ଆନନ୍ଦପୁର ପଞ୍ଚାୟତକୁ କରାଗଲା ବିଶୋଧନ

ଭଣ୍ଡାରିପୋଖରୀ,୨୪।୪ (ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଆନନ୍ଦପୁର ପଞ୍ଚାୟତୟକୁ ଧାମନଗର ଅଗ୍ନିଶମ ବିଭାଗ ପକ୍ଷରୁ ଗୁରୁବାର ବିଶୋଧନ କରାଯାଇଛି। ପଞ୍ଚାୟତର ଜଗନ୍ନାଥ ନୋଡାଲ ଉଚ୍ଚ ବିଦ୍ୟାଳୟଠାରେ ଖୋଲିଥିବା ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ର, ଆନନ୍ଦପୁର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର, ଆନନ୍ଦପୁର ବଜ଼ାର, ଶିଶୁ ମନ୍ଦିର ଛକ, ଖାଦ୍ୟ ବିତରଣ କେନ୍ଦ୍ରଗୁଡିକୁ ବିଶୋଧନ କରାଯାଇଛି। ସରପଞ୍ଚ ବିଜୟ କୁମାର ଦାସଙ୍କ ତତ୍ତ୍ୱାବଧାନରେ ସମିତିସଭ୍ୟା ମିନାକ୍ଷୀ ଶତପଥି, ରମେଶ ପତି, ପ୍ରମୋଦ ଆନ୍ଦିଆ, କୁଳମଣି ଶତପଥୀ, ପ୍ରମୋଦ ବେହେରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri