ଆଧାର ସହ ଲିଙ୍କ ହୋଇଛି ୩୦ କୋଟି ପାନ୍‌

ନୂଆଦିଲ୍ଲୀ,୪-୨: ବର୍ତ୍ତମାନ ସୁଦ୍ଧା ଆଧାର ସହ ୩୦ କୋଟି ପାନ୍‌ ଲିଙ୍କ୍‌ କରାଯାଇଥିବା ଅର୍ଥ ରାଷ୍ଟ୍ରମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି। ପାନ୍‌ ସହ ଆଧାର ନମ୍ବରକୁ ସଂଯୋଗ କରାଇବା ଲାଗି ସମୟ ସୀମାକୁ ସରକାର ଚଳିତ ବର୍ଷ ମାର୍ଚ୍ଚ ୩୧ ଯାଏ ବଢାଇଛନ୍ତି। ସେହିଭଳି ଜାନୁୟାରୀ ୨୭ ତଥ୍ୟ ମୁତାବକ ୧୭.୫୮ କୋଟି ପାନ୍‌ ଆଧାର ସହ ଲିଙ୍କ କରାଯାଇନାହିଁ। ଲିଙ୍କ୍‌ ତାରିଖ ବଢାଯାଇଥିବାରୁ ଏହା ଦ୍ୱାରା ଲୋକମାନେ ସୁବିଧା ପାଇବେ ବୋଲି ଠାକୁର କହିଛନ୍ତି। ଲୋକଙ୍କ ଡାଟା ଯେଭଳି ସୁରକ୍ଷିତ ରହିବ ସେ ନେଇ ଆୟକର ଆଇନ ଏବଂ ସୁଚନା ପ୍ରଯୁକ୍ତି ଆଇନରେ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପେକ୍ଟ୍ରମ ଦେୟ ପ୍ରଦାନ କଲା ରିଲାଏନ୍ସ ଜିଓ

ମୁମ୍ବାଇ,୨୦।୧: ଦେଶର ଅଗ୍ରଣୀ ଟେଲିକମ୍‌ ସଂସ୍ଥା ରିଲାଏନ୍ସ ଜିଓ ଇନ୍‌ଫୋକମ୍‌ ଲିମିଟେଡ୍‌ (ଆର୍‌ଜେଆଇଏଲ୍‌) ପକ୍ଷରୁ ବୁଧବାର ଘୋଷଣା କରାଯାଇଛି ଯେ ଏହା ୨୦୧୪,୨୦୧୫, ୨୦୧୬ ବର୍ଷରେ...

ପାର୍ବଣରେ ଋଣ ଯୋଗାଣ ଲକ୍ଷ୍ୟ;୩ରୁ ବ୍ୟାଙ୍କଗୁଡିକର ଗ୍ରାହକ ସମ୍ପର୍କ ଅଭିଯାନ

  ନୂଆଦିଲ୍ଲୀ,୧-୧୦:ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଏବଂ ଘରୋଇ କ୍ଷେତ୍ର ବିତ୍ତ ପ୍ରତିଷ୍ଠାନଗୁଡିକ ପକ୍ଷରୁ ଋଣ ଯୋଗାଣ ପାଇଁ ପ୍ରଥମ ପର୍ଯ୍ୟାୟ ଗ୍ରାହକ ସମ୍ପର୍କ ଅଭିଯାନ ଅକ୍ଟୋବର ୩ରୁ...

ଠିକ୍‌ ନିବେଶ ଏବେ ଚ୍ୟାଲେଞ୍ଜିଂ ହୋଇଛି

ଭୁବନେଶ୍ୱର, ୧୧-୯ (ବ୍ୟୁରୋ): ବର୍ତ୍ତମାନର ଡିଜିଟାଲ ସମୟରେ ଲୋକଙ୍କ ଆବଶ୍ୟକତା ଭିତ୍ତିରେ ସବୁ କାମ ଅନଲାଇନରେ କରାଯିବା ଆବଶ୍ୟକ। ଅପରପକ୍ଷରେ ଦେଶର ଅଭିବୃଦ୍ଧି ନିମନ୍ତେ ବିନିଯୋଗ...

ଦେଶରେ ଆର୍ଥିକ ମାନ୍ଦାବସ୍ଥା: ଅଟୋ ଶିଳ୍ପ ଉପରେ ଝୁଲୁଛି ଛଟେଇ ଖଣ୍ଡା;ଅଶୋକ ଲେଲାଣ୍ଡ୍‌ ୧୮ ଦିନ ରହିବ ବନ୍ଦ

ନୂଆଦିଲ୍ଲୀ,୯।୯: ଦେଶର ଆର୍ଥିକ ସ୍ଥିତି ଏବେ ସଙ୍କଟ ଦେଇ ଗତି କରୁଛି। ସୃଷ୍ଟି ହୋଇଥିବା ମାନ୍ଦାବସ୍ଥାର ସିଧାସଳଖ ପ୍ରଭାବ ଅଟୋ ଶିଳ୍ପ ଉପରେ ପଡ଼ିଛି। ଇତିମଧ୍ୟରେ...

ଓରିଏଣ୍ଟାଲ ବ୍ୟାଙ୍କ ଦୁର୍ନୀତିରେ ସାମିଲ ଥିଲେ ନୀରବ ମୋଦି-ମେହୁଲ ଚୋକ୍‌ସି

ନୂଆଦିଲ୍ଲୀ,୭-୯: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ପ୍ରାୟ ସାଢ଼େ ୧୩ ହଜାର କୋଟି ଟଙ୍କାର ଋଣ ଦୁର୍ନୀତିରେ ସାମିଲ ଥିବା ହୀରା ବ୍ୟବସାୟୀ ନୀରବ ମୋଦି ଏବଂ...

ପ୍ରଥମ ତ୍ରୈମାସ ଅଭିବୃଦ୍ଧି ୧୧.୫% ରହିପାରେ

ନୂଆଦିଲ୍ଲୀ: ଚଳିତ ଆର୍ଥତ୍କବର୍ଷ ପ୍ରଥମ ତ୍ରୈମାସରେ ଭାରତର ମୋଟ ଘରୋଇ ଉତ୍ପାଦ(ଜିଡିପି) ଅଭିବୃଦ୍ଧି ୧୧.୫% ରହିପାରେ। ସେହିଭଳି ଚଳିତ ଆର୍ଥତ୍କ ବର୍ଷରେ ଜିଡିପି ୮.୪%ରୁ ୧୦.୧% ରହିପାରେ...

ବିମୁଦ୍ରୀକରଣ ଯୋଗୁ ଆସିଛି ମାନ୍ଦାବସ୍ଥା: ଆର୍‌ବିଆଇ

ନୂଆଦିଲ୍ଲୀ, ୮-୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଘୋଷିତ ବିମୁଦ୍ରୀକରଣ ଯୋଗୁ ଦେଶରେ ମାନ୍ଦାବସ୍ଥା ଆସିଛି ବୋଲି ରିଜର୍ଭ ବ୍ୟାଙ୍କ ତଥ୍ୟରୁ ଜଣାପଡିଛି। କେନ୍ଦ୍ର ସରକାରଙ୍କ...

ରଣବୀର ସିଂ ମାନ୍ୟବରର ନୂଆ ବ୍ରାଣ୍ଡ ଆମ୍ବାସାଡର

ଭୁବନେଶ୍ୱର,୧୭-୧୦: ମାନ୍ୟବର ପକ୍ଷରୁ ବଲିଉଡ ଅଭିନେତା ରଣବୀର ସିଂଙ୍କୁ ଏହାର ବ୍ରାଣ୍ଡ ଆମ୍ବାସାଡର ନିଯୁକ୍ତି ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଚୁକ୍ତି ମୁତାବକ ରଣବୀର କମ୍ପାନୀର...

Advertisement
Archives

Model This Week