Posted inଜାତୀୟ

ଆତଙ୍କବାଦୀଙ୍କ ସହ ଧରାପଡ଼ିଲେ ଡିଏସ୍‌ପି: ପାଇଥିଲେ ରାଷ୍ଟ୍ରପତି ମେଡାଲ

ଶ୍ରୀନଗର,୧୨ା୧(ପି.ଟି.): ରାଷ୍ଟ୍ରପତି ମେଡାଲ ପାଇଥିବା ଜମ୍ମୁ-କଶ୍ମୀରର ଜଣେ ପୋଲିସ ଅଫିସର ଶନିବାର ଦୁଇଜଣ ଆତଙ୍କବାଦୀଙ୍କ ସହ ଧରାପଡିଛନ୍ତି। ସମ୍ବେଦନଶୀଳ ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ପୋଷ୍ଟିଂ ହୋଇଥିବା ଡିଏସ୍‌ପି ଦାବିନ୍ଦର ସିଂ ହିଜ୍‌ବୁଲ ମୁଜାହିଦ୍ଦିନ ଆତଙ୍କବାଦୀମାନଙ୍କ ସହ ଏକ କାର୍‌ରେ ଦିଲ୍ଲୀ ଯାଉଥିବାବେଳେ ଶ୍ରୀନଗର-ଜମ୍ମୁ ଜାତୀୟ ରାଜପଥର ଓ୍ବାନପୋହ ନିକଟରେ ଧରାପଡିଥିଲେ। ତାଙ୍କ ସହ ଥିବା ଆତଙ୍କବାଦୀ ନଓ୍ବିଦ୍‌ ବାବୁ ଗତବର୍ଷ ଅକ୍ଟୋବର ଓ ନଭେମ୍ବରରେ ବାହାର ରାଜ୍ୟର ଟ୍ରକ୍‌ ଡ୍ରାଇଭରଙ୍କ ସମେତ ୧୧ ଜଣଙ୍କ ହତ୍ୟାରେ ସମ୍ପୃକ୍ତ ଥିଲେ। ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ କଶ୍ମୀରକୁ ସେଓ ଆଣିବାକୁ ଯାଇଥିବା ଟ୍ରକ୍‌ଗୁଡ଼ିକୁ ଟାର୍ଗେଟ କରି ଆକ୍ରମଣ କରାଯାଇଥିଲା। ନଓ୍ବିଦ୍‌ଙ୍କ ଫୋନ୍‌ କଲ୍‌କୁ ଟ୍ରାକ୍‌ କରି ପୋଲିସ ତାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗିରଫ ଅନ୍ୟ ଆତଙ୍କବାଦୀ ଜଣକ ହେଲେ ଅସିଫ୍‌। ସେ ପୂର୍ବରୁ ଏସ୍‌ପିଓ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବଳାତ୍କାର, ହତ୍ୟା

ଭୋପାଳ,୧୦ା୬(ପି.ଟି./ ଆଇଏଏନ୍‌ଏସ୍‌): ଉତ୍ତରପ୍ରଦେଶର ଆଲିଗଡ଼ ଓ ହମିରପୁର ପରେ ମଧ୍ୟପ୍ରଦେଶ ରାଜଧାନୀ ଭୋପାଳରେ ଘଟିଛି ଆଉ ଏକ ଲଜ୍ଜାଜନକ ଘଟଣା। ଭୋପାଳର କମଳାନଗରରେ ଜଣେ ନାବାଳିକାଙ୍କୁ...

ବନ୍ଧୁ ପାଇଁ ଉପହାର

ଆଜି ହେଉଛି ବନ୍ଧୁତା ଦିବସ। ଏହାକୁ ପାଳନ କରିବା ପାଇଁ ଆଗରୁ ପ୍ଲାନିଂ ସରିଥିବ। କେହି କେହି ଉପହାର ବି ଆଣି ରଖିଥିବେ। ତେବେ ଯେଉଁମାନେ...

୭୩ ବର୍ଷର ହେଲା ଭାରତୀୟ ସମ୍ବିଧାନ

ନୂଆଦିଲ୍ଲୀ,୨୬ ।୧୧: ଦେଶ ସ୍ୱାଧିନ ହେବା ପରେ ଗଣତନ୍ତ୍ରର ପଥକୁ ବାଛି ନେଇ ନିଜର ସମ୍ବିଧାନ ଗଠନ କଲା ଭାରତ । ୧୯୪୯ରେ ଦେଶର ସମ୍ବିଧାନ...

ମଦ କିଣିବାକୁ ଦୁଇ ଦିନରେ ଦିଲ୍ଲୀ ସରକାର ଦେଇଛନ୍ତି ୪ ଲକ୍ଷରୁ ଊର୍ଦ୍ଧ୍ୱ ଇ-ଟୋକନ

ନୂଆଦିଲ୍ଲୀ,୯।୫: କରୋନା ଭାଇରସକୁ ନେଇ ଦେଶରେ ମେ’ ୪ ତାରିଖରୁ ଲକ୍‌ଡାଉନ ୩.୦ ଜାରି କରାଯାଇଛି। ମେ’ ୧୭ ପର୍ଯ୍ୟନ୍ତ ଏହା ଲାଗୁ କରାଯିବାକୁ ଥିବା...

ୟୁନିଫର୍ମ ସିଭିଲ୍‌ କୋଡ୍‌ ଲାଗୁ ପାଇଁ କମିଟି ଗଠନ କଲା ଉତ୍ତରାଖଣ୍ଡ

ଡେରାଡୁନ୍‌,୨୮।୫: ଉତ୍ତରାଖଣ୍ଡରେ ସମାନ ନାଗରିକ ସଂହିତା(ୟୁନିଫର୍ମ ସିଭିଲ୍‌ କୋଡ୍‌) ଲାଗୁ କରିବା ପାଇଁ ରାଜ୍ୟ ସରକାର ଏକ ବିଶେଷଜ୍ଞ କମିଟି ଗଠନ କରିଛନ୍ତି। ସୁପ୍ରିମକୋର୍ଟର ଅବସରପ୍ରାପ୍ତ...

ପରଦାକୁ ଆସିବ ବିଜେନ୍ଦ୍ର-ଲୀଲାଙ୍କ ଦାମ୍ପତ୍ୟ ପ୍ରେମ

ଜୟପୁର, ୩।୧: ୨୦୧୩ କେଦାରନାଥ ବର୍ଷା ବିତ୍ପାତରେ ନିଖୋଜ ହୋଇଯାଇଥିଲେ ସ୍ତ୍ରୀ। ଖୋଜାଖୋଜି ସତ୍ତ୍ୱେ ମିଳି ନ ଥିଲା ତାଙ୍କର କୌଣସି ସନ୍ଧାନ। ଏପରି କି...

ଦେଶରେ ସାମିଲ ହେବ ୧୩୨ ନୂଆ ବିମାନ

ନୂଆଦିଲ୍ଲୀ,୨୦।୩: ଯାତ୍ରୀଙ୍କ ଚାହିଦାକୁ ଦୃଷ୍ଟିରେ ରଖି ଭାରତୀୟ ଏୟାରଲାଇନ୍ସ ୨୦୨୪ରେ ଅଧିକ ୧୩୨ ନୂଆ ବିମାନ ସାମିଲ କରିବ। ଏହା ଦ୍ୱାରା ଘରୋଇ ଏବଂ ଅନ୍ତର୍ଜାତୀୟ...

ଡେଲିଭରୀ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ମହିଳାଙ୍କ ବନ୍ଧ୍ୟାକରଣ ଅପରେଶନ୍‌ କରିଦେଲେ ଡାକ୍ତର…

ରାଞ୍ଚି,୨୦।୬: ଡେଲିଭରୀ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣେ ମହିଳାଙ୍କର ବନ୍ଧ୍ୟାକରଣ ଅପରେଶନ୍‌ କରି ଡାକ୍ତର ଏବେ ହରଡ଼ଘଣାରେ ପଡ଼ିଛନ୍ତି। ମହିଳା ତାଙ୍କ ପରିବାରର ଅନ୍ୟ...

Advertisement
Archives

Model This Week