ଆଦିତ୍ୟ ହ୍ୟୁଣ୍ଡାଇରେ ଫ୍ରି କାର୍‌ କେୟାର କ୍ଲିନିକ କ୍ୟାମ୍ପ

ଭୁବନେଶ୍ୱର,୧୮-୪:ସ୍ଥାନୀୟ ଉତ୍ତରାସ୍ଥିତ ଆଦିତ୍ୟ ହ୍ୟୁଣ୍ଡାଇ ଶୋ’ରୁମରେ ଫ୍ରି କାର୍‌ କେୟାର କ୍ଲିନିକ ଶୁଭାରମ୍ଭ ହୋଇଛି। ଚଳିତ ମାସ ୨୧ ଯାଏ ଏହି କ୍ୟାମ୍ପ ଚାଲିବ। ହ୍ୟୁଣ୍ଡାଇ ମୋଟର୍ସ ଇଣ୍ଡିଆ ଲିମିଟେଡର ପାର୍ଟସ ଏବଂ ସ୍ପେୟାର ବିଭାଗ ଆଞ୍ଚଳିକ ପ୍ରବନ୍ଧକ ଅଂଶୁମାଳି ସରକାର, ଏଏସ୍‌ଏମ୍‌ ବିକାଶ ଅଗ୍ରଓ୍ବାଲ୍‌, ଆଦିତ୍ୟ ହ୍ୟୁଣ୍ଡାଇ ଏମ୍‌ଡି ଆଦିତ୍ୟ ପାତ୍ର, ଏଭିପି ହରମୋହନ ମହାନ୍ତି , ୟୁନିଟ ମୁଖ୍ୟ ବିଷ୍ଣୁ ପ୍ରଶାଦ ଦାସ ଏହାକୁ ଉନ୍ମୋଚନ କରିଥିଲେ। କ୍ୟାମ୍ପ ସକାଳ ୮ରୁ ସଂଧ୍ୟା ୭ଟା ଯାଏ ଚାଲୁଛି। କ୍ୟାମ୍ପରେ ଗ୍ରାହକମାନେ ମାଗଣା ଟପ୍‌ ଓ୍ବାଶ, ୫୦ ପଏଣ୍ଟ ଚେକ୍‌ ଅପ୍‌, ଲେବର, ପାର୍ଟସ, ଭ୍ୟାସ ଉପରେ ଡିସକାଉଣ୍ଟ ପ୍ରଦାନ କରାଯାଉଛି। ଏହାର ଲାଭ ନେବାକୁ ଶୋ’ରୁମ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ବ୍ୟାଙ୍କ ଗ୍ରାହକଙ୍କୁ ଦେଲା ବଡ଼ ଝଟ୍‌କା! ଏବେ ATMରୁ ବାହାରିବ ଅଧା କ୍ୟାଶ୍‌, ରାତାରାତି ୫୦% କମାଇଲା ଲିମିଟ୍‌

ନୂଆଦିଲ୍ଲୀ,୫।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB)ର କୋଟି କୋଟି ଗ୍ରାହକଙ୍କ ପାଇଁ ବଡ଼ ଖବର। ବ୍ୟାଙ୍କ ଏହାର ପ୍ରିମିୟମ୍‌ ଡେବିଟ୍‌ କାର୍ଡଗୁଡ଼ିକ ପାଇଁ ଦୈନିକ ATM ନଗଦ…

ଯୁଦ୍ଧ ଯୋଗୁ ପେଟ୍ରୋଲ ପରେ ବଢିଯିବ ଏଲପିଜି ଦର, ମାର୍ଚ୍ଚରୁ ୫୦% ମହଙ୍ଗା ହେବ ସିଲିଣ୍ଡର!

ନୂଆଦିଲ୍ଲୀ,୫।୩: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଏବେ ସିଧାସଳଖ ଭାରତୀୟ ରୋଷେଇ ବଜେଟକୁ ପ୍ରଭାବିତ କରିପାରେ। ଆମେରିକା-ଇସ୍ରାଏଲ ମିଳିତ ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀ…

ହୋଲିରେ କମିଲା ସୁନା! ୨୨k କିଣିବାକୁ GST ଓ ମେକିଂ ଚାର୍ଜ ବାଦରେ ଦେବେ କେତେ?

ନୂଆଦିଲ୍ଲୀ,୪।୩: ପଶ୍ଚିମ ଏସିଆରେ ବୃଦ୍ଧି ପାଉଥିବା ଉତ୍ତେଜନା ସତ୍ତ୍ୱେ, ସୁନା ଏବଂ ରୂପା ଉପରେ ଚାପ ପଡିଛି, ଯାହା ଫଳରେ ରେଟ କମ ହୋଇଛି । ଲଗାତାର…

HDFC ବ୍ୟାଙ୍କ ଗ୍ରାହକଙ୍କ ପାଇଁ ବଡ଼ ଝଟକା! ୧ ଏପ୍ରିଲରୁ ବଦଳିବ ଏସବୁ ନିୟମ, ଦେବାକୁ ପଡିବ ମୋଟା ଅଙ୍କର ଟଙ୍କା

ନୂଆଦିଲ୍ଲୀ,୩।୩: HDFC ବ୍ୟାଙ୍କ ଗ୍ରାହକମାନଙ୍କ ପାଇଁ ନୂତନ ଆର୍ଥିକ ବର୍ଷର ଆରମ୍ଭ ଟିକେ କଷ୍ଟକର ହେବାକୁ ଯାଉଛି। ବ୍ୟାଙ୍କ ଏହାର ଲକର ଭଡା ୧୮୪% ବୃଦ୍ଧି କରିଛି…

ଯୁଦ୍ଧକୁ ନେଇ ଆଶଙ୍କାରେ ନିବେଶକ, ୧୦୪୮ ପଏଣ୍ଟ ଖସିଲା ସେନ୍‌ସେକ୍ସ

ମୁମ୍ବାଇ,୩ା୩: ଇରାନ-ଆମେରିକା ଯୁଦ୍ଧ ପଶ୍ଚିମ ଏସିଆ ସମେତ ବିଶ୍ୱ ସମୁଦାୟକୁ ପ୍ରଭାବିତ କରିଛି। ଗୋଟିଏ ପଟେ ଯୁଦ୍ଧବିରତି ପରିବର୍ତ୍ତେ ଆଗକୁ ଆହୁରି ଜଟିଳ ରୂପ ନେବା ଏବଂ…

BSNLର ହୋଲି ଉପହାର, ଏହି ପ୍ଲାନରେ ମିଳିବ ୧୪ ଦିନର ଅତିରିକ୍ତ…

ଭାରତ ସଞ୍ଚାର ନିଗମ ଲିମିଟେଡ୍ (BSNL) ଏହାର ପ୍ରିପେଡ୍ ଉପଭୋକ୍ତାଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଲି ଅଫର୍ ୨୦୨୬ ଲଞ୍ଚ କରିଛି । କମ୍ପାନୀ ଏହାର ଏକ…

ଇରାନରୁ ଏସବୁ ଜିନିଷ କିଣେ ଭାରତ, ଯୁଦ୍ଧ ଭିତରେ ବଢିଯିବ ଖଜୁରୀ, ପିସ୍ତା ଓ ଫଳ…

ନୂଆଦିଲ୍ଲୀ,୧।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନାର ପ୍ରଭାବ କେବଳ ସେହି ଅଞ୍ଚଳରେ ସୀମିତ ନୁହେଁ, ବରଂ ସମଗ୍ର ବିଶ୍ୱ ଅର୍ଥନୀତିରେ ଅନୁଭୂତ ହେଉଛି। ଇସ୍ରାଏଲୀ ଏବଂ ଆମେରିକା ଆକ୍ରମଣ…

ଇରାନ-ଇସ୍ରାଏଲ ଯୁଦ୍ଧ ଭିତରେ ପେଟ୍ରୋଲ ଦରରେ ନିଆଁ! ଭାରତରେ ମହଙ୍ଗା ହେବ…

ନୂଆଦିଲ୍ଲୀ,୧।୩: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସଂଘର୍ଷ ବିଶ୍ୱବ୍ୟାପୀ ହଇଚଇ ସୃଷ୍ଟି କରିଛି, ଏବଂ ଏହା ଭାରତର ଅର୍ଥନୀତି ଉପରେ ସିଧାସଳଖ ପ୍ରଭାବ ପକାଇବ ବୋଲି ଆଶଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri