ଆଦାନୀ ସୌରଶକ୍ତିର ସର୍ବଶ୍ରେଷ୍ଠ ପିଭିଏଲ୍‌ ଯୋଗ୍ୟତା ହାସଲ

ନୂଆଦିଲ୍ଲୀ, ୧୧।୬:ଆଦାନୀ ସୌରଶକ୍ତି ବିଶ୍ୱର ଅଗ୍ରଗଣ୍ୟ ପିଭିଏଲ ଗବେଷଣା ଗାର (ଆମେରିକା) ଦ୍ୱାରା ଦ୍ୱିତୀୟଥର ସର୍ବଶ୍ରେଷ୍ଠ ଯୋଗ୍ୟତା ହାସଲ କରିପାରିଛିା ପିଭିଏଲ ୫ମ ବାର୍ଷିକ ସଂସ୍କରଣରେ ପିଭି ମୋଡୁଲ ଉତ୍ପାଦ ମାନ ଯୋଗ୍ୟତା ପରୀକ୍ଷାରେ ଆଦାନୀ ସବୁଠାରୁ ସର୍ବଶ୍ରେଷ୍ଠ ମାନ ପ୍ରଦାନ ଓ ଉତ୍ପାଦନ କାରୀ ସଂସ୍ଥା ରୂପେ ପରିଗଣିତ ହୋଇପାରିଛି। ଆଦାନୀ ସୌରଶକ୍ତିର ଉତ୍ପାଦ ଗୁଡିକ ନ୍ୟୁନତମ ଶକ୍ତି ଖର୍ଚ୍ଚରେ ଅଧିକ ସେବା ଯୋଗାଇ ଦେବାରେ ସକ୍ଷମ, ବିଶ୍ୱରେ ଏକ ଅଦ୍ୱିତୀୟ ସଂସ୍ଥା ରୂପେ ସ୍ବୀକୃତି ଲାଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଦିନରେ ନିବେଶକ ହରାଇଲେ ୩.୭୯ ଲକ୍ଷ କୋଟି

ମୁମ୍ବାଇ,୨୦-୭: ବିଦେଶୀ ପୋର୍ଟଫୋଲିଓ ନିବେଶକ(ଏଫ୍‌ପିଆଇ)ଙ୍କ ପାଇଁ ଉଦ୍ଦିଷ୍ଟ ଟିକସ ହ୍ରାସ ଦାବିକୁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ପ୍ରତ୍ୟାଖାନ କରିଦେଇଛନ୍ତି। ଫଳସ୍ବରୂପ ଗୁରୁବାର ଓ ଶୁକ୍ରବାର...

‘ଘରୋଇକରଣ ପରେ ବି ସବ୍‌ସିଡି ମିଳିବ’

ଭୁବନେଶ୍ୱର,୨୯ା୧୧: ଭାରତ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ୍‌ (ବିପିସିଏଲ୍‌)ରେ ସରକାର ନିଜର ଅଂଶଧନ ବିକ୍ରି କରିବାକୁ ଯାଉଛନ୍ତି। ଏଭଳି ସ୍ଥିତିରେ ଦେଶର ୭ କୋଟିରୁ ଊର୍ଦ୍ଧ୍ୱ ଏଲ୍‌ପିଜି ବ୍ୟବହାର...

ହୋଣ୍ଡା କାର୍‌ ଦର ବଢ଼ିବ

ନୂଆଦିଲ୍ଲୀ, ୫।୭:: ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ ଭାରତରେ ଏହାର ବିଭିନ୍ନ ମଡେଲ କାର ଦର ବଢାଇବାକୁ ଯାଉଛି। କମ୍ପାନୀର ଜଣେ ବରିଷ୍ଠ ଅଧିକାରୀ ଏ...

ଭାଙ୍ଗିଲା ଆସ୍‌ ଡ୍ୟାମ୍‌: ୨ ମୃତ; ୪ ନିଖୋଜ

ଭୋପାଳ,୧୧।୪: ଦେଶରେ କରୋନା ବିରୋଧରେ ଲଢ଼େଇ ଜାରି ରହିଥିବାବେଳେ ମଧ୍ୟପ୍ରଦେଶରେ ରିଲାଏନ୍ସ୍‌ର ଆସ୍‌ ଡ୍ୟାମ ଭାଙ୍ଗିବା ଯୋଗୁ ୨ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ସିଙ୍ଗାଉଲିଠାରେ...

ପିଏଲ୍‌ଏସି ବୈଠକ କରିବାକୁ ରାଷ୍ଟ୍ରାୟତ୍ତ ଉଦ୍ୟୋଗଙ୍କୁ ଆହ୍ବାନ

ଭୁବନେଶ୍ୱର,୨୭ା୮: ସ୍ଥାନୀୟ ଉଦ୍ୟୋଗୀଙ୍କ ପାଇଁ ସାମଗ୍ରୀ ବରାଦ ଗ୍ରହଣ ପ୍ରକ୍ରିୟାକୁ ସରଳ କରିବା ନିମନ୍ତେ ନିୟମିତ ବ୍ୟବଧାନରେ କାରଖାନା ସ୍ତରୀୟ ଉପଦେଷ୍ଟା ବୈଠକ (ପିଏଲ୍‌ଏସି) ଆୟୋଜନ...

ଫାସ୍‌ଟାଗ୍‌ରେ ମିନିମମ୍‌ ବାଲାନ୍ସ ଆବଶ୍ୟକ ନାହିଁ

ନୂଆଦିଲ୍ଲୀ: ନ୍ୟାଶନାଲ ହାଇଓ୍ବେରେ ଯାତ୍ରା କରୁଥିଲେ ଫାସ୍‌ଟାଗ୍‌ ରଖିବା ଜରୁରୀ। ଯଦି ଆପଣ ଫାସ୍‌ଟାଗ୍‌ ବ୍ୟବହାର କରୁଛନ୍ତି ତେବେ ବର୍ତ୍ତମାନ ଏଥିରେ ପରିବର୍ତ୍ତନ ହୋଇଥିବା ନିୟମ...

ଇରାନ ତେଲ କଟକଣା;ଅର୍ଥନୀତି ଉପରେ ପଡ଼ିବ ପ୍ରତିକୂଳ ପ୍ରଭାବ

ନୂଆଦିଲ୍ଲୀ,୨୪-୪: ଇରାନଠାରୁ ତେଲ ଆମଦାନି ବନ୍ଦ କରିବାକୁ ଭାରତ ସମେତ ୮ ଦେଶକୁ ଆମେରିକା ନିର୍ଦ୍ଦେଶ ଦେବା ପରେ ଏହାର ପ୍ରଭାବ ଅନ୍ତର୍ଜାତୀୟ ବଜାର ଉପରେ...

ଖୁଚୁରା ମୁଦ୍ରାସ୍ଫୀତି ୪.୦୬%

ନୂଆଦିଲ୍ଲୀ: ଜାନୁୟାରୀ ମାସରେ ଖୁଚୁରା ମୁଦ୍ରାସ୍ଫୀତି ଭିତ୍ତିକ ଖାଉଟି ମୂଲ୍ୟ ସୂଚୀ(ସିପିଆଇ) ୪.୦୬%କୁ ବୃଦ୍ଧି ପାଇଛି। ଆର୍‌ବିଆଇ ଧାର୍ଯ୍ୟଲକ୍ଷ୍ୟ ୨-୬% ମଧ୍ୟକୁ ଏହା ଫେରିଛି। ଲଗାତର...

Advertisement
Archives

Model This Week