ଆଦର୍ଶ ଶିକ୍ଷକ ପୂର୍ଣ୍ଣଚନ୍ଦ୍ରଙ୍କ ପରଲୋକ

ଭବାନୀପାଟଣା,୧୫।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ଦେପୁର ଗ୍ରାମର ଆଦର୍ଶ ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ସାବତଙ୍କ ୭୧ ବର୍ଷ ବୟସରେ ପରଲୋକ ଘଟିଛି ା ସ୍ବର୍ଗତ ସାବତ ଜଣେ ଆଦର୍ଶ ଶିକ୍ଷକ ଭାବେ କଳାହାଣ୍ଡି ଜିଲାରେ ପରିଚିତ ଥିଲେ ା ସେ ଦୀର୍ଘଦିନ ଧରି କିଡ୍‌ନୀ ଜନିତ ରୋଗରେ ପୀଡିତ ହୋଇ ଚିକିସତ୍ିତ ହେଉଥିଲେ ା ତାଙ୍କ ବଡ଼ପୁଅ ସଞ୍ଜୀବ ସାବତ ମୁଖାଗ୍ନୀ ଦେଇଥିବା ବେଳେ ବହୁସଂଖ୍ୟାରେ ମାନ୍ୟଗନ୍ୟ ବ୍ୟକ୍ତି ଶେଷ ଦର୍ଶନ କରିବା ସହ ଅନ୍ତିମ ସତ୍କାରରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅସରାଏ ବର୍ଷାରେ ଜମୁଛି ପାଣି: ରୋଗୀ ହଇରାଣ

ତେଲକୋଇ, ୧୨।୬(ଡି.ଏନ.ଏ.)-କେନ୍ଦୁଝର ଜିଲା ତେଲକୋଇ ବ୍ଲକ ମୁଖ୍ୟାଳୟରେ ଥିବା ସ୍ବାସ୍ଥ୍ୟକେନ୍ଦ୍ର ଆଉଟଡୋର ସାମ୍ନାରେ ପାଣି ଜମୁଛି। ଅସରାଏ ବର୍ଷା ହେଲେ ଏହି ପ୍ରକାର ପରିସ୍ଥିତି ସୃଷ୍ଟି...

ଖୁଡ଼ିଙ୍କ ଗଳା କାଟିଲେ ପୁତୁରା

ବାରିପଦା ଅଫିସ,୨।୮: ଜମିବାଡ଼ି ବିବାଦରୁ ବାସନ୍ତୀ ପୂର୍ତ୍ତି(୫୫) ନାମ୍ନୀ ଜଣେ ବିଧବାଙ୍କୁ ତାଙ୍କ ପୁତୁରା ଗଳା କାଟି ହତ୍ୟା କରିବା ଚର୍ଚ୍ଚାର ବିଷୟ ହୋଇଛି। ମୟୂରଭଞ୍ଜ...

ବଅଁରପାଳରେ ଭାରତ ବନ୍ଦ ପ୍ରଭାବ: ୫୫ନଂ. ଏନ୍‌ଏଚ୍‌ ଅବରୋଧ

ବଅଁରପାଳ,୨୩।୨(ଡି.ଏନ୍‌.ଏ.): ଭୀମ ଆର୍ମି ପକ୍ଷରୁ ବିଭିନ୍ନ ଦାବି ନେଇ ଭାରତ ବନ୍ଦ ଡାକରା ଦିଆଯାଇଛି। ସୁପ୍ରିମକୋର୍ଟଙ୍କ ସଂରକ୍ଷଣ ବିରୋଧୀ ରାୟ ଓ କେନ୍ଦ୍ର ସରକାରଙ୍କ ଏନ୍‌ପିଆର,...

ମାନସିକ ବିକାରଗ୍ରସ୍ତଙ୍କ ଥଇଥାନ ଓ ଚିକିତ୍ସା ବ୍ୟବସ୍ଥା କରାଯାଉ: ହାଇକୋର୍ଟରେ ଜନସ୍ବାର୍ଥ ମାମଲା

କଟକ ଅଫିସ,୧ା୯: ମାନସିକ ବିକାରଗ୍ରସ୍ତ ଲୋକଙ୍କୁ ଥଇଥାନ କରିବା ଓ ସେମାନଙ୍କ ଚିକିତ୍ସା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବା ନେଇ ଓଡ଼ିଶା ଲିଗାଲ ଆଣ୍ଡ ସୋସିଆଲ...

ଲକ୍‌ଡାଉନ୍‌ର ଫାଇଦା ଉଠାଉଛନ୍ତି ବ୍ୟବସାୟୀ: ଗ୍ରାହକଙ୍କ ଉପରେ ମହଙ୍ଗା ମାଡ଼

ବରଗଡ଼ ଅଫିସ,୨୫।୩: ମହାମାରୀ କରୋନା ଭୂତାଣୁକୁ ପ୍ରତିହତ କରିବା ପାଇଁ ମଙ୍ଗଳବାର ମଧ୍ୟରାତ୍ରିରୁ ଦେଶବ୍ୟାପୀ ଲକ୍‌ଡାଉନ୍‌ କଟକଣା ଲାଗୁ କରାଯାଇଛି। ୨୧ଦିନ ପାଇଁ ହୋଇଥିବା ଏହି...

ବରୁଣାଡ଼ିହା ପାନୀୟ ଜଳ ପ୍ରକଳ୍ପ ମାମଲା: ପୁନର୍ବାର କାର୍ଯ୍ୟ ଆରମ୍ଭକୁ ବିରୋଧ

କେନ୍ଦ୍ରାପଡ଼ା ଅଫିସ,୯।୧୦: କେନ୍ଦ୍ରାପଡ଼ା ଜିଲାର ଆଳି ଓ ରାଜକନିକା ବ୍ଲକ ସୀମା ବରୁଣାଡିଆଠାରେ ଖରସ୍ରୋତା ନଦୀରେ ବର୍ଷେ ଧରି ପଡିରହିଥିବା ପାନୀୟ ଜଳ ପ୍ରକଳ୍ପ ଆରମ୍ଭ...

ଗାଡ଼ି ଚଢାଇ ହତ୍ୟା ଷଡ଼ଯନ୍ତ୍ରରେ ଅଭିଯୁକ୍ତ ଗିରଫ

ବଲାଙ୍ଗୀର ଅଫିସ, ୨୩।୫: ଗାଡ଼ି ଚଢାଇ ହତ୍ୟା ମାମଲାରେ ଅଭିଯୁକ୍ତ ଚିତ୍ତରଞ୍ଜନ ମହାନ୍ତିଙ୍କୁ ବଲାଙ୍ଗୀର ପୋଲିସ ସୋମବାର ଗିରଫ କରି କୋର୍ଟ ଚାଲାଣ କରିଛି ।...

ସ୍ବାବଲମ୍ବୀ କରିଛି ସିଲେଇ

ଢେଙ୍କାନାଳ ଅଫିସ, ୫।୧୨ ମହିଳା ସ୍ବାବଲମ୍ବୀ ହେଲେ ସୁଦୃଢ଼ ହେବ ପରିବାରର ଆର୍ଥିକସ୍ଥିତି। ଏ କଥାକୁ ଘରେ ଘରେ ପହଞ୍ଚାଇବାକୁ ଅନବରତ ଉଦ୍ୟମ କରୁଛି ଢେଙ୍କାନାଳ...

Advertisement
Archives

Model This Week