‘ଆଦୃତ’ରେ ସାମୂହିକ ଜନ୍ମ ଉତ୍ସବ

ଅନୁଗୋଳ ଅଫିସ, ୧୫।୮-ଅନୁଗୋଳ ପଞ୍ଚମହଲାସ୍ଥିତ ଆଦୃତ ଶିଶୁ ସଦନରେ ଗୁରୁବାର ଅନ୍ତେବାସୀ ଶିଶୁମାନଙ୍କ ସାମୂହିକ ଜନ୍ମ ଉତ୍ସବ ପାଳିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଶିକ୍ଷାବିତ୍‌ ଶ୍ରୀକାନ୍ତ ମିଶ୍ର, ସମ୍ମାନିତ ଅତିଥି ଭାବେ ଜିଲା ଶିଶୁ ମଙ୍ଗଳ କମିଟି ଭାରପ୍ରାପ୍ତ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ, ଜିଲା ସମାଜ ମଙ୍ଗଳ ଅଧିକାରୀ ଆଲମା ବରୁଆ ପ୍ରମୁଖ ମଞ୍ଚାସୀନ ଥିଲେ। ଶିଶୁ ହେଉଛନ୍ତି ନିଷ୍ପାପ। ସେମାନଙ୍କ ମୁହଁରେ ଚେନାଏ ହସ ଦେଖିଲେ ଗଭୀର ଆତ୍ମସନ୍ତୁଷ୍ଟି ମିଳେ। ଅସହାୟ ଶିଶୁଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ଦିଗରେ ସମସ୍ତେ ସଙ୍କଳ୍ପବଦ୍ଧ ହେବା ଉଚିତ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ। ଶିଶୁ ରୋଗ ବିଶେଷଜ୍ଞ ଡା. ନୀଳକଣ୍ଠ ସାହୁ, ସୁବାସ ଚନ୍ଦ୍ର ସାହୁ, ରବୀନ୍ଦ୍ର ପ୍ରଧାନ, ଅନୁଷ୍ଠାନର ଅଧୀକ୍ଷକ ସତ୍ୟଭାମା ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ଅନୁଷ୍ଠାନର ଶିଶୁମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଜେଟ ଉପରେ ଆଇନଜୀବୀଙ୍କ ପ୍ରତିକ୍ରିୟା, ଭାରତର କର୍ପୋରେଟ ପୁଞ୍ଜି…

ସୁନ୍ଦରଗଡ,୧।୨ (ଜୟ ନାରାୟଣ ମେଣ୍ଡୁଳି): ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬ ବଜେଟ ଉପସ୍ଥାପନ କରିଛନ୍ତି । ଏହାପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ଆଇନଜୀବୀ…

Budgetରେ ଜନଗଣନା ପାଇଁ କ’ଣ ରହିଛି ଜାଣନ୍ତୁ…

ନୂଆଦିଲ୍ଲୀ,୧ା୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ୨୦୨୭ ଜନଗଣନା ପାଇଁ କେନ୍ଦ୍ର ବଜେଟରେ ୬,୦୦୦…

ମଙ୍ଗଳବାର ତାରାତାରିଣୀ ଆସିବେ ମୁଖ୍ଯମନ୍ତ୍ରୀ, ସାମୁହିକ କନ୍ଯାରତ୍ନ ବିବାହରେ…

ପୁରୁଷୋତ୍ତମପୁର,୧।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା ତାରାତାରିଣୀଙ୍କ ପୀଠରେ ମଙ୍ଗଳବାର ମୁଖ୍ଯମନ୍ତ୍ରୀ କନ୍ଯା ବିବାହ ଯୋଜନାରେ ସାମୁହିକ ବିବାହ କାର୍ଯ୍ଯକ୍ରମର ବ୍ଯବସ୍ଥା ରହିଛି ।…

ସ୍କଟଲାଣ୍ଡ, ଆୟର୍ଲାଣ୍ଡ ଖେଳିବେ ଟି୨୦ ବିଶ୍ୱକପ୍‌

ନୂଆଦିଲ୍ଲୀ,୧ା୨:  ଜୁନରେ ଇଂଲଣ୍ଡରେ ହେବାକୁ ଥିବା ମହିଳା ଟି୨୦ ବିଶ୍ୱକପ୍‌ ଲାଗି ସ୍କଟଲାଣ୍ଡ ଓ ଆୟର୍ଲାଣ୍ଡ ରବିବାର ଯୋଗ୍ୟତା ଅର୍ଜନ କରିଛନ୍ତି। ନେପାଳର କିର୍ତିପୁରଠାରେ ଚାଲିଥିବା କ୍ୱାଲିଫାୟର୍ସ…

ମାଘ ପୂର୍ଣ୍ଣିମାରେ ଶହ ଶହ ଭକ୍ତଙ୍କ ସମାଗମ

ଦିଗପହଣ୍ଡି,୧।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ବଡପଦା ଗ୍ରାମ ସ୍ଥିତ ଶ୍ରୀ ଉଦୟନାଥେଶ୍ୱର ଶୈବ ପୀଠରେ ଚାଲିଥିବା ପଞ୍ଚକୁଣ୍ଡିୟ ଶ୍ରୀରାମ ତାରକ…

‘ଆମ ନାଁ ନାହିଁ’: ବଜେଟ୍‌ ଦେଖି ଇଣ୍ଟରନେଟ୍‌ରେ ମଧ୍ୟବିତଙ୍କ ପାଇଁ ମଜାଳିଆ ମିମ୍ସ ଭାଇରାଲ୍‌

ନୂଆଦିଲ୍ଲୀ,୧ା୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ଦେଶର ସାଧାରଣ ଜନତାଙ୍କ ଜୀବନଶୈଳୀରେ ସୁଧାର ଆଣିବା…

ଶୌଚ ପାଇଁ ଯାଇ ଆଉ ଫେରି ନଥିଲେ, ଗାଡ଼ିଆରୁ ଉଦ୍ଧାର ହେଲା ମୃତଦେହ

ପାଟଣା,୧।୨(ବୀର କିଶୋର ଦାଶ): ଇଟା ଗଢ଼ିବାକୁ ଯାଇ ଜଣେ ୨୫ବର୍ଷିୟ ଯୁବକଙ୍କ ସନ୍ଦେହ ଜନକ ଭାବେ ମୃତ୍ୟୁ ହୋଇଛି । ପାଟଣା ବ୍ଲକ ଡୁମୁରିଆ ପଂଚାୟତ କୋଠା…

ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କଲେ ନବୀନ, କହିଲେ ଡବଲ ଇଞ୍ଜିନ ସରକାର ଓଡ଼ିଶାକୁ…

ଭୁବନେଶ୍ୱର,୧ା୨: କେନ୍ଦ୍ର ସରକାରଙ୍କ ଦ୍ୱାରା ରବିବାର ଉପସ୍ଥାପିତ ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri