ଆନ୍ତର୍ଜାତିକ ନିଶାଦ୍ରବ୍ୟ ଅପବ୍ୟବହାର, ଅବୈଧ କାରବାର ନିରୋଧ ଦିବସ: ନିଶା ଛାଡିଥିବା ୧୦ ଜଣ ସମ୍ବର୍ନ୍ଧିତ

ଛତ୍ରପୁର,୨୬।୬(ଡି.ଏନ୍‌.ଏ): ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ଆନୁକୂଲ୍ୟରେ ବୁଧବାର ଆନ୍ତର୍ଜାତିକ ନିଶାଦ୍ରବ୍ୟ ଅପବ୍ୟବହାର ଏବଂ ଅବୈଧ କାରବାର ନିରୋଧ ଦିବସ ପାଳିତ ହୋଇଯାଇଛି । ଏ ନେଇ ପୂର୍ବାହ୍ନରେ ଛତ୍ରପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟରୁ ଏକ ସଚେତନତା ରାଲି ବାହାରି ସ୍ଥାନୀୟ ସଂସ୍କୃତି ଭବନଠାରେ ପହଞ୍ଚିିଥିଲା । ଏହାକୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ପରେ ସଂସ୍କୃତି ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲାପାଳ ଯୋଗଦେଇ କହିଥିଲେ ଯେ, ନିଶାଠାରୁ ଦୂରେଇ ରହିଲେ ଶରୀର ସୁସ୍ଥ ରହିବ । ଏହି ଅବସରରେ ନିଶା ଛାଡିଥିବା ୧୦ ଜଣଙ୍କୁ ଜିଲାପାଳ ସମ୍ବର୍ଦ୍ଧିତ କରିଥିଲେ । ସମ୍ମାନିତ ଅତିଥି ଭାବେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବିଜୟ କୁମାର ପାଣିଗ୍ରାହୀ, ଡା. ବିଭୁ କଲ୍ୟାଣ ସାହୁ, ସମର୍ଥ ଅନୁଷ୍ଠାନର ଅଧ୍ୟକ୍ଷ କେ. ଆନନ୍ଦ ରାଓ, ବ୍ରହ୍ମାକୁମାରୀ ଛତ୍ରପୁର କେନ୍ଦ୍ରର ବିଜୟଲକ୍ଷ୍ମୀ ପ୍ରମୁଖ ଯୋଗଦେଇ ନିଶା ଛାଡ଼ି ଆଧ୍ୟାତ୍ମିକ ଜ୍ଞାନ ଆହରଣ କରିବାକୁ ପରାମର୍ଶ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁପଦରରେ ନିର୍ବାଚନ ପରବର୍ତ୍ତୀ ହିଂସା

ଆସିକା,୧୪ା୩ (ଡି.ଏନ.ଏ): ଆସିକା ବ୍ଲକର ଗାଙ୍ଗପୁର ଥାନା ଅନ୍ତର୍ଗତ କେନ୍ଦୁପଦର ଗ୍ରାମରେ ଶନିବାର ରାତିରେ ନିର୍ବାଚନ ପରବର୍ତ୍ତି ହିଂସା ଦେଖାଦେଇଛି ା ଗୋଟିଏ ଗୋଷ୍ଠୀର ଆକ୍ରମଣରେ ଅପର...

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୯୦ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୫।୭(ବ୍ୟୁରୋ)-ରାଜ୍ୟରେ ରବିବାର ପୁଣି ୨୯୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ସର୍ବାଧିକ ୯୯ ଜଣ ଥିବାବେଳେ ଗଜପତିରୁ ୫୬,...

ସାପକାମୁଡ଼ାରେ ମହିଳାଙ୍କ ଜୀବନ ଗଲା

ଗଞ୍ଜାମ,୬।୯(ଡି.ଏନ୍‌.ଏ.) : ଗଞ୍ଜାମ ଏନ୍‌ଏସିର ୬ ନଂ ଓ୍ବାର୍ଡ ବ୍ରାହ୍ମଣ ଢାମଣା ସାହିର ଜଣେ ମହିଳାଙ୍କୁ ବିଷାକ୍ତ ସାପ କାମୁଡ଼ି ଦେବାରୁ ତାଙ୍କର ମୃତ୍ୟୁ ଘଟିଥିବା...

ହୋର୍ଡିଂ ଉଠାଇଲା ପ୍ରଶାସନ

ଗଞ୍ଜାମ,୧୬ା୧(ଡି.ଏନ୍‌.ଏ.): ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ତାରିଖ ଘୋଷଣା ପରେ ଆଚରଣ ବିଧି ଲାଗୁ ହୋଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ନିର୍ବାଚନ କମିଶନ ବିଭିନ୍ନ...

ଗଛ ସ୍ଥାନାନ୍ତର କାର୍ଯ୍ୟ ବିଳମ୍ବ,: ସାଧାରଣରେ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୫ା୫(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଗୋପାଳପୁରଠାରୁ ରାଇପୁରକୁ ଜାତୀୟ ରାଜପଥ ସଂଯୋଗ ହୋଇଛି। ଏହାର ସଂପ୍ରସାରଣ କାର୍ଯ୍ୟ ଏବେ ବାଲିଗୁଡ଼ାଠାରୁ ଦାରିଙ୍ଗବାଡ଼ି ପର୍ଯ୍ୟନ୍ତ...

ସର୍ବସାଧାରଣଙ୍କ ଦର୍ଶନ ପାଇଁ ବନ୍ଦ ରହିବ ସିଦ୍ଧି ବିନାୟକ ପୀଠ: ଜିଲାପାଳ

ବ୍ରହ୍ମପୁର ଅଫିସ,୧୯ା୮: ଗଣେଶ ପୂଜା ଆସନ୍ତା ୨୨ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବେଳେ କରୋନା କଟକଣା ଯୋଗୁ ସର୍ବସାଧାରଣଙ୍କ ପାଇଁ ଦର୍ଶନ ପାଇଁ ବନ୍ଦ...

ସଙ୍ଗରୋଧ ଗୃହରେ ଟଳି ପଡିଲେ ସୁରଟ ଫେରନ୍ତା

ପୋଲସରା,୮ା୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପୋଲସରା ବ୍ଲକ ଢୁଙ୍କାପଡା ପଞ୍ଚାୟତସ୍ଥିତ ଢୁଙ୍କାପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ସଙ୍ଗରୋଧ ଗୃହରେ ୬୯ଜଣ ସୁରଟ ଫେରନ୍ତା ବୁଧବାର ଆସି ରହିଥିଲେ।...

ଓଡ଼ିଶା ଯୁବକଙ୍କୁ ଉଠାଇ ନେଲା ଗୁଜରାଟ ପୋଲିସ

ଦିଗପହଣ୍ଡି,୯।୧(ଡି.ଏନ୍‌.ଏ.): ଗଞ୍ଜେଇ ଚୋରା ଚାଲାଣ ରାକେଟର ଚେର ଓଡ଼ିଶାରୁ ଗୁଜରାଟକୁ ଲମ୍ବିଛି। ଚୋରା ଚାଲାଣ ରାକେଟର ମୁଖ୍ୟଙ୍କୁ ଗୁଜରାଟ କ୍ରାଇମବ୍ରାଞ୍ଚ ପୋଲିସ ପାଟପୁର ପୋଲିସ ସହାୟତାରେ...

Advertisement
Archives

Model This Week