ଆନ୍ତଃ ଜିଲା ମୋବାଇଲ ଚୋର ଗିରଫ

ଭାପୁର,୬ା୧୧(ଡି.ଏନ.ଏ.)-ଜଣେ ଆନ୍ତଃଜିଲା ମୋବାଇଲ ଚୋରକୁ ନୟାଗଡ ଜିଲା ଭାପୁର ପୋଲିସ ମଙ୍ଗଳବାର ଗିରଫ କରି କୋର୍ଟ ଚାଲାଣ କରିଛି ା ଗିରଫ ଅଭିଯୁକ୍ତଙ୍କ ନାମ ଦୁର୍ଗାଚରଣ ସାହୁ(୩୮)। ତାଙ୍କ ଘର ଫତେଗଡ଼ ଥାନା ପଦ୍ମାବତୀ ଗ୍ରାମରେ।
ଯେ,ଭାପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପରିସରରେ ସମ୍ପୃକ୍ତ ଯୁବକ ସନ୍ଦେହଜନକ ଅବସ୍ଥାରେ ବୁଲୁଥିଲେ। ଏହାଦେଖି ସ୍ଥାନୀୟ କେତେକ ଯୁବକ ତାଙ୍କୁ କାବୁ କରି ପୋଲିସକୁ ହସ୍ତାନ୍ତର କରିଥିଲେ। ପୋଲିସ ତଲାସି କରି ତାଙ୍କ ଠାରୁ ୩ଟି ସ୍ମାର୍ଟ ଫୋନ ଜବତ କରିଥିଲା ା ପରବର୍ତ୍ତୀ ସମୟରେ ପୋଲିସ ଏ ସମ୍ପର୍କରେ ଅଧିକ ତଦନ୍ତ କରିବା ପରେ ଜବତ ଫୋନ୍‌ଗୁଡ଼ିକ ଭୁବନେଶ୍ୱର ବମିଖାଲ ଅଞ୍ଚଳର ସୁଶାନ୍ତ ଛୋଟରାୟ,ମଞ୍ଚେଶ୍ୱର ଅଞ୍ଚଳର ବାବୁ ବାରିକ ଏବଂ ଅଶୋକନଗର ଅଞ୍ଚଳର ପ୍ରମୋଦ କୁମାର ସାହୁଙ୍କର ବୋଲି ଜଣାପଡ଼ିଥିଲା। ସେହିପରି ଭାପୁରରେ ଥିବା ମହାବୀର ମୋବାଇଲ ଦୋକାନ ଏବଂ ଏକ ପାଥୋଲୋଜି ଲାବୋରେଟୋରିରୁ ନିକଟରେ ହୋଇଥିବା ମୋବାଇଲ ଚୋରି ଘଟଣାରେ ସେ ସମ୍ପୃକ୍ତ ଥିବା ପୋଲିସ ସନ୍ଦେହ କରୁଛି ା


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌, ଟଙ୍କା ଲୁଟ୍‌ ଘଟଣା: ୩ କୋର୍ଟ ଚାଲାଣ

ଛତ୍ରପୁର,୧୩ା୭(ଡି.ଏନ.ଏ)-ବାଇକ୍‌ ଓ ଟଙ୍କା ଲୁଟ୍‌ ଘଟଣାରେ ୩ ଅଭିଯୁକ୍ତଙ୍କୁ ଛତ୍ରପୁର ପୋଲିସ ଗିରଫ କରିଛି ।  ସେମାନେ ହେଲେ ବ୍ରହ୍ମପୁର ବଡବଜାର ଥାନା ଅଞ୍ଚଳର ରାଜ...

କାର୍ଯ୍ୟାଦେଶ, ପଟ୍ଟା ବଣ୍ଟନ : ‘ଲାଞ୍ଚକୁ ପ୍ରଶ୍ରୟ ଦିଆଯିବନାହିଁ ’

କାମାକ୍ଷାନଗର,୮।୮(ଡି.ଏନ.ଏ.)  ମୁଣ୍ଡ ଉପରେ ଛାତ ପରିବାରକୁ ସୁରକ୍ଷିତ ରଖେ। ଏହାକୁ ହୃଦୟଙ୍ଗମ କରିଛନ୍ତି ଏବେକାର ସରକାର। ଜନସାଧାରଣଙ୍କ ସୁଖସୁବିଧା ଲାଗି ଆବାସ ଯୋଜନା କାର୍ଯ୍ୟକାରୀ କରାଯାଇଛି।...

ରାଷ୍ଟ୍ରାୟତ୍ତ ଉଦ୍ୟୋଗକୁ ସୁରକ୍ଷା: ଭାରତୀୟ ମଜଦୁର ସଂଘ ପକ୍ଷରୁ ବିକ୍ଷୋଭ

ବଅଁରପାଳ,୧୦।୬(ଡି.ଏନ୍‌.ଏ.): ଲାଭଦାୟକ ସଂସ୍ଥା ବିଭିନ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ କମ୍ପାନୀଗୁଡ଼ିକୁ କେନ୍ଦ୍ର ସରକାର ଘରୋଇକରଣ କରିବା ପାଇଁ ମସୁଧା କରୁଛନ୍ତି। ଏହାର ବିରୋଧରେ ଭାରତୀୟ ମଜଦୁର ସଂଘ...

ବୁଦ୍ଧେଶ୍ୱର ଶୈବପୀଠରେ ୧୦ ହଜାର କାଉଡ଼ିଆ

ଭୁବନ,୧୨।୮(ଡି.ଏନ.ଏ.)- ଶ୍ରାବଣ ମାସର ଶେଷ ସୋମବାରରେ ଭୁବନ ବୁଦ୍ଧେଶ୍ୱର ଶୈବପୀଠରେ ୧୦ ହଜାରରୁ ଊର୍ଦ୍ଧ୍ୱ କାଉଡ଼ିଆଙ୍କ ଭିଡ଼ ଦେଖିବାକୁ ମିଳିଥିଲା। ଭୋର ୪ଟାରେ ପ୍ରଭୁଙ୍କ ପୂଜାର୍ଚ୍ଚନା...

ଅନାସ୍ଥା ବୈଠକ ସ୍ଥଗିତ: ରାତି ଅଧିଆ ଚିଠିକୁ ନେଇ ଅସନ୍ତୋଷ

ଅନୁଗୋଳ ଅଫିସ, ୧୧।୧୦-ଅନୁଗୋଳ ବ୍ଲକ ଖଲାରୀ ସରପଞ୍ଚ କନ୍ଦର୍ପ ମହାରଣାଙ୍କ ବିରୋଧରେ ଶୁକ୍ରବାର ହେବାକୁ ଥିବା ଅନାସ୍ଥା ବୈଠକ ସ୍ଥଗିତ ରହିଛି। ଗୁରୁବାର ସନ୍ଧ୍ୟା ୭ଟା...

ଆଇଶୋଲେଶନରେ ୮ କୋଲକାତା ଫେରନ୍ତା

ସିଂହପୁର,୨୩।୪(ଡିଏନଏ)- ବିଞ୍ଝାରପୁର ବ୍ଲକ ବାଛୋଳ ପଞ୍ଚାୟତର ବିଭିନ୍ନ ଗ୍ରାମକୁ ୨୮ ଦିନ ମଧ୍ୟରେ ଫେରିଥିବା ୮ଜଣ କୋଲକାତା ଫେରନ୍ତାଙ୍କୁ ସରପଞ୍ଚ ତରୁଣ କୁମାର ସାହୁ ସମିତିସଭ୍ୟ...

ଶୀଘ୍ର ନୂଆ ରୂପ ନେବ ସ୍ବର୍ଗଦ୍ୱାର

ପୁରୀ ଅଫିସ, ୨୫-୯:ଶୀଘ୍ର ନୂଆ ରୂପ ନେବ ସ୍ବର୍ଗଦ୍ୱାର। ବଦଳିବ ଏହାର ଚେହେରା। ଆଗକୁ ପୁରୀ ପାଇଁ ଯେଉଁ ବିକାଶର ଚିତ୍ର ପରିକଳ୍ପନା କରାଯାଇଛି ସେଥିରେ...

ଛଣମେରୀ ଆଦର୍ଶ ବିଦ୍ୟାଳୟ ବାସି ଖାଦ୍ୟଖାଇ ୮ ଛାତ୍ରୀ ଅସୁସ୍ଥ

ଦିଗପହଣ୍ଡି/ପାଟପୁର,୩୦ା୧୧(ଡି.ଏନ.ଏ.)-ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଛଣମେରୀ ଆଦର୍ଶ ବିଦ୍ୟାଳୟ ହଷ୍ଟେଲରେ ରହୁଥିବା ୮ ଛାତ୍ରୀ ଖାଦ୍ୟ ଖାଇବା ପରେ ଗୁରୁବାର ବିଳମ୍ବିତ ରାତିରେ ଅସୁସ୍ଥ ହୋଇପଡିଥିଲେ।...

Coronavirus Update


Archives

Model This Week

Why Dharitri