ଆତଙ୍କବାଦୀ ତାଲିମ୍‌ ନେଉଥିବା ମଦ୍ରାସା ସହିତ ଘନିଷ୍ଠତା ବଢ଼ାଇଲା ପାକିସ୍ତାନ

ଇସଲାମାବାଦ୍‌,୨୯।୧୨: ପାକିସ୍ତାନ ସୈନ୍ୟ ବାହିନୀର ଅଧିକାରୀମାନେ ଗତ କିଛିଦିନ ଧରି ଦେଶର କେତେକ ପ୍ରତିବନ୍ଧିତ ମଦ୍ରାସାର ମୁଖ୍ୟଙ୍କ ସହିତ ସାକ୍ଷାତ୍‌ ଜାରି ରଖିଛନ୍ତି। ସୈନ୍ୟବାହିନୀ ମୁଖ୍ୟ ଜେନେରାଲ ଆସିଫ୍‌ ଗଫୁର ଏହି ମର୍ମରେ କେତେକ ମଦ୍ରାସାର ମୌଲାନାଙ୍କ ସହିତ ସାକ୍ଷାତ୍‌ ମଧ୍ୟ କରିଛନ୍ତି। ପ୍ରତିବନ୍ଧିତ ଘୋଷିତ ମଦ୍ରାସାଗୁଡ଼ିକ ସହିତ ପାକିସ୍ତାନ ଘନିଷ୍ଠତା ବଢ଼ାଉଥିବାରୁ ଭାରତ ସୀମାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ଏନେଇ ସୂଚନା ମିଳିବା ପରେ ସୀମାରେ ହାଇ ଆଲର୍ଟ ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ଦିନରେ ଦ୍ୱିଗୁଣିତ ଓମିକ୍ରନ୍‌

ଲଣ୍ଡନ,୧୪ା୧୨: କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ସଂକ୍ରମଣ ୬୦ରୁ ଅଧିକ ଦେଶରେ ତୀବ୍ର ଗତିରେ ମାଡ଼ିଚାଲିଛି। ବିଶେଷ କରି ବ୍ରିଟେନରେ ଦୈନିକ ସଂକ୍ରମଣ ବଢ଼ିବାରେ ଲାଗିଛି।...

ଇମ୍ରାନଙ୍କ ପାର୍ଟିକୁ ନିଷିଦ୍ଧ ସଂଗଠନ ଘୋଷଣା କରିବାକୁ ପାକିସ୍ତାନ ସରକାରଙ୍କ ଯୋଜନା…

ଇସଲାମାବାଦ,୧୯।୩ : ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଲାହୋର ବାସଭବନରୁ ଅସ୍ତ୍ରଶସ୍ତ୍ର ଏବଂ ପେଟ୍ରୋଲ ବୋମା ଜବତ କରିଥିବା ପୋଲିସ ଦାବି କରିବା ପରେ ପାକିସ୍ତାନ...

ବୋତଲରେ ବନ୍ଦ କରି ୭୪ ବିଲୁପ୍ତ ପ୍ରଜାତି ଶୁଆ ଚୋରା ଚାଲାଣ: ବନ୍ଦର ଅଧିକାରୀଙ୍କ ହାତରେ ପଡ଼ିଲା ଧରା

ପାପୁଆ,୨୧।୧୧: ଇଣ୍ଡୋନେସିଆର ପାପୁଆ ବନ୍ଦରରେ ପ୍ଲାଷ୍ଟିକ୍‌ ବୋତଲରେ ବନ୍ଦ ଥିବା ୭୪ ବିଲୁପ୍ତ ପ୍ରଜାତିର ଶୁଆ ଚୋରା ଚାଲାଣ ହେଉଥିବା ସମୟରେ ଧରା ପଡ଼ିଛି। ବନ୍ଦର...

ଆର୍ଟିଫିସିଆଲ୍‌ ଇଣ୍ଟେଲଜେନ୍ସ୍‌ ଯୋଗୁ ଚାକିରି ହରାଉଛନ୍ତି ଶହେ: ସୃଷ୍ଟି ହେଉଛି ମାତ୍ର ୧୦ ନିଯୁକ୍ତି ସୁଯୋଗ

ଓ୍ବାଶିଂଟନ,୩।୧୦: ପ୍ରତିଟି କ୍ଷେତ୍ରରେ ଏବେ ଆର୍ଟିଫିସିଆଲ୍‌ ଇଣ୍ଟେଲଜେନ୍ସ୍‌ର ପ୍ରଭାବ ଦେଖିବାକୁ ମିଳୁଛି। ଏହା ଯୋଗୁ ସ୍ବାସ୍ଥ୍ୟ ସେବା, ଆର୍ଥିକ କ୍ଷେତ୍ର, ଅନ୍‌ଲାଇନ୍‌ ଶପିଂ ସମେତ ବହୁ...

ଗ୍ରାମୀ ଆଓ୍ବାର୍ଡ ଜିତିଲେ ଲେଡି ଗାଗା

ଓ୍ବାଶିଂଟନ,୨୭।୧: ଲସ ଆଞ୍ଜେଲସରେ ୬୨ତମ ଗ୍ରାମୀ ଆଓ୍ବାର୍ଡ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବକୁ ଏଲିସିୟା କିଜ ହୋଷ୍ଟ କରିଥିଲେ। ଆମେରିକାର ବାସ୍କେଟବଲ ଖେଳାଳି କୋବେ...

କରୋନାକୁ ଡରି ଭୋକରେ ମରିବାକୁ ଚାହୁଁ ନାହାଁନ୍ତି ଇଟାଲିର ଜନସାଧାରଣ: ମରିବୁ ପଛେ ବାହାରକୁ ଯାଇ କରିବୁ କାମ !

ମିଲାନ,୧୬।୪: କରୋନା ସଂକ୍ରମଣ ଯୋଗୁ ଇଟାଲିର ଆର୍ଥିକ ମେରୁଦଣ୍ଡ ଭାଙ୍ଗି ଯାଇଛି। ସଂକ୍ରମଣକୁ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ଲକ୍‌ ଡାଉନ୍‌ ଜାରି ହୋଇଛି। ତେବେ...

ଉଡ଼ନ୍ତା ବିମାନରେ ପାଇଲଟଙ୍କୁ ଆକ୍ରମଣ କଲା ବିଲେଇ, ପରେ ଘଟିଲା ଏମିତି…

ଖାର୍ତୁମ,୪।୩: ସୁଡାନର ଏକ ଯାତ୍ରୀବାହୀ ବିମାନକୁ ଅଜବ କାରଣ ପାଇଁ ଜରୁରୀ ଅବତରଣ କରାଯାଇଛି। ଏହି ବିମାନର କକ୍‌ପିଟ୍‌ରେ ଏକ ବିଲେଇ ପଶି ଆସି ପାଇଲଟଙ୍କୁ...

ମାଲେସିୟାରେ ଭୂସ୍ଖଳନ: ୨ ମୃତ ୫୦ରୁ ଅଧିକ ଫସି ରହିଥିବା ଆଶଙ୍କା

କୁଆଲାଲମପୁର,୧୬ ।୧୨: ମାଲେସିୟାରେ ଶୁକ୍ରବାର ସକାଳେ ଭୂସ୍ଖଳନ ହୋଇଥିବା ଖବର ମିଳିଛି । ଭୂସ୍ଖଳନ ଯୋଗୁ ୫୦ରୁ ଅଧିକ ଲୋକେ ଫସି ରହିଥିବା ଆଶଙ୍କା କରାଯାଉଛି...

Advertisement
Archives

Model This Week