ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ବିଧାୟକ ପ୍ରାର୍ଥୀଙ୍କ ନିର୍ବାଚନୀ ପ୍ରଚାର

ହାଟଡ଼ିହୀ,୧୭l୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ହାଟଡ଼ିହୀ ବ୍ଲକର ବିଭିନ୍ନ ପଞ୍ଚାୟତରେ ବିଜେଡି ବିଧାୟକ ପ୍ରାର୍ଥୀ ଭାଗୀରଥି ସେଠୀଙ୍କ ପ୍ରଚାର ଜୋରଦାର ହୋଇଛି। ଜିଲାପରିଷଦ ସଭ୍ୟ ସୁରେନ୍ଦ୍ର ଜେନାଙ୍କ ନେତୃତ୍ୱରେ ଜିଲା ସଭାପତି ବିମ୍ବାଧର ବିଶାଳ, ବରିଷ୍ଠ କର୍ମୀ ବିଶ୍ୱନାଥ ନାୟକ, ବିଜୟ ରାଉତ, ବିଧାୟକ ମାୟାଧର ଜେନାଙ୍କ ସମେତ ହଜାର ହଜାର କର୍ମୀ ସେଠୀଙ୍କ ସହ ଘର ଘର ବୁଲି ଭୋଟ ଭିକ୍ଷା କରିଥିଲେ। ପ୍ରଥମେ ହଜାରେରୁ ଊର୍ଦ୍ଧ୍ୱ ସମର୍ଥକ ଏକ ବାଇକ ରାଲି କରି ବିଭିନ୍ନ ଗ୍ରାମ ବୁଲି ନିର୍ବାଚନୀ ପ୍ରଚାର କରିଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ଅନୁଗୋଳରେ ପ୍ରତାପ ପ୍ରଧାନ ୮୩୬ ଭୋଟରେ ଆଗରେ

ଅନୁଗୋଳ ଅଫିସ, ୨୩ା୫- ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ୬ଷ୍ଠ ରାଉଣ୍ଡ ଶେଷ ସୁଦ୍ଧା ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନ ୮୩୬ ଭୋଟରେ ଆଗରେ ରହିଛନ୍ତି। ବିଜେଡିର...

ପାଟଣା ଅବକାରୀ ବିଭାଗର ଚଢ଼ାଉ: ୧୧୩ ଲିଟର ଦେଶୀ ମହୁଲି ଜବତ, ୪ ଗିରଫ

ପାଟଣା,୬।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଅବକାରୀ ଥାନା ପକ୍ଷରୁ ଗୁରୁବାର ପୂର୍ବାହ୍ନରେ ପାଟଣା ଥାନା ଓ ତୁରୁମୁଙ୍ଗା ଥାନା ଅଞ୍ଚଳରେ ବ୍ୟାପକ ଅବକାରୀ ଚଢ଼ାଉ କରାଯାଇଛି।...

ଛେଣ୍ଡିପଦାରେ ଅଗସ୍ତି ବେହେରା ୧୯୯୪ ଭୋଟରେ ଆଗରେ

ଛେଣ୍ଡିପଦା, ୨୩ା୫(ସ୍ବ.ପ୍ର.)- ଛେଣ୍ଡିପଦା ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ଅଗସ୍ତି ବେହେରା ୧୫ତମ ରାଉଣ୍ଡ ସୁଦ୍ଧା ବିଜେଡିର ସୁଶାନ୍ତ କୁମାର ବେହେରାଙ୍କଠାରୁ ୧୯୯୪ ଭୋଟରେ ଆଗରେ...

ମୟୂରଭଞ୍ଜ ଲୋକ ସଭାରେ ବିଜେଡି ଆଗୁଆ

ବାରିପଦା ଅଫିସ,୨୩।୫: ମୟୂରଭଞ୍ଜ ଲୋକ ସଭା ଆସନରେ ବିଜେଡି ପ୍ରାର୍ଥୀ ଦେବାଶିଷ ମାରାଣ୍ଡି ପ୍ରଥମ ରାଉଣ୍ଡ ଗଣତି ପରେ ୧୩୮୭ ଭୋଟରେ ଆଗୁଆ ରହିଛନ୍ତି। ସେହିପରି...

ଆଠମଲ୍ଲିକରେ ରମେଶ ସାଏ ୩୧୬୭୩ ଭୋଟରେ ଆଗରେ

ବଇଣ୍ଡା, ୨୩ା୫(ଡି.ଏନ.ଏ.)- ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରମେଶ ଚନ୍ଦ୍ର ସାଏ ୨୩ ରାଉଣ୍ଡ ଶେଷସୁଦ୍ଧା ୩୧୬୭୩ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ରମେଶଚନ୍ଦ୍ର...

ଭାଜପା-ଶିବସେନା ୨୨୫ ଆସନରେ ଜିତିବ ବୋଲି ଦାବି କଲେ ଗୋୟଲ

ମୁମ୍ବାଇ,୨୧।୧୦: ମହାରାଷ୍ଟ୍ର ବିଧାନସଭା ଲାଗି ସୋମବାର ଭୋଟ ଗ୍ରହଣ କରାଯାଇଛି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋୟଲ କହିଛନ୍ତି ମହାରାଷ୍ଟ୍ରରେ ଭାଜପା ଓ ଶିବସେନା ମେଣ୍ଟ...

ପ୍ରାର୍ଥୀଙ୍କ ଦକ୍ଷତା ମାପୁଛନ୍ତି ଭୋଟର

ଯାଜପୁର ଅଫିସ,୨୧ା୪: ଯାଜପୁର ଜିଲାରେ ୪ ପର୍ଯ୍ୟାୟରେ ନିର୍ବାଚନ ହେବ। ନିର୍ବାଚନ ପ୍ରଚାରକୁ ଆଉ ମାତ୍ର ଏକ ସପ୍ତାହ ରହିଲା। ସେଥିପାଇଁ ନେତାମାନେ ଏବେଠାରୁ ପୂରା...

ପାଲଲହଡ଼ାରେ ମୁକେଶ ୬୫୬୩ଭୋଟରେ ଆଗରେ

ପାଲଲହଡ଼ା, ୨୩ା୫(ଡି.ଏନ.ଏ.)- ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ୧୮ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ମୁକେଶ ପାଲ ୬୫୬୩ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। ମୁକେଶ ୩୫୧୬୪...

Play 250+ Trending Games
Archives

Model This Week

Why Dharitri