ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ହେଲେ ବିଶ୍ୱଭୂଷଣ ହରିଚନ୍ଦନ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ବରିଷ୍ଠ ଭାଜପା ନେତା ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ନିଯୁକ୍ତି ଦିଆଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର ତାଙ୍କୁ ଏହି ନିଯୁକ୍ତି ପ୍ରଦାନ କରିଥିବା ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଏ ନେଇ ସୂଚନା ପାଇବା ପରେ ବିଶ୍ୱଭୂଷଣ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ଧନ୍ୟବାଦ ଜଣାଇଛନ୍ତି। ତେବେ ତାଙ୍କୁ ରାଜ୍ୟପାଳ କରାଯିବା ପଛରେ କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଏକ ପ୍ରମୁଖ ଭୂମିକା ରହିଛି ବୋଲି ସେ କହିଛନ୍ତି।

ପ୍ରକାଶଯୋଗ୍ୟ, ୧୯୩୪ ମସିହାରେ ଜନ୍ମିତ ବିଶ୍ୱଭୂଷଣ ଭାଜପାର ଜଣେ ତୁଙ୍ଗ ନେତା ଭାବେ ପରିଚିତ। ସେ ବିଜୁ ପଟ୍ଟନାୟକ ଏବଂ ନବୀନ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ତୁଲାଇଥିଲେ। ଏହାସହ ବହୁବାର ରାଜ୍ୟ ଭାଜପା ସଭାପତି, ଭାଜପା ବିଧାୟକ ଦଳର ନେତା ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥାନା ବୋଲେରୋ ଧରି ଛୁ

ଢେଙ୍କାନାଳ ଅଫିସ, ୧୫।୯: ସନ୍ଦେହ ଜନକ ଅବସ୍ଥାରେ ରାତିରେ ରାସ୍ତାରେ ବୁଲୁଥିବାବେଳେ ଉଠାଇ ଆଣିଥିଲା ପୋଲିସ। ଅସ୍ବାଭାବିକ ଆଚରଣରୁ ମାନସିକ ଭିନ୍ନକ୍ଷମ ହୋଇଥିବା ଅନୁମାନ କରି...

ବାଗ୍‌ଚୀ ଦମ୍ପତିଙ୍କ ସହ କଥା ହୋଇ ଧନ୍ୟବାଦ ଜଣାଇଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୩।୪(ବ୍ୟୁରୋ): ଭୁବନେଶ୍ୱରରେ କ୍ୟାନ୍‌ସର ହସ୍ପିଟାଲ ଓ ଏକ କେୟାର ସେଣ୍ଟର ପ୍ରତିଷ୍ଠା ପାଇଁ ସୁବ୍ରତୋ ବାଗ୍‌ଚୀ ଓ ସୁସ୍ମିତା ବାଗ୍‌ଚୀ ୩୪୦ କୋଟି ଟଙ୍କା...

୨୬୧ କୋଚରେ ଆଇସୋଲେଶନ ୱାର୍ଡ ପ୍ରସ୍ତୁତ କରୁଛି ପୂର୍ବତଟ ରେଳପଥ

ଭୁବନେଶ୍ୱର,୪।୪: କରୋନା ବିରୋଧୀ ଲଢେଇରେ ପୂର୍ବତଟ ରେଳପଥ ଏହାର ଯୋଗଦାନ ରଖିଛି। ମୋଟ ୨୬୧ କୋଚ୍ ମଧ୍ୟରୁ ରେଳପଥ ପକ୍ଷରୁ ଭୁବନେଶ୍ୱର କୋଚିଂ ଡିପୋରେ ୪୬...

ଭୁବନେଶ୍ୱରରୁ ରଙ୍ଗେଇଲୁଣ୍ଡାକୁ ମାସରେ ୯ ଦିନ ଉଡ଼ିବ ବିମାନ

ଭୁବନେଶ୍ୱର,୩ା୪(ବ୍ୟୁରୋ):  ଭୁବନେଶ୍ୱରରୁ-ରଙ୍ଗେଇଲୁଣ୍ଡା, ରଙ୍ଗେଇଲୁଣ୍ଡାରୁ ଭୁବନେଶ୍ୱର ବିମାନ ଉଡ଼ାଣର ତାରିଖ ଓ ସମୟ ଧାର୍ଯ୍ୟ କରିଛନ୍ତି ବିଜୁ ପଟ୍ଟନାୟକ ବିମାନ ବନ୍ଦର ନିର୍ଦ୍ଦେଶକ। ସପ୍ତାହକୁ ୨ଦିନ ଏବଂ ମାସକୁ...

ରାଜଧାନୀ ପ୍ରତିଷ୍ଠା ଦିବସକୁ ଡକାଗଲା ନାହିଁ: ମୁଖ୍ୟମନ୍ତ୍ରୀଙ୍କୁ ଫେରାଦ ହେଲେ ଅପରାଜିତା

ଭୁବନେଶ୍ୱର,୧୩।୪(ବ୍ୟୁରୋ): ବୁଧବାର ଭୁବନେଶ୍ୱରର ୭୪ତମ ପ୍ରତିଷ୍ଠା ଦିବସ। ଦୁଇ ବର୍ଷ ଧରି କରୋନା କଟକଣାକୁ ନେଇ ଉତ୍ସବ ପାଳନ ହୋଇ ନ ଥିବାବେଳେ ଚଳିତ ବର୍ଷ...

ସ୍କୁଲରୁ ଅଲିମ୍ପିକ୍ସ ପ୍ରସ୍ତୁତି

ଭୁବନେଶ୍ୱର,୨୫।୫(ବ୍ୟୁରୋ): ପାଠଶାଳାରୁ ଆରମ୍ଭ ହେବ ଅଲିମ୍ପିକ୍ସ ପ୍ରସ୍ତୁତି। ଛାତ୍ରୀଛାତ୍ର ସ୍କୁଲ ସମୟରୁ ଅଲିମ୍ପିକ୍ସର ମୂଲ୍ୟ ବୁଝିବେ। ସ୍କୁଲରେ ଦିଆଯିବ ଅଲିମ୍ପିକ୍ସ ମୂଲ୍ୟବୋଧ ଶିକ୍ଷା। ଆମେରିକା, ଚାଇନା...

୫ ଶ୍ରେଣୀ ପାଇଁ ଗୋଟିଏ କୋଠରି

ନାଉଗଁ। ,୨୭।୧୦(ସ୍ବ.ପ୍ର.):ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶିକ୍ଷକମାନଙ୍କୁ ବିଭିନ୍ନ ପ୍ରକାର ତାଲିମ୍‌ ଦିଆଯାଇ ପିଲାଙ୍କ ମାନସିକ,ବୈାଦ୍ଧିକ ବିକାଶ ଉପରେ ଗୁରୁତ୍ୱ ଦିଆଯାଉଛି। ମାତ୍ର ନାଉଗଁ।...

୧୭ରୁ ତୃତୀୟରୁ ନବମ ଶ୍ରେଣୀ ମିଡ୍‌-ଟର୍ମ ଆସେସ୍‌ମେଣ୍ଟ

ଭୁବନେଶ୍ୱର, ୧୫।୧୧(ବ୍ୟୁରୋ):ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲରେ ତୃତୀୟରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ମିଡ୍‌-ଟର୍ମ ଆସେସ୍‌ମେଣ୍ଟ ଆସନ୍ତା ୧୭ ତାରିଖରୁ ଆରମ୍ଭ...

Advertisement
Archives

Model This Week