Posted inଜାତୀୟ

ଆତଙ୍କବାଦୀ ଶରଣକାରୀଙ୍କର ହେବ ପର୍ଦ୍ଦାଫାଶ୍‌: ମୋଦି

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ ଅବସରରେ ପାକିସ୍ତାନକୁ କରିଛନ୍ତି ସମାଲୋଚନା। ସେ ପାକିସ୍ତାନର ନାମ ନ ନେଇ କହିଛନ୍ତି ଯେ, ଆତଙ୍କବାଦୀ ଶରଣକାରୀଙ୍କର ପର୍ଦ୍ଦାଫାଶ୍‌ ହେବ। ପୃଥିବୀରେ ଆତଙ୍କବାଦୀଙ୍କ ଯୋଗୁ ପ୍ରତିଦିନ ବହୁ ଲୋକଙ୍କର ମୃତ୍ୟୁ ଘଟୁଛି। ଭାରତର ପଡ଼ୋଶୀ ରାଷ୍ଟ୍ର ବାଂଲାଦେଶ, ଶ୍ରୀଲଙ୍କା, ଆଫଗାନିସ୍ତାନରେ ଆତଙ୍କବାଦୀ ଆକ୍ରମଣ ଜାରି ରହିଛି। ଏହାର ମୁକାବିଲା ପାଇଁ ଭାରତ ନିଜକୁ ପ୍ରସ୍ତୁତ କରୁଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀର ପୂର୍ବତନ ଭାଜପା ଅଧ୍ୟକ୍ଷ ମାନଗେ ରାମ ଗର୍ଗଙ୍କ ପରଲୋକ

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀର ପୂର୍ବତନ ଭାଜପା ଅଧ୍ୟକ୍ଷ ଥିବା ମାନଗେ ରାମ ଗର୍ଗଙ୍କ ପରଲୋକ ହୋଇଛି। ରବିବାର ସକାଳ ୭ଟା ୩୦ରେ ତାଙ୍କର ପରଲୋକ ହୋଇଥିବା ସୂଚନା...

ୟୁପିରେ ପଶିଛନ୍ତି ଆତଙ୍କବାଦୀ

ବସ୍ତି(ୟୁପି),୬ା୧(ପି.ଟି.): ଉତ୍ତରପ୍ରଦେଶରେ ଆଇଏସ୍‌ର ଦୁଇଜଣ ଆତଙ୍କବାଦୀ ପ୍ରବେଶ କରିଥିବା ନେଇ ଗୋଇନ୍ଦା ସୂଚନା ମିଳିବା ପରେ ଭାରତ-ନେପାଳ ସୀମା ଅନ୍ତର୍ଗତ ମହାରାଜଗଞ୍ଜ, କୁଶିନଗର ଏବଂ ସିଦ୍ଧାର୍ଥ...

ଷ୍ଟେଶନରେ ଭୁଲି ଯାଇଥିଲି ଟଙ୍କା ଭର୍ତ୍ତି ବ୍ୟାଗ, ଫେରିପାଇବାର ଆଶା ନ ଥିଲା

ନୂଆଦିଲ୍ଲୀ,୪।୭: ପୂର୍ବ ଦିଲ୍ଲୀରେ ରହୁଥିବା ବିଜୟ କୁମାର ନାମକ ଜଣେ ଶ୍ରମିକ ଜୀବନର ସମସ୍ତ ଜମାପୁଞ୍ଜି ଧରି ନିଜ ଗାଁ ଉତ୍ତର ପ୍ରଦେଶର ଖୁରଜାକୁ ଯାଉଥିଲେ।...

କରୋନାକୁ ହରାଇ ଘରକୁ ଫେରିଲେ କୋଲକାତାର ଏହି ୯୯ ବୟସ୍କ ବୃଦ୍ଧ

କୋଲକାତା,୩।୭: ଭାରତରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ମହାମାରୀରୁ ଆରୋଗ୍ୟ ଲାଭ କରୁଥିବା ବ୍ୟକ୍ତିଙ୍କ ସଂଖ୍ୟା ଅଧିକ ଥିଲେ ହେଁ ଶହ ଶହ...

ପାର୍ବଣରେ ପାକିସ୍ତାନର ବଡ଼ ଷଡ଼ଯନ୍ତ୍ର: ସାମ୍ପ୍ରଦାୟିକ ଦଙ୍ଗା-ବାଟ୍‌ ଆକ୍ରମଣ ପାଇଁ ବ୍ଲୁପ୍ରିଣ୍ଟ୍‌ ପ୍ରସ୍ତୁତ

ନୂଆଦିଲ୍ଲୀ/ଇସଲାମାବାଦ୍‌, ୨୧।୧୦: ପାର୍ବଣ ଅବସରରେ ଭାରତରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଷଡ଼ଯନ୍ତ୍ର ରଚିଛି। ଦେଶରେ ସାମ୍ପ୍ରଦାୟିକ ଦଙ୍ଗା ଏବଂ ଏଲ୍‌ଓସିରେ ବାଟ୍‌...

ଜେଲରୁ ବାହାରିଲେ ଅର୍ଣ୍ଣବ ଗୋସ୍ବାମୀ

ମୁମ୍ବାଇ,୧୧।୧୧-ସୁପ୍ରିମକୋର୍ଟରୁ ଜାମିନ ପାଇବା ପରେ ରିପବ୍ଲିକ ଟିଭିର ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ବାମୀ ବୁଧବାର ସାରେ ତାଲୋଜା ଜେଲରୁ ମୁକୁଳିଛନ୍ତି। ଜେଲରୁ ବାହାରିବା ପରେ ଅର୍ଣ୍ଣବଙ୍କୁ...

‘ରଘୁପତି ରାଘବ’ ଗାନକୁ ମେହବୁବାଙ୍କ ବିରୋଧ

ଶ୍ରୀନଗର,୨୧ା୯: କଶ୍ମୀରୀ ଛାତ୍ରୀଛାତ୍ର କ୍ଲାସରେ ମହାତ୍ମା ଗାନ୍ଧୀଙ୍କ ପ୍ରିୟ ଭଜନ ‘ରଘୁପତି ରାଘବ ରାଜା ରାମ’ ଗାନକୁ ପିପୁଲ୍ସ ଡେମୋକ୍ରାଟିକ୍‌ ପାର୍ଟି (ପିଡିପି) ଅଧ୍ୟକ୍ଷା ମେହବୁବା...

ଗୁରୁବାର ପ୍ରଧାନମନ୍ତ୍ରୀଙ୍କ କରୋନା ସମୀକ୍ଷା ବୈଠକ…

ନୂଆଦିଲ୍ଲୀ, ୨୨।୧୨: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଦେଶରେ କରୋନାର ଓମିକ୍ରନ ଭାରିଆଣ୍ଟ...

Advertisement
Archives

Model This Week