ଆନନ୍ଦପୁର ବିଧାୟକଙ୍କୁ ସ୍ବାଗତ: ହାଟଡିହୀ ଅଞ୍ଚଳର ସମସ୍ୟା, ବିକାଶ ସମ୍ପର୍କରେ ଗୁରୁତ୍ୱ ପାଇଁ ଆଲୋଚନା

ହାଟଡିହୀ, ୩।୬(ସ୍ବ.ପ୍ର.): ହାଟଡିହୀ ବିକାଶ ମଞ୍ଚ ତରଫରୁ ଆନନ୍ଦପୁର ବିଧାୟକ ଭାଗୀରଥି ସେଠୀଙ୍କୁ ସ୍ବାଗତ କରାଯାଇଛି। ରବିବାର ସନ୍ଧ୍ୟାରେ ମଞ୍ଚ ସଭାପତି ନିତ୍ୟାନନ୍ଦ ପହୀଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ବିଧାୟକଙ୍କ ବାସଭବନରେ ପହଞ୍ଚି ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ। ସଭାପତି ନିତ୍ୟାନନ୍ଦ ପହୀ ଓ ସମ୍ପାଦକ ସନାତନ ଜେନାଙ୍କ ସମେତ ସୁରେନ୍ଦ୍ର ବାରିକ, କାମପାଳ ନାୟକ, ସନାତନ ବେହେରା, ଇନ୍ଦ୍ରମଣି ଜେନା, ବିଜୟ କୁମାର ଜେନା, ଶାନ୍ତନୁ ନାୟକ, ସଦାଶିବ ଚକ୍ର, ଭଗବାନ ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ହାଟଡିହୀ ଅଞ୍ଚଳର ସମସ୍ୟା ଓ ବିକାଶ ସମ୍ପର୍କରେ ବିଧାୟକଙ୍କ ସହିତ ୧ ଘଣ୍ଟାଧରି ଆଲୋଚନା ହୋଇଥିଲା। ହାଟଡିହୀରେ ଜେଏମ୍‌ଏଫ୍‌ସି କୋର୍ଟ ଚାଲୁକରିବା, ହାଟଡିହୀ ସରକାରୀ ଡାକ୍ତରଖାନାରେ ଡାକ୍ତର ନିଯୁକ୍ତିକୁ ପ୍ରାଥମିକତା ଦେବା ସହିତ ହାଟଡିହୀରେ ଏକ କଲ୍ୟାଣ ମଣ୍ଡପ ନିର୍ମାଣ କରିବାକୁ ବିଧାୟକ ଦୃଢ଼ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଋଷିକୂଲ୍ୟା ମୁହାଣ ବେଳାଭୂମିରେ ମଲା କଇଁଛ

ଗଞ୍ଜାମ,୨୯ା୩(ଡି.ଏନ.ଏ.)- ଗଞ୍ଜାମ ଜିଲା ପୁରୁଣାବନ୍ଧ ଗ୍ରାମ ନିକଟସ୍ଥ ଋଷୁକୁଲ୍ୟା ବେଳାଭୂମିରେ ବର୍ତ୍ତମାନ ଅଲିଭ ରିଡ୍‌ଲେ କଇଁଛଙ୍କ ଗଣ ଅଣ୍ଡାଦାନ ପ୍ରକ୍ରିୟା ଜାରି ରହିଥିବା ବେଳେ ସେଠାରେ...

ଖଟିଆରେ ବୁହାହେଲେ ରୋଗୀ

ନୟାଗଡ଼ ଅଫିସ,୨୬ା୭: ସବୁ ଦିନିଆ ରାସ୍ତାଟିଏ ନ ଥବାରୁ ୪ କିମି ପର୍ଯ୍ୟନ୍ତ ଖଟିଆରେ ଜଣେ ରୋଗୀଙ୍କୁ ବୋହି ନେବାକୁ ପଡ଼ିଛି। ଆମ୍ବୁଲାନ୍ସ କର୍ମଚାରୀ ଓ...

ଲୁଟେରାଙ୍କୁ ପିଛା କରୁଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହେଲା ପୋଲିସ ଭ୍ୟାନ୍‌

କୋଟପାଡ଼,୫ା୧୦(ଡି.ଏନ.ଏ.): କୋରାପୁଟ ଜିଲା କୋଟପାଡ଼ର ବ୍ରାହ୍ମଣସାହି-ସୌରାସାହି ଗଳି ନିକଟରୁ ଦୁଇଜଣ ଦୁର୍ବୃତ୍ତ ମହିଳାଙ୍କଠାରୁ ମଙ୍ଗଳବାର ଦିନ ଦ୍ୱିପ୍ରହରରେ ୫ଲକ୍ଷ ଟଙ୍କା ଲୁଟ୍‌ କରି ନେଇଛନ୍ତି। କରଣସାହିର...

ଲଡ଼ୁବାବାଙ୍କ ଚାପ ଡଙ୍ଗା ଓଲଟିଲା

ନୟାଗଡ଼ ଅଫିସ,୨୪ା୫”ନୟାଗଡ଼ ଜିଲା ଶରଣକୂଳର ଆରାଧ୍ୟ ଦେବ ଲଡୁବାବାଙ୍କ ଚାପ ଡଙ୍ଗା ସୋମବାର ରାତି ପ୍ରାୟ ସାଢ଼େ ୧୧ଟା ବେଳେ ଚନ୍ଦନ ପୁଷ୍କରିଣୀରେ ଓଲଟି ପଡିବାରୁ...

ସଞ୍ଜ ହେଲେ ଧାନ ଫସଲ ଉଜାଡ଼ୁଛନ୍ତି ହାତୀ

ଚମ୍ପୁଆ,୩୦ା୬(ଡି.ଏନ.ଏ.)-ଚମ୍ପୁଆ ରେଞ୍ଜରେ ହାତୀ ଉପଦ୍ରବ ଆରମ୍ଭ ହୋଇଥିବା ବେଳେ ଚାଷୀ କୂଳରେ ଚିନ୍ତା ବଢିବାରେ ଲାଗିଛି। ବିଲରେ ପାଚିଲା ଧାନ ଏବେ ହାତୀଙ୍କ ଦ୍ୱାରା କ୍ଷତିଗ୍ରସ୍ତ...

୩୪ବର୍ଷ ପରେ ଖୋଲିଲା ଜବତ ବାକ୍ସ

ଲୋଇସିଂହା, ୭।୧୦(ଡି.ଏନ.ଏ.):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ପ୍ରାଥମିକ କୃଷି ସମବାୟ ସମିତି ଗୋଦାମ ଘରେ ବନ୍ଧା ପଡିଥିବା ସ୍ବାଧୀନତା ସଂଗ୍ରାମୀ ତଥା ସ୍ବାଧୀନତା ପରବର୍ତ୍ତୀ...

ନୀଳମାଧବ ଜୀଉଙ୍କ ଚନ୍ଦନ ଲାଗି ଆରମ୍ଭ

ଖଣ୍ଡପଡ଼ା,୧୨ା୩(ସ୍ବ.ପ୍ର.): ଜଗନ୍ନାଥ ସଂସ୍କୃତିର ଆଦି ଦେବତା କଣ୍ଟିଲୋ ଶ୍ରୀନୀଳମାଧବ ଜୀଉଙ୍କ ସର୍ବାଙ୍ଗ ଚନ୍ଦନ ଲାଗି ବେଶ ସୋମବାର ଦୋଳ ପୂର୍ଣ୍ଣମୀଠାରୁ ଆରମ୍ଭ ହୋଇଛି। ମାନବ ସମାଜରେ...

ଆଚାର୍ଯ୍ୟ ହରିହର କ୍ୟାନ୍‌ସର ହସ୍ପିଟାଲରେ ଉତ୍ତେଜନା: ପଦାଧିକାରୀଙ୍କୁ ଛୁଇଁ ସଂକ୍ରମିତ କରିବାକୁ ଗୋଡ଼ାଇଲେ ଆକ୍ରାନ୍ତ

କଟକ ଅଫିସ୍‌,୫।୭: ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରେ କରୋନା ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଏଠାରେ ଶନିବାର ପୁଣି ଆଉ ୩୮ ଜଣ...

Advertisement
Archives

Model This Week