Posted inଜାତୀୟ

ଆତଙ୍କବାଦୀ ଆକ୍ରମଣ ଆଶଙ୍କାକୁ ନେଇ ଡୋଭାଲଙ୍କ ଜରୁରୀ ବୈଠକ

ନୂଆଦିଲ୍ଲୀ,୧୦।୧୧: ଅଯୋଧ୍ୟା ଜମି ବିବାଦ ମାମଲାର ରାୟ ପ୍ରକାଶ ପାଇବାର ୨୪ ଘଣ୍ଟା ନ ପୂରୁଣୁ ସୁରକ୍ଷା ପରାମର୍ଶ ଦାତା ଅଜିତ ଡୋଭାଲଙ୍କ ଘରେ ବସିଛି ଏକ ସ୍ବତନ୍ତ୍ର ବୈଠକ। ପାକିସ୍ତାନର ଆତଙ୍କବାଦୀ ସଙ୍ଗଠନ ଜୈଶ-ଇ-ମହମ୍ମଦ ଭାରତରେ ବଡ ଧରଣର ଆକ୍ରମଣ ଯୋଜନା କରୁଥିବା ସୂଚନା ମିଳିବା ପରେ ୫ ଜନପଥ ରୋଡରେ ଏହି ବୈଠକ ବସିଥିବା ସୂଚନା ମିଳିଛି। ଏଥିରେ ମୁସଲିମ ପକ୍ଷର ଶିୟା ଓ ସୁନ୍ନି ଧର୍ମଗୁରୁଙ୍କ ବ୍ୟତୀତ ଜମିୟତ ଉଲେମା ଏ ହିନ୍ଦ, ଦାରୁଲ ଓଲୁମ ସେମିତି ହିନ୍ଦୁ ପକ୍ଷରୁ ଅଯୋଧ୍ୟାସହ ଜଡିତ ଧର୍ମଗୁରୁ, ପତଞ୍ଜଳୀ ଯୋଗ ସଂସ୍ଥାର ବାବା ରାମଦେବ ଓ ସ୍ବାମୀ ପରମାତ୍ମାନନ୍ଦ ଆଦି ଯୋଗ ଦେଇଛନ୍ତି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଡୋଭାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ଗୋଇନ୍ଦା ସଂସ୍ଥାର ବରିଷ୍ଠ ଅଧିକାରୀମାନେ ମଧ୍ୟ ଯୋଗ ଦେଇଥିଲେ। ବିଭିନ୍ନ ଗୋଇନ୍ଦା ସଂସ୍ଥା ପକ୍ଷରୁ ଭାରତରେ ଆତଙ୍କବାଦୀ ଆକ୍ରମଣର ସୂଚନା ଏହାର ମୁଖ୍ୟ ପ୍ରସଙ୍ଗ ହୋଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତୁ, ଆମ ନାରୀ ଶକ୍ତିକୁ ସଶକ୍ତ କରିବା

ଉ କିଛିଦିନ ପରେ, ସମଗ୍ର ଭାରତବର୍ଷ ଉତ୍ସବମୁଖର ହୋଇଉଠିବ ଏବଂ ଦେଶର କୋଣ ଅନୁକୋଣରେ ହର୍ଷୋଲ୍ଲାସର ସହ ପାର୍ୱଣର ପରିବେଶ ଦେଖିବାକୁ ମିଳିବ। ଆସାମର ଲୋକମାନେ ରଙ୍ଗାଲି…

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଆମେରିକା-ଇସ୍ରାଏଲକୁ ଚେତାବନୀ ଦେଲା ଇରାନ: ହର୍ମୁଜ ପ୍ରଣାଳୀ ପୁଣି ବନ୍ଦ

ଓ୍ବାଶିଂଟନ୍‌,୯।୩: ଯଦିଓ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ସମ୍ପର୍କରେ ଏକ ଚୁକ୍ତି ହୋଇଛି। ତଥାପି ଯୁଦ୍ଧବିରତି ମଧ୍ୟରେ ମଧ୍ୟ ଇସ୍ରାଏଲର ଲେବାନନ ଉପରେ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri