ଆଦିବାସୀ ମନ୍ତ୍ରୀ, ବିଧାୟକଙ୍କ ଜନଜାତି ଆବାସିକ ବିଦ୍ୟାଳୟ ପରିଦର୍ଶନ 

କୋକସରା,୨୪।୮(ଡି.ଏନ.ଏ.): ଆଦିବାସୀ ଓ ଜନଜାତି ମନ୍ତ୍ରୀ ଜଗନ୍ନାଥ ସିରକା ଶନିବାର ପାପଡାହାଣ୍ଡି ଗସ୍ତରେ ଆସି ଫେରୁଥିବା ବେଳେ କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣିରେ ଥିବା ଆଦିବାସୀ ଜନଜାତି ଛାତ୍ରୀଛାତ୍ର ପାଠ ପଢୁଥିବା ଆବାସିକ ବିଦ୍ୟାଳୟ ପରିଦର୍ଶନ କରିଥିଲେ । ପରିଦର୍ଶନ ସମୟରେ ଆବାସିକ ବିଦ୍ୟାଳୟ ବିଭିନ୍ନ ସମସ୍ୟା ତଥା ଅନ୍ୟ ସବୁ ଆନୁସଙ୍ଗିକ ବ୍ୟବସ୍ଥା ତଦାରଖ କରିବା ସହ ସ୍କୁଲ ଶିକ୍ଷକ ଓ ଛାତ୍ରୀଛାତ୍ରମାନଙ୍କୁ ପଚାରି ବୁଝିଥିଲେ। ଏହି ପରିଦର୍ଶନ ବେଳେ ଧର୍ମଗଡ ବିଧାୟକ ମୌଷୁଧି ବାଗ, କୋକସରା ବ୍ଲକ ବିଜେଡି ସଭାପତି ସୁଶାନ୍ତ ବେହେରା, ସମ୍ପାଦକ ପଞ୍ଚକ ପୋଡ, କୋକସରା ମହିଳା ବିଜେଡି ନେତ୍ରୀ ଅଶୋକା ନାଏକ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

ପୋଲିସ ଦମନଲୀଳାର ଦୁଃଖ ବଖାଣିଲେ ସିଜିମାଳି ଆଦିବାସୀ

ଭୁବନେଶ୍ୱର, ୧୧ା୪(ବନ୍ଦନା ସେଠୀ):ବେଦାନ୍ତ ପାଇଁ ରାୟଗଡ଼ା ଜିଲାର ସିଜିମାଳି ଅଞ୍ଚଳରେ ଆଦିବାସୀ ଲୋକଙ୍କ ଉପରେ ଚାଲିଥିବା ପୋଲିସର ଦମନଲୀଳା, ନିଷେଧାଦେଶ ଓ ଗଣତାନ୍ତ୍ରିକ ଅଧିକାର ଉଲ୍ଲଂଘନକୁ ବାମପନ୍ଥୀ…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri