ଆନନ୍ଦପୁର ପୌରପାଳିକାରେ ସ୍ବାୟତ୍ତ ଶାସନ ଦିବସ

ଆନନ୍ଦପୁର,୩୧।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି। ପୌର ଅଧିକାରୀ ହିତାଂଶୁ ଶେଖର ସାମଲଙ୍କ ସଂଯୋଜନାରେ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଥିଲା। ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଏହି ଅବସରରେ ପୌରପାଳିକା କାର୍ଯ୍ୟାଳୟ ପରିସରରେ ସଫେଇ କର୍ମଚାରୀଙ୍କୁ ପୋଷାକ ବିତରଣ କରାଯାଇଥିଲା। ପରେ ଆନନ୍ଦପୁର ଉପକାରାଗାର, ମୁଖ୍ୟ ଚିକିତ୍ସାଳୟର ଅନ୍ତେବାସୀମାନଙ୍କୁ ଫଳ ଓ ମିଠା ବଣ୍ଟନ କରାଯାଇଥିଲା। ଏହା ସହିତ ପୌରପାଳିକାରେ ଥିବା ମହାପୁରଷଙ୍କ ପ୍ରତିମର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ଏହି ଅବସରରେ ବିଭିନ୍ନ ସ୍ଥାନରେ ନବନିର୍ମିତ ଶୌଚାଳୟଗୁଡିକୁ ଉଦ୍‌ଘାଟନ କରାଯିବା ସହିତ ବହୁ ପ୍ରକଳ୍ପର ଶିଳାନ୍ୟାସ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri