
ଜମ୍ମୁ,୧୬।୧୧: ଜମ୍ମୁ-କଶ୍ମୀରରେ ସୋପେର ଓ ବାରମୂଳା ଜିଲାରେ ଶନିବାର ଆତଙ୍କବାଦୀ ସନ୍ଦେହରେ ୫ ଜଣଙ୍କୁ ଗିରଫ କରାଯାଇଛି। ଜମ୍ମୁ-କଶ୍ମୀର ପୋଲିସ ଓ ସୁରକ୍ଷାକର୍ମୀଙ୍କ ମିଳିତ ସହଯୋଗରେ ଏମାନଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି। ଏ ସମ୍ପର୍କରେ ଅଧିକ କିଛି ତଥ୍ୟ ଏପର୍ଯ୍ୟନ୍ତ ମିଳି ପାରି ନାହିଁ।
ଜମ୍ମୁ,୧୬।୧୧: ଜମ୍ମୁ-କଶ୍ମୀରରେ ସୋପେର ଓ ବାରମୂଳା ଜିଲାରେ ଶନିବାର ଆତଙ୍କବାଦୀ ସନ୍ଦେହରେ ୫ ଜଣଙ୍କୁ ଗିରଫ କରାଯାଇଛି। ଜମ୍ମୁ-କଶ୍ମୀର ପୋଲିସ ଓ ସୁରକ୍ଷାକର୍ମୀଙ୍କ ମିଳିତ ସହଯୋଗରେ ଏମାନଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି। ଏ ସମ୍ପର୍କରେ ଅଧିକ କିଛି ତଥ୍ୟ ଏପର୍ଯ୍ୟନ୍ତ ମିଳି ପାରି ନାହିଁ।
ନୂଆଦିଲ୍ଲୀ/ଜାମନଗର, ୧୧।୧୨: ମହାରାଷ୍ଟ୍ରରେ ଶୁକ୍ରବାର ଆଉ ୭ ଜଣ ଓମିକ୍ରନ୍ ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ଗୁଜରାଟରେ ପୂର୍ବରୁ ପଜିଟିଭ୍ ଚିହ୍ନଟ ହୋଇଥିବା ପ୍ରବାସୀ ଭାରତୀୟଙ୍କ ସ୍ତ୍ରୀ...
ନୂଆଦିଲ୍ଲୀ, ୩୦।୮: ଭାଜପା ନେତାମାନଙ୍କ ଘୃଣା ଉଦ୍ରେକକାରୀ ଭାଷଣକୁ ରୋକିବାରେ ଫେସ୍ବୁକ୍ ଇଣ୍ଡିଆର ପାତରଅନ୍ତର ନୀତି ବିରୋଧରେ ଉକ୍ତ ସଂସ୍ଥା କ’ଣ ପଦକ୍ଷେପ ନେଇଛି, ତାହା...
ଜୟପୁର,୧୯।୧: ମଣିଷ ର଼୍ୟାମ୍ପ୍ରେ ଚାଲିବା ଜଣା ଅଛି ତେବେ କୁକୁର ଏପରି କରିବା ଶୁଣିଲେ ଆଶ୍ଚର୍ଯ୍ୟ ଲାଗିବା ସ୍ବାଭାବିକ। ତେବେ ରାଜସ୍ଥାନ ଜୟପୁରରେ ଏଭଳି ଏକ...
ନୂଆଦିଲ୍ଲୀ,୪।୩: ନିର୍ଭୟା ଗଣବଳାତ୍କାର ମାମଲାର ଅନ୍ୟତମ ଦୋଷୀ ପବନ ଗୁପ୍ତାଙ୍କ ରାଜକ୍ଷମା ଆବେଦନ ବୁଧବାର ରାଷ୍ଟ୍ରପତି ରାମନାଥ ଖାରଜ କରିଛନ୍ତି। ରାଷ୍ଟ୍ରପତି ରାଜକ୍ଷମା ଆବେଦନକୁ ଖାରଜ...
ନୂଆଦିଲ୍ଲୀ,୩ ।୧୨: ସାରା ବିଶ୍ୱରେ ଏବେ ଚିନ୍ତା ଓମିକ୍ରନ ଭାରିଏଣ୍ଟକୁ ନେଇ । ଏହି ଭାରିଏଣ୍ଟ ଏବେ ପାଖାପାଖି ୩୦ଟି ଦେଶରେ ପହଞ୍ଚି ଯାଇଥିବା ବେଳେ...
ନୂଆଦିଲ୍ଲୀ,୨୫।୧୧: ସଂସଦର ଶୀତକାଳିନ ଅଧିବେଶନ ଚାଲିଥିବା ବେଳେ ମହାରାଷ୍ଟ୍ର ରାଜନୀତିକୁ ନେଇ ଗୃହରେ ହଟ୍ଟଗୋଳ ଆରମ୍ଭ ହୋଇ ଯାଇଛି। ସୋମବାର ଅଧିବେଶନ ଆରମ୍ଭ ହେବା ପରେ...
ନୂଆଦିଲ୍ଲୀ,୧୦ା୨: ଓଡ଼ିଶାର ମାଓବାଦୀ ପ୍ରଭାବିତ ଅଞ୍ଚଳରେ ଆହତଙ୍କୁ ଏୟାରଲିଫ୍ଟିଂ ପାଇଁ ନିରବଚ୍ଛିନ୍ନ ହେଲିକପ୍ଟର ସେବାକୁ ନେଇ ବିଜେଡି ପକ୍ଷରୁ କରାଯାଇଥିବା ଏକ ପ୍ରଶ୍ନର ଉତ୍ତର ଦେବାକୁ...
ନୂଆଦିଲ୍ଲୀ,୫।୪: ସୋସିଆଲ ମିଡିଆ ପ୍ଲାଟଫର୍ମ ଟୁଇଟର ସହ ଯୋଡ଼ି ହୋଇଛନ୍ତି ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତଥା ଟେସଲା ସିଇଓ ଏଲନ ମସ୍କ। ତାଙ୍କୁ ଟୁଇଟର...