Posted inଜାତୀୟ

ଆତଙ୍କବାଦୀ ଶିବିରକୁ ସେନାର ଟାର୍ଗେଟ

ନୂଆଦିଲ୍ଲୀ,୧୧ା୪: ଘାତକ ମହାମାରୀ କରୋନା ବିରୋଧରେ ଦେଶବାସୀ ଲଢ଼େଇ କରୁଥିବାବେଳେ ପାକିସ୍ତାନୀ ଆତଙ୍କବାଦୀଙ୍କୁ ଅନୁପ୍ରବେଶ ଉଦ୍ୟମ ମହଙ୍ଗା ପଡ଼ିଛି। ଭାରତୀୟ ସେନା ଶୁକ୍ରବାର ଜମ୍ମୁ-କଶ୍ମୀରର କୁପଓ୍ବାଡ଼ା ଜିଲା ସଂଲଗ୍ନ ନିୟନ୍ତ୍ରଣରେଖା(ଏଲ୍‌ଓସି)ରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି। ଏଥିରେ କେରାନ ସେକ୍ଟରସ୍ଥିତ ଏକାଧିକ ଲଞ୍ଚ୍‌ପ୍ୟାଡ୍‌ ଓ ଅସ୍ତ୍ରଶସ୍ତ୍ର ମହଜୁଦ ସ୍ଥାନ ଧ୍ୱସ୍ତବିଧ୍ୱସ୍ତ ହୋଇଯାଇଛି। ତେବେ ସେନାର ଏହି ଜବାବୀ କାର୍ଯ୍ୟାନୁଷ୍ଠାନରେ କେତେ ଆତଙ୍କବାଦୀ ନିହତ ହୋଇଛନ୍ତି ସେନେଇ କିଛି ସ୍ପଷ୍ଟ ହୋଇନାହିଁ।
କେରାନ ସଂଲଗ୍ନ ଏଲ୍‌ଓସିରେ ଗତ ଶନିବାର ଆତଙ୍କବାଦୀମାନେ ଅନୁପ୍ରବେଶ ଉଦ୍ୟମ କରିଥିଲେ। ଦୁଇଦିନ ଧରି ଚାଲିଥିବା ଗୁଳି ବିନିମୟ ବେଳେ ୯ ଆତଙ୍କବାଦୀ ନିହତ ହୋଇଥିଲେ। ଆତଙ୍କବାଦୀଙ୍କ ଗୁଳିମାଡ଼ରେ କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ (ସିଆର୍‌ପିଏଫ୍‌)ର ୫ ଯବାନ ଶହୀଦ ହୋଇଥିଲେ। ଇତିମଧ୍ୟରେ ପାକିସ୍ତାନୀ ସେନା ମଧ୍ୟ ଗୁଳିଗୋଳା ବର୍ଷଣ ଜାରି ରଖି ଅସ୍ତ୍ରବିରତି ଉଲ୍ଲଂଘନ କରିଥିଲା। ଏହାର ଜବାବ ଦେବାକୁ ଯାଇ ଭାରତୀୟ ସେନା ଶୁକ୍ରବାର ସକାଳେ ଆତଙ୍କବାଦୀଙ୍କ ଶିବିର ଉପରେ ଗୁଳିବର୍ଷା ଓ ମୋର୍ଟାର ମାଡ଼ କରିଛି। ଏଥିରେ ଅନୂ୍ୟନ ଗୋଟିଏ ଲଞ୍ଚ୍‌ପ୍ୟାଡ୍‌ ଧ୍ୱଂସ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

ରାହୁଲ ଗାନ୍ଧୀଙ୍କ ଉପରେ ରାଗିଗଲେ ଶଙ୍କରାଚାର୍ଯ୍ୟ, ଦେଲେ ସିଧା ଚେତାବନୀ

ନୂଆଦିଲ୍ଲୀ,୨୫।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ମନୁସ୍ମୃତି ସମ୍ପର୍କିତ ବୟାନକୁ ନେଇ ଶଙ୍କରାଚାର୍ଯ୍ୟ ସ୍ବାମୀ ଅବିମୁକ୍ତେଶ୍ୱରାନନ୍ଦ ତୀବ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ମନୁସ୍ମୃତି ଏବଂ…

ଅସରପା ଶବ୍ଦକୁ ନେଇ ଏବେବି ରହିଛି ବିବାଦ, ପୁଣି ଉଠିଲାଣି CJIଙ୍କ କଥା? ଅଭିଜିତ ଦୀପକେଙ୍କ ଆଶ୍ଚର୍ଯ୍ୟଜନକ ଦାବି

ନୂଆଦିଲ୍ଲୀ,୨୫।୮: ‘କକ୍ରୋଚ’ ଶବ୍ଦର ବ୍ୟବହାରକୁ ନେଇ ରାଜନୈତିକ ବିବାଦ ଜାରି ରହିଛି। ଏହା ମଧ୍ୟରେ, କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦାବି କରିଛନ୍ତି…

ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର

ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି…

ଜୀବିତ ଅଛନ୍ତି ମୋଜତାବା ଖାମେନେଇ; ଇରାନ ପ୍ରଥମ ଥର ପାଇଁ କହିଲା…

ତେହରାନ,୨୫।୮: ଇରାନର ମୋଜତାବା ଖାମେନେଇଙ୍କ ସ୍ଥିତି ସମ୍ପର୍କରେ ଥିବା ରହସ୍ୟର ସମାଧାନ ହୋଇଛି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମୟରେ ମୋଜତାବା ଖାମେନେଇ ଆହତ ହୋଇଥିଲେ।…

ଯୁବପିଢ଼ି ପାଇଁ ବଡ଼ ଘୋଷଣା କଲେ ସରକାର: ଆଗାମୀ ୬ ମାସରେ ମିଳିବ ୧ ଲକ୍ଷ ସରକାରୀ ନିଯୁକ୍ତି

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଯୁବପିଢ଼ି ପାଇଁ ବଡ଼ ଘୋଷଣା କରିଛନ୍ତି। ଲକ୍ଷ୍ନୌରେ ୩,୪୪୬ ଜଣ ପ୍ରାବିଧିକ ସହାୟକ ଏବଂ ୧୨୬ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri