ଆନ୍ତଃରାଜ୍ୟ ବସ୍‌ ଚଳାଚଳ ନେଇ ନିଆଯାଇନାହିଁ ନିଷ୍ପତ୍ତି

ଭୁବନେଶ୍ୱର,୧୩।୬(ବ୍ୟୁରୋ): ରାଜ୍ୟରେ ଲକ୍‌ଡାଉନ୍‌ ନିୟମ କୋହଳ କରାଯାଇଥିଲେ ସୁଦ୍ଧା ଆନ୍ତଃରାଜ୍ୟ ବସ୍‌ ଚଳାଚଳ ନେଇ ଅନିଶ୍ଚିତତା ଜାରି ରହିଛି। ଏ ନେଇ ଶନିବାର ପ୍ରତିକ୍ରିୟା ରଖି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କହିଛନ୍ତି, ଏବେ ସୁଦ୍ଧା ବସ୍‌ ଚଳାଚଳ ନେଇ ନିଷ୍ପତ୍ତି ନିଆଯାଇନାହିଁ। ଏପରିକି କୌଣସି ରାଜ୍ୟ ସହ କଥା ହୋଇନାହୁଁ। ରଥଯାତ୍ରା ପାଇଁ ବସ୍‌ ଚଳାଚଳ ନେଇ କୌଣସି ଆଲୋଚନା ହୋଇନାହିଁ। ସବୁବେଳେ ରଥଯାତ୍ରା ପୂର୍ବରୁ ୨ ଥର ବୈଠକ ବସେ। ଏପର୍ଯ୍ୟନ୍ତ ହୋଇନାହିଁ। ତେବେ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ବିଭାଗ କାର୍ଯ୍ୟ କରିବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦ କିଲୋମିଟର ବାଇକରେ ବୁହା ହେଲା ନାବାଳିକାଙ୍କ ମୃତଦେହ

ନବରଙ୍ଗପୁର,୧୦।୭ (ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଉମରକୋଟ ଅଞ୍ଚଳରୁ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ପ୍ରାୟ ୧୦ କିଲୋମିଟର ଦୂର ବାଇକରେ ଜଣେ ନାବାଳିକାଙ୍କ ମୃତଦେହ…

ମ୍ୟାକ୍ସ ପିକ୍‌ଅପ୍ ସହ ବାଇକ୍‌ର ମୁହାଁମୁହିଁ ଧକ୍କା: ଦୁଇ ଯୁବକ ଗୁରୁତର

ମୋହନା,୧୦।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଲଡାପଙ୍କା ଗାଁ ନିକଟ ବୁଲାଣି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଯୁବକ ଗୁରୁତର …

ଟ୍ରେଲର୍‌କୁ ପଛପଟୁ ଧକ୍କା ଦେଲା ଘରୋଇ ବସ୍‌; ୫ରୁ ଅଧିକ ଯାତ୍ରୀ ଆହତ

ଚୌଦ୍ୱାର, ୮।୭:  କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ନିର୍ଗୁଣ୍ଡି ନିକଟ ଜାତୀୟ ରାଜପଥ–୧୬ରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣାରେ ଘରୋଇ ଯାତ୍ରୀବାହୀ ବସ୍‌ ଏକ ଟ୍ରେଲର୍‌କୁ…

ରାଜଧାନୀରେ ନକଲି ଆଡିଶନାଲ ଏସ୍‌ପି, ପୋଲିସ ଗିରଫ କରି…

ଭୁବନେଶ୍ୱର,୧୦ା୭: କୌଣସି ଉପାନ୍ତ ଅଞ୍ଚଳରେ ନୁହେଁ। ଖୋଦ୍‌ ରାଜଧାନୀ ଭୁବନେଶ୍ୱରରେ ନକଲି ଆଡିଶନାଲ ଏସ୍‌ପି ବା ନକଲି ଅତିରିକ୍ତ ଏସ୍‌ପିଙ୍କୁ ଗିରଫ କରିଛି ପୋଲିସ। ରଜନୀକାନ୍ତ ମହାନ୍ତି…

ଦ୍ୱନ୍ଦ୍ୱ ଦୂର କଲେ ଉଚ୍ଚଶିକ୍ଷାମନ୍ତ୍ରୀ, କହିଲେ ବ୍ଲକ୍‌ଗ୍ରାଣ୍ଟ କଲେଜକୁ ସରକାର ଟଙ୍କା ଦେବେ

ଭୁବନେଶ୍ୱର,୧୦ା୭: କେଜିରୁ ପିଜି ମାଗଣା ଶିକ୍ଷା ନେଇ ଦ୍ୱନ୍ଦ୍ୱ ଦୂର କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ସେ କହିଛନ୍ତି, ପ୍ରଫେଶନାଲ ଓ ସେଲ୍ଫ ଫାଇନାନ୍ସିଂ କୋର୍ସକୁ…

ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କହିଲେ ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୧୦ା୭: ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ନୂଆ ଆବେଦନକାରୀଙ୍କ ସମୀକ୍ଷା ପରେ ପ୍ରଭାତୀ କହିଛନ୍ତି, ସୁଭଦ୍ରା ପାଇଁ…

ପଞ୍ଚାୟତ ନିର୍ବାଚନକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ମାସରେ ହେବା ନେଇ ସୂଚନା

ଭୁବନେଶ୍ୱର,୧୦।୭: ଓଡ଼ିଶା ପଞ୍ଚାୟତ ନିର୍ବାଚନକୁ ନେଇ ଆସିଛି ଏକ ବଡ଼ ଅପଡେଟ୍‌। ଏଥର ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟାରେ ନିର୍ବାଚନ ଏପ୍ରିଲ କିମ୍ବା ମେ’ ମାସ ଆଡ଼କୁ…

ଟ୍ରାକ୍ଟର ଡାଲାରେ ବସି ଗଲେ ବିଜେଡି ନେତା, ଭିଡିଓ ଭାଇରାଲ ପରେ…

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାକୁ ବିଜେଡି ଦଳର ରାଜ୍ୟର ଏକ ଟିମ୍‌ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସ ବର୍ମାଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri