ଆଧାର ସଂଯୋଗ ନାହିଁ, ରାଶନ ସାମଗ୍ରୀ ପାଇବାରୁ ବଞ୍ଚିତ ଦିବ୍ୟାଙ୍ଗ ଯୁବତୀ

ରାଇସୁଆଁ,୧୪ା୫(ଡି.ଏନ୍‌.ଏନ୍‌.): ଆଧାର ସଂଯୋଗ ନାହିଁ ବୋଲି ଜଣେ ଦିବ୍ୟାଙ୍ଗ ଯୁବତୀ ରାଶନ ସାମଗ୍ରୀ ପାଇବାରୁ ବଞ୍ଚିତ ହୋଇଛନ୍ତି। ସରକାର ଦିବ୍ୟାଙ୍ଗ ଅସହାୟମାନଙ୍କ ପାଇଁ ବିଭିନ୍ନ ସରକାରୀ ସହାୟତା ଯୋଗାଇ ଦେଉଛନ୍ତି। ମାତ୍ର କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ କେନ୍ଦୁପୋଶି ଗ୍ରାମର ମହରଗା ପାତ୍ରଙ୍କ ଦିବ୍ୟାଙ୍ଗ ଝିଅ ପଦ୍ମାବତୀ ଏହି ସୁବିଧାରୁ ବଞ୍ଚିତ ହୋଇଛନ୍ତି। ବୁଧବାର ମାଗଣା ପିଡିଏସ୍‌ ଚାଉଳ ଦିଆଯାଉଥିବା ବେଳେ ତାଙ୍କୁ ଦିଆଯାଇ ନ ଥିଲା। ତେବେ ଜିଲା ପ୍ରଶାସନ ପଦ୍ମାବତୀଙ୍କ ପ୍ରତି ଦୃଷ୍ଟିଦେଇ ସୁବିଧା ଯୋଗାଇ ଦେବାକୁ ପରିବାରବର୍ଗ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମାଧାନ ନ ହେଲେ ଆନ୍ଦୋଳନ ଚେତାବନୀ

ନାଉଗାଁ,୧୯ା୧୧(ସ୍ବ.ପ୍ର.): ନାଉଗାଁ ବ୍ଲକରେ କେନ୍ଦ୍ର ଆଦିବାସୀ, ଜଳଶକ୍ତି ରାଷ୍ଟ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ଗାଡ଼ିକୁ ଅଣ୍ଡାମାଡ଼ ଘଟଣାରେ ପୋଲିସ ୪ ଜଣଙ୍କ ନାମରେ ମିଥ୍ୟା ମାମଲା ରୁଜୁ...

କେସିଙ୍ଗା ଏନ୍‌ଏସିରେ ବିଜେଡିର ଜୋରଦାର ପ୍ରଚାର

କେସିଙ୍ଗା,୧୭ା୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିରେ ଜୋର୍‌ଦାର ପ୍ରଚାର ଚାଲିଛି। ପୌର ନିର୍ବାଚନ ଯେତିକି ପାଖେଇ ଆସୁଛି କେସିଙ୍ଗା ଏନ୍‌ଏସିରେ ସେତିକି ଜୋରଦାର ପ୍ରଚାର ବିଜେଡି...

ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂ ବିବାଦ ବିଗୁଡୁଛି ଖଣି ଅଞ୍ଚଳ ଆର୍ଥିକ ପରିସ୍ଥିତି : ଲାଗି ରହିଛି ଅଚଳାବସ୍ଥା

କାଳିଆପାଣି,୩ା୯(ଡି.ଏନ୍‌.ଏ.)- କ୍ରୋମାଇଟ ଖଣି ଅଞ୍ଚଳରେ ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂ ବିବାଦ ଲାଗି ରହିଥିବାରୁ ଅଞ୍ଚଳର ଆର୍ଥିକ ପରିସ୍ଥିତି ବିଗିଡିବାରେ ଲାଗିଛି ା ୧୪ ଦିନ...

ଜେଲରେ ଅନଶନ, ୧୦ ଅସୁସ୍ଥ

ତାଳଚେର, ୮ା୧୨(ନି.ପ୍ର.)- ଖଣି ବନ୍ଦ ଆନ୍ଦୋଳନ ଯୋଗୁ ଗତ ୫ରେ କଲିୟାରୀ ପୋଲିସ ଡଅଁରା ଗ୍ରାମର ୧୯ ଜଣଙ୍କୁ ଗିରଫ କରିଥିଲା। ପୋଲିସର ଏହି ଗିରଫଦାରୀକୁ...

୫ମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମ ଘଟଣା: ଅଭିଯୁକ୍ତ ଗିରଫ

ବ୍ରହ୍ମପୁର ଅଫିସ,୨୦ା୮: ଜଣେ ୫ମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମ କରିଥିବା ଅଭିଯୁକ୍ତଙ୍କୁ ସଦର ଥାନା ପୋଲିସ କେସ୍‌ ନମ୍ବର ୨୩୬/୨୦ ଅନୁସାରେ ଗିରଫ କରିଛି।...

କଠୋର ନୁହେଁ କୋହଳ କର

ଅନୁଗୋଳ ଅଫିସ, ୧୨ା୧୧: କୋଭିଡ୍‌ କଟକଣା ମଧ୍ୟରେ ରାଜ୍ୟରେ ଉପନିର୍ବାଚନ ହେଲା। ଧାଡ଼ିରେ ଠିଆ ହୋଇ ଲକ୍ଷାଧିକ ଭୋଟର ଭୋଟ ଦେଲେ। ତେଣୁ ପୋଲିସ ଓ ମନ୍ଦିର...

ମାଲବୋଝେଇ ଟ୍ରକ୍‌ରେ ଲାଗିଲା ନିଆଁ: ଜଳିଗଲା ୧୫ ଲକ୍ଷ ଟଙ୍କାର ସାମଗ୍ରୀ

ବଲାଙ୍ଗୀର ଅଫିସ,୯ା୧୨-ବଲାଙ୍ଗୀର-ବରଗଡ ୨୬ ନମ୍ବର ଜାତୀୟ ରାଜପଥର ଖମାରମୁଣ୍ଡା ନିକଟରେ ବୁଧବାର ପୂର୍ବାହ୍ନରେ ଏକ ମାଲ ବୋଝେଇ ୧୦ ଚକିଆ ଟ୍ରକ(ସିଜି୦୪ଜେବି୨୬୪୯) ନିଅଁା ଲାଗି ଜଳି...

ରାମାନୁଜାଚାର୍ଯ୍ୟଙ୍କ ଚୋରି ତୋରଣ ପିତ୍ତଳ ନା ସୁନା

ପୁରୀ ଅଫିସ,୭।୫: ଏମାରମଠସ୍ଥିତ ରାମାନୁଜାଚାର୍ଯ୍ୟଙ୍କ ମଙ୍ଗଳଗିରି ତୋରଣ ଚୋରି ହୋଇଯାଇଛି। ତୋରଣର ଉଚ୍ଚତା ସାଢେ ୩ଫୁଟ ଓ ଓଜନ ୩ କିଲୋଗ୍ରାମ ଥିବା କୁହାଯାଉଛି। କବାଟ...

Advertisement
Archives

Model This Week