ଆତଙ୍କ : ଗାଁକୁ ସାନିଟାଇଜ କଲେ ଯୁବକ

ସାକ୍ଷୀଗୋପାଳ, ୫/୪ (ଡି.ଏନ.ଏ.) – କରୋନା ପଜେଟିଭ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିବା ପୁରୀ ସାକ୍ଷୀଗୋପାଳ ବଜାର ନିକଟ ଏକ ଗ୍ରାମର ଜଣେ ବ୍ୟକ୍ତିଙ୍କୁ ସରକାରୀ କ୍ୱାରାଣ୍ଟାଇନ ଓ୍ଵାର୍ଡରେ ଭର୍ତ୍ତି କରାଜାଇଛି। ଏହା ପରେ ଉକ୍ତ ଗ୍ରାମ ଓ ଆଖପାଖ ଅଂଚଳରେ ଆତଙ୍କ ଖେଳିଯାଇଛି। ଲୋକେ ଅଧିକ ସତର୍କତା ଅବଲମ୍ବନ କରୁଛନ୍ତି। ବିଭିନ୍ନ ଗ୍ରାମ ପ୍ରବେଶ ପଥରେ କାଠଗଣ୍ଡି ଓ ପଥର ପକାଇ ସାଧାରଣ ଚଳାଚଳ ଉପରେ ରୋକ ଲଗାଯାଇଥିବା ଦେଖାଯାଉଛି। ରବିବାର ସକାଳୁ ନୂଆସୋମେଶ୍ବରପୁର ପଞ୍ଚାୟତର ବନପୁର ଗ୍ରାମର ୨୦ଜଣ ଯୁବକ ଏକାଠି ହୋଇ ଗ୍ରାମ ରାସ୍ତାରୁ ଆଳିଆ ଆବର୍ଜନା ସଫା କରିଥିଲେ। ବନପୁର, ମହାନ୍ତି ସାହି ଓ କସାଂରିସାହିକୁ ସାନିଟାଇଜ କରିଥିଲେ। ଚକ୍ରଧର ମହାରଣା, ପ୍ରଦୀପ ବେହେରା, ନିଲୁ ମହାନ୍ତି, ରମେଶ ମହାପାତ୍ର ଓ ଅଜୁ ମହାନ୍ତି ପ୍ରମୁଖ ହ୍ୟାଣ୍ଡ ସ୍ପ୍ରେୟରେ ବ୍ଲିଚିଙ୍ଗ, ଫିନାଇଲ ଆଦି ପାଣିରେ ମିଶାଇ ବିଶୋଧନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଲୋକଙ୍କୁ ନୂଆ ଆଇନ ବିଷୟରେ ସଚେତନ

ଭଞ୍ଜନଗର,୨୪ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ରବିବାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଦଦରାଲୁଣ୍ଡାରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି: ୨ ମୃତ, ୩୦ ରୁ ଅଧିକ ଅସୁସ୍ଥ

ହେମଗିର, ୨୪।୫ (ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲାର ହେମଗିର ବ୍ଲକ ଅନ୍ତର୍ଗତ ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି ପ୍ରକୋପ ଦେଖାଦେଇଛି। ଗାଁର ୩୦ରୁ ଅଧିକ ଲୋକ ଏଥିରେ ଆକ୍ରାନ୍ତ…

ପୋଖରୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଯୁବକ

ବ୍ରହ୍ମପୁର,୨୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୁଲି ନୂଆ ସାହି ନିକଟରେ ଥିବା ବଡ଼ ବନ୍ଧ(ପୋଖରୀ)ରେ ବୁଡ଼ି ଜଣେ ଛାତ୍ର ସମେତ ଦୁଇଜଣଙ୍କ ମୃତ୍ୟୁ ଘଟିଛି।…

ଗଞ୍ଜାମ ପାଇଁ ଖୁସି ଖବର :ତାରାତାରିଣୀ କଲେଜରେ ଖୋଲିଲା ପିଜି ପାଠ୍ୟକ୍ରମ

ପୁରୁଷୋତ୍ତମପୁର, ୨୪।୫ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ସ୍ଥିତ ତାରାତାରିଣୀ କଲେଜରେ ଓଡ଼ିଆ ବିଷୟରେ ସ୍ନାତକୋତ୍ତର (ପିଜି) ପାଠ୍ୟକ୍ରମ ଖୋଲାଯାଇଛି। ସେହିପରି ସାଇକୋଲୋଜି ଓ ହୋମ…

ମାଟି ଉଠାଣକୁ ନେଇ ତୁମୁଳକାଣ୍ଡ: ଥାନାରେ ପହଞ୍ଚିଲା ମାମଲ…

ଧର୍ମଶାଳା,୨୪।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଧର୍ମଶାଳା ଥାନା ଅନ୍ତର୍ଗତ ପାଟପୁର ପଞ୍ଚାୟତର ଶୁନାରି ମୌଜାରୁ ଅବୈଧ ଭାବେ ମାଟି ଉଠାଣ ହେଉଥିବା ବେଳେ ଏହାକୁ ବିରୋଧ…

ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀଙ୍କ ଆହ୍ୱାନ

ଗଞ୍ଜାମ,୨୪/୫ (ବିଦ୍ୟାଧର ସାହୁ): ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀ ଆଗେଇ ଆସିଛନ୍ତି। ସମାଜରେ ଚାଲିଥିବା କୁସଂସ୍କୃତ ରାଜନୀତିରୁ ଦୂରେ ରହି ସହରର ବିକାଶ, ନିଶାମୁକ୍ତ ଗଞ୍ଜାମ…

ପ୍ରହଲ୍ଲାଦ ସହାୟ ମୀନା ହେଲେ ଗଜପତିର ନୂତନ ଆରକ୍ଷୀ ଅଧୀକ୍ଷକ

ଗଜପତି (ଗିରିଧାରୀ ପରିଛା): ୨୪।୫ :ଓଡିଶା ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଆଇପିଏସ୍/ଓପିଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ଏହି ପରିପ୍ରେକ୍ଷ୍ୟରେ…

ହୁମା ଓଭରବ୍ରିଜ ନିକଟରେ ପୁଣି ଦୁର୍ଘଟଣା: ବସ ସହ ଆଇଜର ଟ୍ରକର ମୁହାଁମୁହିଁ ଧକ୍କା

ଗଞ୍ଜାମ,୨୪।୫(ଅନାଥ ତରାଇ/ବିଦ୍ୟାଧର ସାହୁ): ଆଉ କେତେ ଦୁର୍ଘଟଣା ଘଟିଲେ ଏବଂ କେତେ ଲୋକଙ୍କ ପ୍ରାଣହାନି ହେଲେ ସରକାର ଓ ଜିଲ୍ଲା ପ୍ରଶାସନର ଚେତନା ଜାଗ୍ରତ ହେବ? ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri