ଆନିମେସନ୍‌ ଷ୍ଟୁଡ଼ିଓରେ ଅଗ୍ନିକାଣ୍ଡ

ଟୋକିଓ,୧୮।୭: ଜାପାନର ଏକ ଆନିମେସନ୍‌ ଷ୍ଟୁଡ଼ିଓରେ ଗୁରୁବାର ପୂର୍ବାହ୍ନ ୧୦ଟା ୩୦ରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୨ରୁ ଅଧିକ ଲୋକ ଜୀବନ ଦଗ୍ଧ ହୋଇଥିବା କୁହାଯାଉଛି। ସ୍ଥାନୀୟ କୟୋଟାଠାରେ ଥିବା ୩ ମହଲା ଏହି ଷ୍ଟୁଡ଼ିଓରେ ଏକ ଟିଭି ବିଜ୍ଞାପନର ଶୁଟିଂ ଚାଲିଥିବାବେଳେ ହଠାତ୍‌ ଅଗ୍ନିକାଣ୍ଡ ହୋଇଥିଲା। ଏଥିରେ ୬୮ରୁ ଅଧିକ ଲୋକ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୮ ଜଣଙ୍କ ଅବସ୍ଥା ଗୁରତର ବୋଲି କୁହାଯାଉଛି। ଆହତଙ୍କ ଉଦ୍ଧାର କରି ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସ୍ଥାନୀୟ ପୋଲିସ କହିଛି। ଜଣେ ଅଚିହ୍ନା ଲୋକ ଷ୍ଟୁଡ଼ିଓରେ ନିଆଁ ଲଗାଇଥିବା ଲୋକେ କହୁଛନ୍ତି। ଇତିମଧ୍ୟରେ ଅଭିଯୁକ୍ତଙ୍କୁ ଗିରଫ କରାଯାଇ ପଚରା ଉଚରା କରାଯାଉଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାହାଜରେ ନିଆଁ

ଭିକ୍ଟୋରିଆ,୨୪।୧୦: ବ୍ରିଟିଶ କଲମ୍ବିଆ ଉପକୂଳରେ ଖଣିଜ ରାସାୟନିକ ପଦାର୍ଥ ନେଇ ଯାଉଥିବା ଏକ କଣ୍ଟେନର ଜାହାଜରେ ନିଆଁ ଲାଗିଯାଇଛି। ନିଆଁ ଲାଗିବା ପରେ ବାହାରୁଥିବା ବିଷାକ୍ତ...

ଭୋକ ସହି ନ ପାରି ପ୍ରତିମାସରେ ୧୦ ହଜାରରୁ ଅଧିକ ଶିଶୁଙ୍କ ମୃତ୍ୟୁ ଘଟୁଛି

ଜେନେଭା, ୨୮।୭: ପୃଥିବୀରେ କରୋନା ମହାମାରୀ ସଙ୍କଟ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ବହୁ ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଏହାଯୋଗୁ ଗରିବ...

ଆକାଶରୁ ବୋମା ବର୍ଷା, ୫୭୨ ତାଲିବାନ୍‌ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା..

କାବୁଲ,୮।୮: ଆଫଗାନିସ୍ତାନର କାନ୍ଧାହାର ଏବେ ଯୁଦ୍ଧକ୍ଷେତ୍ର ପାଲଟିଛି। ତାଲିବାନ ଆତଙ୍କବାଦୀ ଏବଂ ସରକାରୀ ସୈନ୍ୟ ବାହିନୀ ମୁହାଁମୁହିଁ ହୋଇଛନ୍ତି। ଫଳରେ ଭୟଙ୍କର ଯୁଦ୍ଧ ଆରମ୍ଭ ହୋଇଛି।...

ଇସ୍ତଫା ଦେବିନି, ଶେଷ ବଲ୍‌ ଯାଏ ଲଢ଼ିବି: ଇମ୍ରାନ୍‌

ଇସ୍‌ଲାମାବାଦ, ୩୧ା୩: ଅନାସ୍ଥା ପ୍ରସ୍ତାବ ଉପରେ ବିତର୍କ ସ୍ଥଗିତ ହେବା ପରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ଗୁରୁବାର ସନ୍ଧ୍ୟାରେ ଦେଶକୁ ସମ୍ବୋଧନ କରିଛନ୍ତି। ଏହି...

ପରମାଣୁ ଆକ୍ରମଣ ଧମକ ପରେ ପାକିସ୍ତାନ ‘ଗଜନବି’ ମିଜାଇଲ୍‌ର ପରୀକ୍ଷଣ କଲା

ଇସଲାମାବାଦ୍‌,୨୯।୮: ଭାରତ ଉପରେ ପରମାଣୁ ଆକ୍ରମଣ କରିବାକୁ ଧମକ ଦେବାର ୨ ଦିନ ପରେ ପାକିସ୍ତାନ ଗୁରୁବାର ଏହାର ବାଲାଷ୍ଟିକ୍‌ ମିଜାଇଲ୍‌ ‘ଗଜନବି’ର ପରୀକ୍ଷଣ କରିଛି।...

ରୁଷିଆର ୟୁକ୍ରେନ୍‌ ଆକ୍ରମଣ: ଗଲାଣି ୮ ଖବରଦାତାଙ୍କ ଜୀବନ

କ୍ୱିଭ୍‌,୩୦।୪: ୨୦୨୨ ଫେବୃୟାରୀ ୨୪ରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ୟୁକ୍ରେନ୍‌ ଆକ୍ରମଣ ପାଇଁ ନିଜ ସେନାକୁ ନିର୍ଦ୍ଦେଶ ଦେବା ପରଠୁ ଏଯାଏ ଅନେକ ନିରୀହଙ୍କ...

ଦୀର୍ଘ ୮ ମାସ ପରେ ବାଂଲାଦେଶରୁ ଭାରତକୁ ମିଳିବ ବିମାନ ସେବା

ଢାକା,୧୮ ।୧୦: କରୋନା ମହାମାରୀ ସଂକ୍ରମଣ ବଢି ଚାଲିଥିଲେ ବି ଏବେ ସାରା ବିଶ୍ୱରେ ସାଧାରଣ ଜୀବନଯାତ୍ରା ସ୍ୱାଭାବିକ ହେବାରେ ଲାଗିଛି । ଭାରତରେ ଟ୍ରେନ୍...

ବାଇଡେନ୍‌ଙ୍କ ସହ ଆଲୋଚନା କଲେ ମୋଦି

ନୂଆଦିଲ୍ଲୀ/ଓ୍ବାଶିଂଟନ୍‌,୧୧।୪: ୟୁକ୍ରେନ୍‌ ଉପରେ ରୁଷିଆ ଆକ୍ରମଣ ସୋମବାର ୪୭ ଦିନରେ ପହଞ୍ଚିଥିବା ବେଳେ ପ୍ରଥମ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା...

Advertisement
Archives

Model This Week