ସୁନ୍ଦରଗଡ଼/ବାଲିଶଙ୍କରା, ୨୬।୪(ଡି.ଏନ୍.ଏ)-ସୁନ୍ଦରଗଡ଼ ଜିଲା ତଳସରା ଥାନା ବନଡେଗା ଫାଣ୍ଡି ଅଞ୍ଚଳରେ ବୁଧବାର ସନ୍ଧ୍ୟାରେ ଜଣେ ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଛି। ଗୁରୁବାର ଏନେଇ ବନଡ଼େଗା ଫାଣ୍ଡିରେ ଅଭିଯୋଗ ହୋଇଛି। ଏତଲା ପରେ ପୋଲିସ ଏକ ମାମଲା ରୁଜୁକରି ତଦନ୍ତ ଆରମ୍ଭ କରିଛି। ନାବାଳିକାଙ୍କ ଡାକ୍ତରୀମାଇନା କରାଯାଇଛି। ଏହି ମାମଲାର ତଦନ୍ତ ଭାର ଜଣେ ଅତିରିକ୍ତ ଏସ୍ପିଙ୍କୁ ଦିଆଯାଇଛି। ପୀଡିତା ନାବାଳିକା ତାଙ୍କ ଏତଲାରେ ଦର୍ଶାଇଛନ୍ତି ଯେ, ବୁଧବାର ସନ୍ଧ୍ୟାରେ ସେ ତାଙ୍କ ମାମୁ ଘରୁ ଜଣେ ସମ୍ପର୍କୀୟ ଭାଇଙ୍କ ସହିତ ଘରକୁ ଫେରୁଥିଲେ। ନିଛାଟିଆ ରାସ୍ତାରେ ଅନ୍ୟ ଏକ ସମ୍ପ୍ରଦାୟର ୩ ଜଣ ଯୁବକ ବାଇକ୍ ଯୋଗେ ଆସି ସେମାନଙ୍କୁ ଅଟକାଇଥିଲେ। ଜଣେ ଯୁବକ ତାଙ୍କ ଭାଇକୁ ଅଟକାଇଥିବାବେଳେ ଅନ୍ୟ ୨ଯୁବକ ନାବାଳିକାକୁ ଟେକିନେଇ ଜଙ୍ଗଲ ମଧ୍ୟରେ ବଳାତ୍କାର କରିଥିଲେ। ପରେ ୩ ଯୁବକ ଫେରାର୍ ହୋଇଯାଇଥିଲେ। ଘଟଣା ସମ୍ପର୍କରେ ସମ୍ପର୍କୀୟ ଭାଇଙ୍କ ସହିତ ଆସି ସକାଳେ ଫାଣ୍ଡିରେ ଅଭିଯୋଗ କରିଥିଲେ।

ଦେଶସେବା ପାଇଁ ସ୍ତ୍ରୀଙ୍କୁ ହସ୍ପିଟାଲରେ ଛାଡ଼ି ପଳାଇଥିଲେ ଯବାନ ସ୍ବାମୀ: ଶେଷରେ ଆଖି ବୁଜିଲେ ଜଶ୍ମିନ
ସମ୍ବଲପୁର, ୧୩।୫(ପ୍ରମୋଦ ବହିଦାର): ଦେଶ ମାତୃକାରେ ସୁରକ୍ଷା ପାଇଁ ସୀମାରେ ନିୟୋଜିତ ଜଣେ ଯବାନଙ୍କ ସ୍ତ୍ରୀ ବୁର୍ଲା ଭିମସାରରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି। ଦୀର୍ଘ...

ବିନା ପରମିଟ୍ରେ ଫ୍ଲାଏ ଆସ ଚାଲାଣ: ୨୩ ଟ୍ରକ ଜବତ
ସମ୍ବଲପୁର,୧୨।୫(ପ୍ରମୋଦ ବହିଦାର): ବେଆଇନ ଅଳିଆ ନିଷ୍କାସନ ବିରୋଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଥେଲକୋଲୋଇ ପୋଲିସ। ଥେଲକୋଲୋଇ ନିକଟରେ ଫ୍ଲାଏ ଆସ ବୋଝେଇ ୨୩ଟି...

ଯବାନଙ୍କ ପ୍ରସୂତି ସ୍ତ୍ରୀଙ୍କୁ ଭିମ୍ସାରରେ ମିଳିଲାନି ରକ୍ତ
ସମ୍ବଲପୁର/ଝାରସୁଗୁଡ଼ା,୧୨ା୫(ପ୍ରମୋଦ ବହିଦାର/ଆଶିଷ ରଞ୍ଜନ ଦାଶ):ଦେଶ ମାତୃକାର ସୁରକ୍ଷାରେ ନିୟୋଜିତ ବୁର୍ଲା ଭିମ୍ସାରରେ ଚିକିତ୍ସାଧୀନ ଜଣେ ଯବାନଙ୍କ ସ୍ତ୍ରୀଙ୍କୁ ଆବଶ୍ୟକ ରକ୍ତ ମିଳି ପାରିଲାନି। ଡାକ୍ତରଙ୍କ ପରାମର୍ଶକ୍ରମେ...

ଡାକ୍ତରଖାନାରୁ ମହିଳା ରୋଗୀ ନିଖୋଜ
ରେଢାଖୋଲ,୧୧ା୫(ଅଚ୍ୟୁତାନନ୍ଦ ପୁରୋହିତ): ସ୍ବାମୀଙ୍କ ମାଡରେ ଆହତ ହୋଇ ରେଢାଖୋଲ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣେ ନିଖୋଜ ହୋଇଯାଇଛନ୍ତି। ଏନେଇ ମହିଳାଙ୍କ ମା’ ରେଢାଖୋଲ ଥାନାରେ ଅଭିଯୋଗ...

ଭିମ୍ସାରରେ ରାଗିଂ ଅଭିଯୋଗ
ସମ୍ବଲପୁର,୯ା୫(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଚିକିତ୍ସା ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ରେ ରାଗିଂ ଅଭିଯୋଗ ହୋଇଛି। ସ୍ନାତକୋତ୍ତର ପ୍ରଥମ ବର୍ଷରେ ଅଧ୍ୟୟନରତ ଝାରସୁଗୁଡ଼ାର...

ସମ୍ବଲପୁର ଜିଲା ଟପ୍ପର: ଜି ଶିରିଶା
ସମ୍ବଲପୁର,୩ା୫(ପ୍ରମୋଦ ବହିଦାର): ନିୟମିତ ଅଭ୍ୟାସ ଯୋଗୁ ମାଟ୍ରିକ୍ ପରୀକ୍ଷାରେ ସଫଳତା ପାଇଛନ୍ତି ବୋଲି ସମ୍ବଲପୁର ଜିଲା ଟପ୍ପର ଜି ଶିରିଶା କହିଛନ୍ତି। ମାନେଶ୍ୱରର ଜି ଜଗଦିଶ...

୧୦୦ ବିଶୃଙ୍ଖଳିତ ଭିସୁଟ ଛାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ
ସମ୍ବଲପୁର,୨୮।୪(ପ୍ରମୋଦ ବହିଦାର): ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ବବିଦ୍ୟାଳୟ (ଭିସୁଟ)ର ୧୦୦ ଜଣ ଛାତ୍ରଙ୍କ ହିରୋଧରେ ବିଶୃଙ୍ଖଳାଗତ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି କର୍ତ୍ତୃପକ୍ଷ। ଭିସୁଟ ଶୃଙ୍ଖଳା...

ସମ୍ବଲପୁରରେ ୧୪୦୦ ଜଣଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ, ୧୮ ଜଣଙ୍କୁ ତୁରନ୍ତ ୧୯ ଲଷ ଟଙ୍କାର ଚିକିତ୍ସା ସହାୟତା
ଭୁବନେଶ୍ୱର,୨୧।୪: ସମୟ ଥିଲା ସକାଳ ୮ ଟା। ଲୋକାରଣ୍ୟ ହୋଇ ଉଠିଥିଲା ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟ ପରିସର। କାରଣ ଲୋକଙ୍କ ମୁଖ୍ୟମନ୍ତ୍ରୀ ଆସିଛନ୍ତି ଲୋକଙ୍କ...
Archives
