କାର୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭର ଗିରଫ

ବେଙ୍ଗାଲୁରୁ,୧୬।୩: କର୍ନାଟକର ବିଜୟପୁରା ଜିଲାରେ କେନ୍ଦ୍ର ଖାଦ୍ୟ ଓ ବଣ୍ଟନ ରାଜ୍ୟ ମନ୍ତ୍ରୀ ନିରଞ୍ଜନ ଜ୍ୟୋତି ଗୁରୁବାର ରାତିରେ ଏକ ସଡ଼କ ଦୁର୍ଘଟଣାର ଶିକାର ହୋଇଛନ୍ତି।...

ଦେଶରେ ଆଜି ୧୭୪ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୩।୧: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୭୪ ନୂଆ...

ଟ୍ରମ୍ପ୍‌ଙ୍କ ବ୍ୟୟ ବହୁଳ ଭାରତ ଗସ୍ତ: ସ୍ବାଗତ କରିବେ ଲକ୍ଷେ ଲୋକ; ୭ କିମି ରୋଡ ଶୋରେ ଖର୍ଚ୍ଚ ହେବ କୋଟି କୋଟି ଟଙ୍କା

ଅହମଦାବାଦ୍‌,୧୮।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଫେବୃୟାରୀ ୨୪ରେ ଭାରତ ଗସ୍ତରେ ଆସୁଛନ୍ତି। ଏହି ବ୍ୟୟ ବହୁଳ ଗସ୍ତରେ ଆସି ସେ ଅହମଦାବାଦ୍‌ର ମୋଟେରା ଷ୍ଟାଡିୟମ୍‌ରେ...

Advertisement
Archives

Model This Week