ଆତଙ୍କବାଦୀ-ବିଛିନ୍ନତାବାଦୀଙ୍କୁ ଖାତିର ନାହିଁ: ଅନନ୍ତନାଗରେ ଶହଶହ ସଂଖ୍ୟାରେ ଭୋଟର ମତଦାନ ଅଧିକାର କଲେ ସାବ୍ୟସ୍ତ

ଶ୍ରୀନଗର,୨୩।୪: ଜମ୍ମୁ-କଶ୍ମୀର ଅନନ୍ତନାଗ ଲୋକ ସଭା ଆସନ ପାଇଁ ଶହ ଶହ ସଂଖ୍ୟାରେ ଭୋଟର ମଙ୍ଗଳବାର ଭୋଟ ଦେଇଛନ୍ତି। ଏଠାରେ ଆତଙ୍କବାଦୀ ଏବଂ ବିଛିନ୍ନତାବାଦୀଙ୍କୁ ଖାତିର ନ କରି ସକାଳୁ ମତଦାନ କେନ୍ଦ୍ର ସମ୍ମୁଖରେ ଭୋଟରଙ୍କ ଲମ୍ବା ଧାଡ଼ି ଦେଖିବାକୁ ମିଳିଛି। ଲୋକମାନେ ଉତ୍ସାହର ସହିତ ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି। ସମ୍ବେଦନଶୀଳ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ସହିତ ଆବଶ୍ୟକ ସ୍ଥଳେ ସନ୍ଦିଗ୍ଧ ବ୍ୟକ୍ତି ବିଶେଷ ଯାନ ବାହନକୁ ଯାଞ୍ଚ୍‌ କରାଯାଉଛି। ଏଠାରେ ଅତିରିକ୍ତ ଶହେ କମ୍ପାନୀ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପରମାଣୁଠୁ ବି ଭୟଙ୍କର କ୍ଲଷ୍ଟର ବୋମା! ଜାଣନ୍ତୁ ଭାରତ ପାଖରେ ଅଛି କି?

ନୂଆଦିଲ୍ଲୀ,୨୧।୬: ଇସ୍ରାଏଲ ଏବଂ ଇରାନ ପରସ୍ପରକୁ ସର୍ବାଧିକ କ୍ଷତି ପହଞ୍ଚାଇବାକୁ ଯଥାସମ୍ଭବ ଚେଷ୍ଟା କରୁଛନ୍ତି। ଏହି ସମୟରେ, ଇସ୍ରାଏଲ ଇରାନ ବିରୋଧରେ ଏକ ବଡ଼ ଅଭିଯୋଗ...

ରାଗିଗଲେ ସୋନିଆ: ଇରାନ-ଇସ୍ରାଏଲ ଯୁଦ୍ଧକୁ ନେଇ ମୋଦି ସରକାର ଉପରେ ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୨୧।୬: ପୂର୍ବତନ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ବିଷୟରେ ଇଂରାଜୀ ଖବରକାଗଜରେ ଏକ ସ୍ତମ୍ଭ ଲେଖିଛନ୍ତି। ଏଥିରେ...

ଭାରତର ଟେନ୍‌ସନ ବଢାଇଲା ଚାଇନା: ପାକିସ୍ତାନକୁ ଦେଇଦେଲା ବଡ଼ ଜିନିଷ

ନୂଆଦିଲ୍ଲୀ,୨୧ା୬:ପାକିସ୍ତାନ ୪୦ଟି ଜେ-୩୫ ଫାଇଟର ଜେଟ୍‌ ସହ କେଜେ-୫୦୦ ଏୟାରବୋର୍ନ ଆର୍ଲି ଓ୍ବାର୍ନିଂ ଆଣ୍ଡ୍‌ କଣ୍ଟ୍ରୋଲ ଏୟାରକ୍ରାଫ୍ଟ ଏବଂ ଏଚ୍‌କ୍ୟୁ-୧୯ ବାଲିଷ୍ଟିକ୍‌ ମିଶାଇଲ୍‌ ସିଷ୍ଟମ୍ସ କିଣିବାକୁ...

୩ ଲକ୍ଷ ଲୋକଙ୍କ ସହ ମିଶି ଯୋଗ କଲେ ମୋଦି: କହିଲେ, ଯୋଗ ବିଶ୍ୱକୁ ଯୋଡ଼ିଛି

ବିଶାଖାପାଟନା,୨୧।୬: ଆଜି ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ସାରା ବିଶ୍ୱ ଯୋଗ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବିଶାଖାପାଟଣାରେ ଯୋଗ ଦିବସର ନେତୃତ୍ୱ ନେଉଛନ୍ତି।...

କେମିତି ହୋଇଥିଲା ଏୟାର ଇଣ୍ଡିଆ ପ୍ଲେନ କ୍ରାଶ୍‌, ଜଣାପଡିଲା ସବୁଠୁ ବଡ଼ କାରଣ!

ଅହମଦାବାଦ, ୨୦।୬: ଗୁଜରାଟର ଅହମଦାବାଦ ଆନ୍ତର୍ଜାତିକ ବିମାନବନ୍ଦରରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆର ବୋଇଂ ୭୮୭-୮ ଡ୍ରିମଲାଇନର ବିମାନ (ଫ୍ଲାଇଟ AI-171) ଗତ ୧୨...

ଅଟା ମିଲ୍‌ରୁ କେମିତି କୋଟିପତି ହେଲେ ସୋନମଙ୍କ ବାପା? ଝିଅର ପ୍ରେମିକଙ୍କ ସହ ରହିଛି ଲିଙ୍କ୍‌…

ନୂଆଦିଲ୍ଲୀ,୨୦।୬: ଏକ ସାଧାରଣ ଅଟା ମିଲରେ ବ୍ୟବସାୟ ଆରମ୍ଭ କରିଥିବା ପରିବାର ଆଜି ଗମ୍ଭୀର ଅଭିଯୋଗର ସମ୍ମୁଖୀନ ହେଉଛି। ଏହା ଦେବୀ ସିଂହ ରଘୁବଂଶୀଙ୍କ କାହାଣୀ,...

ଓଡ଼ିଶା ପାଇଁ ଟ୍ରମ୍ପଙ୍କ ଆମନ୍ତ୍ରଣକୁ ମନା କଲେ ମୋଦି, ଭୁବନେଶ୍ୱରରୁ କହିଦେଲେ…

ଭୁବନେଶ୍ୱର,୨୦।୬: ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତିରେ ଭୁବନେଶ୍ୱର ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ଏହି ଅବସରରେ ସେ ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଛନ୍ତି। ସେ...

ସମ୍ପୂର୍ଣ୍ଣ ନୂଆ ମୋଡ଼ ନେଲା ସୋନମ-ରାଜା ହତ୍ୟା ମାମଲା! ଏଣ୍ଟ୍ରି ମାରିଲେଣି ମିଷ୍ଟ୍ରି ଗର୍ଲ ଅଳକା

ଇନ୍ଦୋର,୨୦।୬: ମେଘାଳୟରେ ରାଜା ରଘୁବଂଶୀଙ୍କ ହତ୍ୟା ମାମଲାରେ ଏକ ନଆ ମୋଡ଼ ଆସିଛି। ଏହି ଚାଞ୍ଚଲ୍ୟକର ମାମଲାରେ ଜଣେ ରହସ୍ୟମୟ ଯୁବତୀ ପ୍ରବେଶ କରିଛନ୍ତି, ଯାହାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri