ଆଦିବାସୀ ଲୋକଙ୍କୁ ସଚେତନ କରାଇଲେ

ହାଟଡିହୀ, ୨୧।୪(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହଦଗଡ ପଞ୍ଚାୟତ ଜୁଣପସି ଗ୍ରାମର ୬୦ରୁ ଊର୍ଦ୍ଧ୍ୱ ପରିବାରର ଲୋକଙ୍କୁ କରୋନା ରୋଗ ସମ୍ପର୍କରେ ସଚେତନ କରାଯାଇଛି। ଏହି ଗ୍ରାମ ଏକ ଆଦିବାସୀ ଓ ବଣ ପାହାଡ଼ ଘେରା ଆଦିବାସୀ ଇଲାକା ଅଟେ। ବହୁ ସମସ୍ୟା ମଧ୍ୟରେ ଏହି ଗ୍ରାମର ଲୋକ ମାନେ ଦିନ କାଟୁଛନ୍ତି। ୩୪ ନମ୍ବର ଜୋନ ଜିଲା ପରିଷଦ ମେମ୍ବର ଟିକି କିସ୍କୁ, ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷ ବିଜୟ ରାଉତ, ଚିତ୍ତ ରଞ୍ଜନ ଜେନା, ଜୀବନ ବୀମା ବନ୍ଧୁ ବିଭୁତି ଭୂଷଣ ଜେନା, ଶୈଳସ୍ବର ଓ ଜଗନ୍ନାଥ ସ୍ବୟଂ ସହାୟକ ଗୋଷ୍ଠୀର ମେମ୍ବର, ହଦଗଡ଼ର ଯୁବକ ମାନେ ଉକ୍ତ ଗ୍ରାମକୁ ଯାଇ କରୋନା ରୋଗର ପ୍ରତିକାର ବାବଦରେ ଲୋକଙ୍କୁ କିପରି ସତର୍କ ଭାବେ ରହିବାକୁ ପଡ଼ିବ ବୁଝାଇଥିଲେ। ଏପରିକି ଲୋକଙ୍କୁ ସହାୟତା ମଧ୍ୟ ପ୍ରଦାନ କରି ଥିଲେ। ଅପରପକ୍ଷେ ଭାଜପା ବିଧାୟକ ପ୍ରାର୍ଥୀ ଆଲୋକ ସେଠି ଓ କର୍ମୀ ହରମୋହନ ଶାସିନି ବିଭିନ୍ନ ଗ୍ରାମରେ ଲୋକଙ୍କୁ କରୋନା ରୋଗ ସମ୍ପର୍କ ରେ ସଚେତନ କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଲେରୁ ନଦୀରେ ଡଙ୍ଗା ବୁଡି ନିଖୋଜ ଘଟଣା: ୪ ଦିନ ପରେ ୨ ମହିଳାଙ୍କ ମୃତଦେହ ଉଦ୍ଧାର

ମାଲକାନରି, ୬ା୬ (ସ୍ବ.ପ୍ର.)- ସିଲେରୁ ନଦୀରେ ଡଙ୍ଗାବୁଡି ନିଖୋଜ ଥିବା ୨ ମହିଳାଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଫଳରେ ଗତ ୪ ଦିନ ଧରି...

ଗଞ୍ଜାମ ମିନି ଷ୍ଟାଡିୟମ୍‌ରେ ମାଛ, ମାଂସ ଦୋକାନ: ଚଢ଼ା ଦରରେ ବିକ୍ରି ଅଭିଯୋଗ

ଗଞ୍ଜାମ, ୧୯।୬(ଡି.ଏନ୍‌.ଏ.): ମହାମାରୀ କରୋନା ମୁକାବିଲା ନିମନ୍ତେ ଜିଲା ପ୍ରଶାସନ ବିଭିନ୍ନ ଅଭିନବ ପ୍ରୟାସ ଜାରିରଖିଛି । ଗୋଷ୍ଠୀ ସଂକ୍ରମଣକୁ ରୋକିବା ଲାଗି ପରିବା ଓ...

ମହାକାଳୀ ବେଶରେ ଦର୍ଶନ ଦେଲେ ମା’ ତାରାତାରିଣୀ

ପୁରୁଷୋତ୍ତମପୁର,୨ା୧୦(ଡି.ଏନ.ଏ.): ଗଞ୍ଜାମ ଜିଲାର ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ରବିବାର ମହାଷ୍ଟମୀ ପାଳନ କରାଯାଇଛି। ଏଥିଲାଗି ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥିଲା। ସେହିପରିି ଜଳେଶ୍ୱରଖଣ୍ଡି ଗ୍ରାମରେ...

ପିସି ନ ଦେଲେ କାମ ହେଉନି

ଦଶମନ୍ତପୁର, ୬ା୧୨ ( ଡି.ଏନ.ଏ):କୋରାପୁଟ ଜିଲା ଦଶମନ୍ତପୁର ବ୍ଲକରେ ପିସି କାରବାର ଖୁଲୁମଖୋଲା ଭାବେ ଚାଲିଛି। ଯେ କୌଣସି କାର୍ଯ୍ୟରେ ପିସି ନ ଦେଲେ କିଛି...

ଶ୍ୱଶୁରଙ୍କ ଗୁଳିମାଡ଼ରେ ଚାଲିଗଲା ବୋହୂଙ୍କ ଜୀବନ,ବନ୍ଧୁକ ଜବତ

ଶେରଗଡ଼/ସୋରଡ଼ା,୧୩ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ବଡ଼ଗଡ଼ ଥାନା ବାରଭରଣିଆ ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ବାପ-ପୁଅଙ୍କ ଗଣ୍ଡଗୋଳରେ ବଳି ପଡ଼ିଛନ୍ତି ବୋହୂ।...

ମନ୍ଦାକିନୀ ବ୍ୟାରେଜର ୫ ନମ୍ବର ଗେଟ୍‌ ଭାଙ୍ଗିଲା

ନିରାକାରପୁର,୧୮ା୭(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ରାମେଶ୍ୱର ପଞ୍ଚାୟତ ସ୍ଥିତ ମନ୍ଦାକିନୀ ବ୍ୟାରେଜର ୫ ନମ୍ବର ଗେଟ୍‌ଟି ପାଣି ସୁଅରେ ଭାଙ୍ଗିଯାଇଛି। ଫଳରେ ତଳ ମୁଣ୍ଡରେ ଘାଇ ସୃଷ୍ଟି...

ମା’ ଗୃହରେ ବି ସାମାଜିକ ଦୂରତ୍ୱ

ଫୁଲବାଣୀ ଅଫିସ, ୧୨ା୪- କରୋନାକୁ ପ୍ରତିହତ କରିବା ପାଇଁ ସବୁଠି ସଚେତନତା କରାଯାଉଛି । ମା’ ଗୃହ ମଧ୍ୟ ଏଥିରୁ ବାଦ୍‌ ପଡିନାହିଁ। ଅପହଞ୍ଚ ଅଞ୍ଚଳର...

ପୌରପାଳିକା ସଫେଇ କର୍ମଚାରୀଙ୍କ କାର୍ଯ୍ୟାଳୟ ଘେରାଉ

କେନ୍ଦୁଝର,୧୪ା୭(ସ୍ବ.ପ୍ର.): ବିଭିନ୍ନ ସମସ୍ୟା ନେଇ ଗୁରୁବାର କେନ୍ଦୁଝର ପୌରପାଳିକାର ସଫେଇ କର୍ମଚାରୀମାନେ କାମ ବନ୍ଦ କରି ସକାଳୁ ଅଫିସ ଘେରାଉ କରିଛନ୍ତି। ଫଳରେ ସହରରେ ସଫେଇ...

Advertisement
Archives

Model This Week