ଆନନ୍ଦପୁର, ୧୫।୮(ସ୍ବ.ପ୍ର): କେନ୍ଦୁଝର ଜିଲା ଆନନ୍ଦପୁର ଷ୍ଟାଡିୟମରେ ୭୩ତମ ସ୍ବାଧୀନତା ଦିବସ ପାଳନ କରାଯାଇଛି। ଆନନ୍ଦପୁର ଉପଜିଲାପାଳ ରବୀନ୍ଦ୍ର କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସକାଳ ୮.୩୦ରେ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ପରେ ଛାତ୍ରୀଛାତ୍ରଙ୍କଠାରୁ ଅଭିବାଦନ ଗ୍ରହଣ କରିବା ସହିତ ସ୍ବାଧୀନତା ଦିବସ ଅବସରରେ ନିଜର ଅଭିଭାଷଣ ପ୍ରଦାନ କରିଥିଲେ। ଆନନ୍ଦପୁର ଏସଡିପିଓ ବିଦ୍ୟୁତ କୁମାର ପଣ୍ଡା ଆଇନ ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ କରିଥିଲେ।
Posted inଆମ ଜିଲା ଖବର, କେନ୍ଦୁଝର View All
ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …
ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…
ଟୁରିଷ୍ଟ ବସ୍ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା
କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍ବ ଟୁରିଷ୍ଟ ବସ୍ ବେଆଇନ…
ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ
ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…
ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ
ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…
ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ
କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…
ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…
ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…
ହୀରାକୁଦରେ ବନ୍ଦ ହେଲା ୮ ଗେଟ୍, ୭ ଗେଟ୍ରେ ହେଉଛି ବନ୍ୟାଜଳ ନିଷ୍କାସନ
ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍…
ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର
ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…
Archives

