ଆନିକଟ୍‌ର ଦ୍ୱିତୀୟ ଗେଟରେ ଜୁଆ ଖେଳ

ସମ୍ବଲପୁର, ୨୯।୩ (ବ୍ୟୁରୋ)- ସମ୍ବଲପୁର ମହାନଦୀ ଅଯୋଧ୍ୟା ସରୋବର ଦ୍ୱିତୀୟ ଗେଟ୍‌ ନିକଟରେ ଜୁଆ ଖେଳ ଚାଲିଛି । ଗତ ମାର୍ଚ୍ଚ ୨୨ ତାରିଖ ଜନତା କର୍ଫ୍ୟୁ ଏବଂ ପରେ ଲକ୍‌ ଡାଉନ୍‌ ଯୋଗୁ ଜୁଆ ଖେଳିବାରେ ଲିପ୍ତ ଅଛନ୍ତି ଯୁବକମାନେ । ସହରର ବିଭିନ୍ନ ଅଞ୍ଚଳରୁ ଯୁବକମାନେ ଏକଜୁଟ ହୋଇ ଜଣେ ପରେ ଜଣେ ବିପଦପଥ ଆନିକଟକୁ ଅତିକ୍ରମ କରି ଦ୍ୱିତୀୟ ଗେଟରେ ରୁଣ୍ଡ ହୋଇ ଜୁଆ ଖେଳୁଛନ୍ତି । ଜୁଆ ଖେଳରୁ ନିବୃତ୍ତ ରହିବାକୁ ଅଞ୍ଚଳବାସୀ ମନା କରିବା ସତ୍ତ୍ବେ କୌଣସି ପ୍ରଭାବ ପଡିନାହିଁ । ଏ ନେଇ ନାମ ଗୋପନ ରଖି କେତେକ ବ୍ୟକ୍ତି ପୋଲିସର ଦୃଷ୍ଟି ଆକର୍ଷଣ ମଧ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁଲଡିହା ଅଭୟାରଣ୍ୟରେ ଶିକାରୀଙ୍କ ପ୍ରାଦୁର୍ଭାବ: ଜଣେ ଗିରଫ, ଦୁଇ ଫେରାର

ସଜନାଗଡ଼,୬।୩(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟ ଭିତରେ ଦିନକୁ ଦିନ ଶିକାରୀଙ୍କ ପ୍ରାଦୁର୍ଭାବ ବଢ଼ିଚାଲିଛି। ଗୁରୁବାର ବିଳମ୍ବିତ ରାତିରେ ଶିଆଡ଼ିମାଳ ପଞ୍ଚାୟତର...

ଅବ୍ୟବସ୍ଥା ଘେରରେ କାଶୀନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର

କାଶୀନଗର/ପାରଳାଖେମୁଣ୍ଡି,୨୨ା୫ (ଡି.ଏନ୍‌.ଏ): ଗଜପତି ଜିଲା କାଶୀନଗର ବ୍ଲକରେ ଥିବା ୧୧ନଂ ୱାର୍ଡ ତଥା ବ୍ଲକ କଲୋନୀର ରାସ୍ତା କଡ଼ରେ କାଶୀନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ବ୍ୟବହୃତ ଆବର୍ଜନା...

ତେଲ କମ୍ପାନୀ ପରିସରରେ ମାଟିି ଅତଡ଼ା ଖସିଲା

ମହାକାଳପଡ଼ା, ୬ା୧ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା ଅଧୀନ ଗଗୁଆ ଗଁା ଦେଇ ଭାରତୀୟ ତୈଳ ନିଗମର ପାରାଦୀପ-ହଳଦିଆ ପାଇପ୍‌...

ଜିଲା ମୁଖ୍ୟ ଚିକିତ୍ସାଳୟରେ ଅବ୍ୟବସ୍ଥାକୁ ନେଇ କେନ୍ଦ୍ରମନ୍ତ୍ରୀଙ୍କ ଧାରଣା

ବାଲେଶ୍ୱର ଅଫିସ,୨।୧- ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ତଥା ଫକୀର ମୋହନ ମେଡିକାଲ କଲେଜରେ ଅବ୍ୟବସ୍ଥା। ଡାକ୍ତରଖାନାରେ ରୋଗୀଙ୍କୁ ଅପରିଷ୍କାର ବେଡ୍‌ଶିଟ ଦେବା ଏବଂ ଡାକ୍ତର...

ଦାରିଙ୍ଗବାଡ଼ି ବ୍ଲକରେ ଦଶହରା ପାଳିତ

ଦାରିଙ୍ଗବାଡ଼ି,୨୫ା୧୦(ଡି.ଏନ୍‌.ଏ.)-ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଏବଂ ଦାରିଙ୍ଗବାଡ଼ିରେ ଦୁର୍ଗାପୂଜା ପାଳିତ ହୋଇଯାଇଛି। ପ୍ରଶାସନ ପକ୍ଷରୁ ଜାରି କରାଯାଇଥିବା କରୋନା କଟକଣା ମଧ୍ୟରେ ପୂଜାର୍ଚ୍ଚନା କରାଯାଇଛି। ଦାରିଙ୍ଗବାଡ଼ିରେ ଷଷ୍ଠୀଠାରୁ...

ଦଣ୍ଡବତ ଯାତ୍ରାରେ ସନ୍ଥ: ବିଶ୍ୱର ମଙ୍ଗଳ ପାଇଁ ରାଜସ୍ଥାନରୁ ପୁରୀ

ନୟାଗଡ଼ ଅଫିସ,୧୧।୮: ବିଶ୍ୱର ମଙ୍ଗଳ କାମନା ସହ ଭାରତରେ ଶାନ୍ତି ପ୍ରତିଷ୍ଠା ପାଇଁ ରାମସିଂ ଭଗତ ନାମକ ଜଣେ ସନ୍ଥ ରାଜସ୍ଥାନରୁ ଶ୍ରୀକ୍ଷେତ୍ର ଧାମ ପୁରୀକୁ ଦଣ୍ଡବତ...

ଦବି ଯାଉଛି ନଦୀବନ୍ଧ ଅସ୍ଥାୟୀ ରାସ୍ତା, ଯିବାକୁ ଭୟ କରୁଛନ୍ତି ଲୋକେ

ସିଂହପୁର,୨୩।୧(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ଜଳସମ୍ପଦ ବିଭାଗ ଅଧିନସ୍ଥ ଜରି ପଞ୍ଚାୟତ ନାଉବାଙ୍କ କାମଦେବ ମାହାରା ଘାଇର ସ୍ଥାୟୀ ମରାମତି ପାଇଁ ଦାବି ହେଉଛି। ପ୍ରକାଶ...

ଜାତୀୟ ରାଜପଥ ଅବରୋଧ, ଯାନବାହନ ଚଳାଚଳ ବନ୍ଦ

ବାଉଁଶୁଣୀ,୮ା୭(ଡି.ଏନ୍‌.ଏ.): ୫୭ ନଂ. ଜାତୀୟ ରାଜପଥର ମନମୁଣ୍ଡା ଥାନା ଗୁଦୁଗୁଦା ନିକଟରେ ସ୍ଥାନୀୟ ଲୋକେ ଗୁରୁବାର ପୂର୍ବାହ୍ନରେ ରାସ୍ତାରୋକୋ କରିଥିଲେ। ଫଳରେ ଜାତୀୟ ରାଜପଥର ଉଭୟ...

Advertisement
Archives

Model This Week