ଆନନ୍ଦପୁର ବିଧାୟକଙ୍କୁ ସ୍ବାଗତ: ହାଟଡିହୀ ଅଞ୍ଚଳର ସମସ୍ୟା, ବିକାଶ ସମ୍ପର୍କରେ ଗୁରୁତ୍ୱ ପାଇଁ ଆଲୋଚନା

ହାଟଡିହୀ, ୩।୬(ସ୍ବ.ପ୍ର.): ହାଟଡିହୀ ବିକାଶ ମଞ୍ଚ ତରଫରୁ ଆନନ୍ଦପୁର ବିଧାୟକ ଭାଗୀରଥି ସେଠୀଙ୍କୁ ସ୍ବାଗତ କରାଯାଇଛି। ରବିବାର ସନ୍ଧ୍ୟାରେ ମଞ୍ଚ ସଭାପତି ନିତ୍ୟାନନ୍ଦ ପହୀଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ବିଧାୟକଙ୍କ ବାସଭବନରେ ପହଞ୍ଚି ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ। ସଭାପତି ନିତ୍ୟାନନ୍ଦ ପହୀ ଓ ସମ୍ପାଦକ ସନାତନ ଜେନାଙ୍କ ସମେତ ସୁରେନ୍ଦ୍ର ବାରିକ, କାମପାଳ ନାୟକ, ସନାତନ ବେହେରା, ଇନ୍ଦ୍ରମଣି ଜେନା, ବିଜୟ କୁମାର ଜେନା, ଶାନ୍ତନୁ ନାୟକ, ସଦାଶିବ ଚକ୍ର, ଭଗବାନ ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ହାଟଡିହୀ ଅଞ୍ଚଳର ସମସ୍ୟା ଓ ବିକାଶ ସମ୍ପର୍କରେ ବିଧାୟକଙ୍କ ସହିତ ୧ ଘଣ୍ଟାଧରି ଆଲୋଚନା ହୋଇଥିଲା। ହାଟଡିହୀରେ ଜେଏମ୍‌ଏଫ୍‌ସି କୋର୍ଟ ଚାଲୁକରିବା, ହାଟଡିହୀ ସରକାରୀ ଡାକ୍ତରଖାନାରେ ଡାକ୍ତର ନିଯୁକ୍ତିକୁ ପ୍ରାଥମିକତା ଦେବା ସହିତ ହାଟଡିହୀରେ ଏକ କଲ୍ୟାଣ ମଣ୍ଡପ ନିର୍ମାଣ କରିବାକୁ ବିଧାୟକ ଦୃଢ଼ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅସଦାଚରଣ ମାମଲାରେ ୧୩ ମାସ କାରାଦଣ୍ଡ: ୧୩ ବର୍ଷ ପରେ ଆସିଲା ରାୟ

ଅନୁଗୋଳ ଅଫିସ୍‌, ୨୯।୨ – ୧୩ ବର୍ଷ ତଳେ ଅନୁଗୋଳ ବସ୍‌ଷ୍ଟାଣ୍ଡରେ ଜଣେ ମହିଳାଙ୍କୁ କରାଯାଇଥିବା ଅସଦାଚରଣ ମାମଲାର ବିଚାର କରି ଅନୁଗୋଳ ପ୍ରଥମ ଶ୍ରେଣୀ...

ଏମ୍‌ଜିଏନ୍‌ଆର୍‌ଇଜିଏ କାର୍ଯ୍ୟରେ ଚଞ୍ଚକତା

ରସୁଲପୁର,୨୬।୬ (ଡି.ଏନ୍‌.ଏ.): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଆଇନ(ଏମ୍‌ଜିଏନ୍‌ଆର୍‌ଇଜିଏ) ଜରିଆରେ ଜବକାର୍ଡଧାରୀଙ୍କ ପରିବାରକୁ ବର୍ଷକୁ ଅନ୍ୟୂନ ୧୦୦ ଦିନର କାର୍ଯ୍ୟ ଯୋଗାଇ...

ଛାତ୍ରୀଛାତ୍ରଙ୍କ ପାଖରେ ପାଠ୍ୟ ପୁସ୍ତକ ପହଞ୍ଚାଇଲେ ଶିକ୍ଷୟିତ୍ରୀ

ଭଟଲି,୧୭।୪(ଡି.ଏନ.ଏ): ଲକ୍‌ଡାଉନ୍‌ କଟକଣା ଯୋଗୁ ଛାତ୍ରୀଛାତ୍ରଙ୍କ ପାଖରେ ସେମାନଙ୍କ ପାଠ୍ୟ ପୁସ୍ତକ ପଠାଇବା ପାଇଁ ସରକାରଙ୍କ ନିର୍ଦ୍ଦେଶ ରହିଛି । ଏହି କ୍ରମରେ ଶୁକ୍ରବାର ବରଗଡ଼...

ଦୋକାନ୍‌ ସିଲ୍‌, ୧୭ଜଣ ଦେଲେ ଜରିମାନା

ଛତ୍ରପୁର,୪ା୬(ଡି.ଏନ୍‌.ଏ.)- ଛତ୍ରପୁର ଏନ୍‌ଏସି ପକ୍ଷରୁ ସହରରେ ଲକ୍‌ଡାଉନ୍‌ ନିୟମ ପାଳନ ହେଉଛି କି ନାହିଁ ଗୁରୁବାର କଡାକଡି ଯାଞ୍ଚ କରାଯାଇଥିଲା। ଛତ୍ରପୁର ଅପର ବସ୍‌ଷ୍ଟାଣ୍ଡରେ ଥିବା...

୩ ଜିଲାକୁ ରେଡ୍‌ ଓ୍ବାର୍ଣ୍ଣିଂ, ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୯।୭(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ତେବେ ଏହା ମଧ୍ୟରେ ୩ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ ଓ୍ବାର୍ଣ୍ଣିଂ ଜାରି...

୮୪ ପ୍ରତିଶତ ଗାଁ ଗ୍ରୀନ୍‌ ଜୋନରେ, ସହର ପାଇଁ ବଢ଼ିଛି ଚିନ୍ତା: ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୬।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା କାୟା ବିସ୍ତାର କରିବାରେ ଲାଗିଛି। ଦିନକୁ ଦିନ କରୋନା ପଜିଟିଭ ସଂଖ୍ୟା ବୃଦ୍ଧି ସହ ମୃତ୍ୟୁ ହାର ରାଜ୍ୟ ସରକାରଙ୍କ...

ରାସ୍ତା କାମରେ ବ୍ୟବହୃତ ହେଉଛି ଚାଷୀଙ୍କ ପାଣି

ଉମରକୋଟ, ୧୮।୧୨(ସ୍ବ.ପ୍ର.): ଚାଷ କାମ ପାଇଁ ଥିବା କେନାଲ ପାଣିକୁ ଠିକାଦାର ନେଇ ରାସ୍ତା ତିଆରି କାମରେ ବ୍ୟବହାର କରୁଛନ୍ତି। ଉମରକୋଟ ଭାସ୍କେଲ ଜଳସେଚନ ପ୍ରକଳ୍ପର...

ଗଞ୍ଜାମ ପୋଲିସର ଅଭିନବ ପ୍ରୟାସ: କରୋନା ସଚେତନତା ଗୀତ ଗାଇଲେ ରମ୍ଭା ଥାନାଧିକାରୀ

ଛତ୍ରପୁର, ୨୬।୪(ଡି.ଏନ୍‌.ଏ.)-କରୋନା ଭୁତାଣୁ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଗଞ୍ଜାମ ପୋଲିସ ଜ଼ିଲା ପକ୍ଷରୁ ଲୋକଙ୍କୁ ସଚେତନତା ପାଇଁ ଏକ ଅଭିନବ ପ୍ରୟାସ କରାଯାଇଛି। ‘ଆସ...

Advertisement


Archives

Model This Week