ଆନ୍ଧ୍ରକୁ ବେଆଇନ ବାଲି ଚାଲାଣ: ୮ ଟ୍ରକ୍‌ ଜବତ

ଚିକିଟି,୨୮ା୫(ଡି.ଏନ.ଏ.)-ଚିକିଟି ବ୍ଲକ୍‌ ଗିରିସୋଲା ଗ୍ରାମ ନିକଟରେ ପଡୋଶୀ ରାଜ୍ୟ ଆନ୍ଧ୍ରକୁ ବେଆଇନ୍‌ ବାଲି ଚାଲାଣ ହେଉଥିବାବେଳେ ଗୁରୁବାର ଚିକିଟି ତହସିଲ୍‌ଦାର ହରପ୍ରସାଦ ଭୋଇ ଚଢାଉ କରି ୮ଟି ଟ୍ରକ୍‌ ଜବତ କରିଛନ୍ତି। କୌଣସି ସୂତ୍ରରୁ ଖବରପାଇ ତହସିଲ୍‌ଦାର ହରପ୍ରସାଦ ଘଟଣାସ୍ଥଳରେ ପହଞ୍ଚି ଉକ୍ତ ଗାଡି ଗୁଡିକୁ ଏସ୍‌ଡିପିଓ ସୁରେନ୍ଦ୍ର ନାଥ ମୂର୍ମୁଙ୍କ ସହାୟତାରେ ଜବତ କରିଥିଲେ। ଜବତ ଗାଡି ଗୁଡିକୁ ଗୋଳନ୍ଥରା ଥାନା ପରିସରକୁ ଅଣାଯାଇ ତଦନ୍ତ ଜାରି ରହିଥିବା ତହସିଲଦାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

୭ ଦିନ ବନ୍ଦ ରହିବ ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ: ପଛରେ ରହିଛି ଏମିତି କାରଣ

ଭଞ୍ଜନଗର,୧୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ପରିସରରେ ହୋଇଥିବା ରାଜ୍ୟର ଏକ ମାତ୍ର ସରକାରୀ ୱାଟର ପାର୍କକୁ ଗତ ମାସରେ ଅନିର୍ଦ୍ଦିଷ୍ଟ…

ଦୁର୍ଘଟଣା ଘଟାଉଛି ଜମିହିଡ଼ ଭଳି ହମ୍ପସ୍‌, ବାଇକରୁ ଖସିପଡ଼ି ମହିଳା…

ଦିଗପହଣ୍ଡି, ୧୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମେଡିକାଲ ଛକ ସାହାଣୀ ସାହି ନିକଟରେ ନିର୍ମିତ ଏକ ଅବୈଜ୍ଞାନିକ ହମ୍ପସ୍‌ରେ ବାଇକରୁ ଖସିପଡ଼ି ଜଣେ ମହିଳା…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

କୈଠଖଣ୍ଡି ଗାଁ ଛକରେ ଜୁଆ ଖେଳ ଚାଲିଥିବା ବେଳେ ପୋଲିସ ଚଢାଉ: ୫ ଜୁଆଡ଼ି ଗିରଫ, ଟଙ୍କା-ବାଇକ…

ଦିଗପହଣ୍ଡି, ୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ଗାଁ ଛକରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଦିଗପହଣ୍ଡି ପୋଲିସ ଟିମ୍ ଅତର୍କିତ…

ଟଙ୍କା ନେଲେ ହେଲେ ଘର ଆଉ ଜମି ରେଜିଷ୍ଟ୍ରି କଲେନି, ଗଣ୍ଡଗୋଳ ପରେ ହତ୍ୟା ଉଦ୍ୟମ: ଅଭିଯୁକ୍ତ ବୃଦ୍ଧ ଗଲେ ଜେଲ୍

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମର ୬୧ ବର୍ଷୀୟ ବୃଦ୍ଧ ବି. କାଳିଆଙ୍କୁ ଏକ ହତ୍ୟା ଉଦ୍ୟମ ମାମଲାରେ ଦିଗପହଣ୍ଡି ପୋଲିସ…

“ଆଟ୍ ହୋମ୍” କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶିକ୍ଷକ ଅଜିତ ସେଠୀ

ଛତ୍ରପୁର,୧୩|୮(ଦିଲ୍ଲୀପ ସାମଲ / ଦ୍ଵାରିକା ପଟନାୟକ): ଆଗାମୀ ସ୍ୱାଧୀନତା ଦିବସ ଅବସରରେ ରାଜଭବନ ତଥା ଲୋକ ସେବା ଭବନରେ ଆୟୋଜିତ ହେବାକୁ ଥିବା ସ୍ୱତନ୍ତ୍ର “ଆଟ୍ ହୋମ୍”…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri