ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ବିଧାୟକ ପ୍ରାର୍ଥୀଙ୍କ ନିର୍ବାଚନୀ ପ୍ରଚାର

ହାଟଡ଼ିହୀ,୧୭l୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ହାଟଡ଼ିହୀ ବ୍ଲକର ବିଭିନ୍ନ ପଞ୍ଚାୟତରେ ବିଜେଡି ବିଧାୟକ ପ୍ରାର୍ଥୀ ଭାଗୀରଥି ସେଠୀଙ୍କ ପ୍ରଚାର ଜୋରଦାର ହୋଇଛି। ଜିଲାପରିଷଦ ସଭ୍ୟ ସୁରେନ୍ଦ୍ର ଜେନାଙ୍କ ନେତୃତ୍ୱରେ ଜିଲା ସଭାପତି ବିମ୍ବାଧର ବିଶାଳ, ବରିଷ୍ଠ କର୍ମୀ ବିଶ୍ୱନାଥ ନାୟକ, ବିଜୟ ରାଉତ, ବିଧାୟକ ମାୟାଧର ଜେନାଙ୍କ ସମେତ ହଜାର ହଜାର କର୍ମୀ ସେଠୀଙ୍କ ସହ ଘର ଘର ବୁଲି ଭୋଟ ଭିକ୍ଷା କରିଥିଲେ। ପ୍ରଥମେ ହଜାରେରୁ ଊର୍ଦ୍ଧ୍ୱ ସମର୍ଥକ ଏକ ବାଇକ ରାଲି କରି ବିଭିନ୍ନ ଗ୍ରାମ ବୁଲି ନିର୍ବାଚନୀ ପ୍ରଚାର କରିଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ଜି.ଉଦୟଗିରି, ବାଲିଗୁଡା, ଫୁଲବାଣୀରେ ବିଜେଡି ଆଗରେ

ଫୁଲବାଣୀ ଅଫିସ,୨୩।୫(ଡି.ଏନ୍‌.ଏ.)- ଜି.ଉଦୟଗିରି ବିଧାନସଭା କ୍ଷେତ୍ରରେ ବିଜେଡି ପ୍ରାର୍ଥୀ ସାଲୁଗା ପ୍ରଧାନ ଆଗୁଆ ଅଛନ୍ତି। ସାଲୁଗାଙ୍କୁ ୯୧୩୪ ଭୋଟ ମିଳିଥିବାବେଳେ ଭାଜପାର ଅର୍ଚ୍ଚନା ପ୍ରଧାନଙ୍କୁ ୬୩୨୨...

୫ ବର୍ଷ ପରେ ଏକାଠି ନିର୍ବାଚନ ପ୍ରଚାରରେ ଦେଖାଦେଲେ ଅଖିଳେଶ, ମୁଲାୟମ, ଶିବପାଲ

ଲକ୍ଷ୍ନୌ,୧୮ ।୨: ଉତ୍ତର ପ୍ରଦେଶରେ ଦ୍ୱିତୀୟ ପର୍ଯର୍୍ୟାୟ ମତଦାନ ଶେଷ ହୋଇଥିବା ବେଳେ ତୃତୀୟ ପର୍ଯ୍ୟାୟ ଲାଗି ପ୍ରଚାର ଅଭିଯାନ ଜୋରସୋରରେ ଚାଲିଛି । ଏବେ...

ଛେଣ୍ଡିପଦାରେ ଅଗସ୍ତି ବେହେରା ୫୧୫୨ ଭୋଟରେ ଆଗରେ

ଛେଣ୍ଡିପଦା, ୨୩ା୫(ସ୍ବ.ପ୍ର.)- ଛେଣ୍ଡିପଦା ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ଅଗସ୍ତି ବେହେରା ୧୦ମ ରାଉଣ୍ଡ ସୁଦ୍ଧା ବିଜେଡିର ସୁଶାନ୍ତ କୁମାର ବେହେରାଙ୍କଠାରୁ ୫୧୫୨ ଭୋଟରେ ଆଗରେ...

ନୟାଗଡ଼ ସ୍ବୟଂଶାସିତ ମହାବିଦ୍ୟାଳୟ ସ୍ନାତକ ପରୀକ୍ଷା ଫଳ ପ୍ରକାଶିତ: ପାସ୍‌ ହାର ୮୪.୫୮ ପ୍ରତିଶତ

ନୟାଗଡ଼ ଅଫିସ,୨ା୬-ନୟାଗଡ଼ ସ୍ବୟଂଶାସିତ ମହାବିଦ୍ୟାଳୟର ସ୍ନାତକ (ଯୁକ୍ତ ୩ ଶେଷବର୍ଷ) ପରୀକ୍ଷାଫଳ ଶନିବାର ପ୍ରକାଶ ପାଇଛି। ପୂର୍ବାହ୍ନ ୧୦ଟା ୩୦ରେ ଅଧ୍ୟକ୍ଷା ଡ. ବିଜୟଲକ୍ଷ୍ମୀ ପରିଡ଼ା...

ଭାଜପାର ବିଜୟ ଅବା ପରାଜୟ ପାଇଁ ମୁଁ ଦାୟୀ ରହିବି: ମନୋଜ

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନର ଫଳାଫଳ ଉପରେ ଏବେ ସାରା ଦେଶର ନଜର। ମଙ୍ଗଳବାର ଭୋଟ ଗଣତି ଆରମ୍ଭ ହୋଇଥିବା ବେଳେ ଏବେ ପ୍ରାୟ ସବୁଦଳ...

ରାଜନଗରରେ ଧ୍ରୁବ ଆଗରେ

ରାଜନଗର, ୨୩।୫ (ଡି.ଏନ୍‌.ଏ.)-ରାଜନଗର ବିଧାନସଭା ଆସନରେ ବିଜେଡ଼ି ପ୍ରାର୍ଥୀ ଧ୍ରୁବ ଚରଣ ସହୁ ଆଗରେ ଅଛନ୍ତି। ୪ର୍ଥ ରାଉଣ୍ଡ ଶେଷ ସୁଦ୍ଧା କଂଗ୍ରେସ ପ୍ରାର୍ଥୀ ଅଂଶୁମାନ...

ତାଳଚେରରେ ବ୍ରଜକିଶୋର ୫୩୬୩ ଭୋଟରେ ଆଗୁଆ

ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୭ମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ବ୍ରଜକିଶୋର ପ୍ରଧାନ ୫୩୬୩ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ବ୍ରଜକିଶୋର ମୋଟ୍‌...

ଅପରାହ୍ନ ୪ଟା ସୁଦ୍ଧା ୪୨.୭ ପ୍ରତିଶତ ମତଦାନ

ନୂଆଦିଲ୍ଲୀ,୮।୨: ଦିଲ୍ଲୀ ବିଧାନସଭା ପାଇଁ ଶନିବାର ସକାଳେ ଭୋଟ ଗ୍ରହଣ ପ୍ରକ୍ରିୟା ଆରମ୍ଭ କରାଯାଇଥିଲା। ଗତ ବିଧାନସଭା ନିର୍ବାଚନ ତୁଳନାରେ ଏଥର ମତଦାନ ହାର କମ୍‌...

Advertisement
Archives

Model This Week