ଆନ୍ଧ୍ର ପ୍ରଦେଶରେ ପ୍ରଥମ କରୋନା ସଂକ୍ରମିତଙ୍କ ମୃତ୍ୟୁ

ହାଇଦ୍ରାବାଦ,୩।୪: ଆନ୍ଧ୍ରପ୍ରଦେଶରେ ପ୍ରଥମ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ମାର୍ଚ୍ଚ ୩୦ରେ ଜଣେ ୫ ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ବେଳେ ସେ କରୋନାରେ ପୀଡ଼ିତ ଥିବା କୁହାଯାଉଛି। ଏହାସହ ଉକ୍ତ ବ୍ୟକ୍ତି ଜଣକ ଡାଇବେଟିସ୍‌ ଓ ହୃଦରୋଗରେ ମଧ୍ୟ ପୀଡ଼ିତ ଥିଲେ। ଉକ୍ତ ବ୍ୟକ୍ତିଙ୍କ ପୁଅ ଦିଲ୍ଲୀ ଗସ୍ତ କରିଥିବା ବେଳେ ମାର୍ଚ୍ଚ ୧୭ରେ ବିଜୟଓ୍ବାଡା ଫେରିଥିଲେ। ସେ ମଧ୍ୟ କରୋନାରେ ପୀଡ଼ିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତର କୁହୁଡ଼ି ତାଜମହଲକୁ ଦେଲା ଲୁଚାଇ

ଆଗ୍ରା,୩୦।୧୨: ରାଜଧାନୀ ଦିଲ୍ଲୀ ସହିତ ଉତ୍ତର ଭାରତର କେତେକ ରାଜ୍ୟରେ ଶୀତ ଲହରି ଜାରି ରହିଛି। ଏହି ଶୀତ ଶହ ଶହ ବର୍ଷର ରେକର୍ଡ ଭାଙ୍ଗିଥିବା...

ଆଇବି ଅଫିସର ହତ୍ୟା ପଛରେ ବଡ଼ ଷଡ଼ଯନ୍ତ୍ର

ନୂଆଦିଲ୍ଲୀ,୪ା୬: ଉତ୍ତରପୂର୍ବ ଦିଲ୍ଲୀରେ ଦଙ୍ଗା ସୃଷ୍ଟି କରିବା ଏବଂ ଗୋଇନ୍ଦା ବ୍ୟୁରୋ (ଆଇବି) ଅଫିସର ଅଙ୍କିତ୍‌ ଶର୍ମାଙ୍କୁ ହତ୍ୟା ପଛରେ ଗଭୀର ଷଡ଼ଯନ୍ତ୍ର ଥିଲା। ନିଲମ୍ବିତ...

ଅବ୍ବା ଜାନ୍‌ ପରେ ଚାଚା ଜାନ୍‌ଙ୍କ ଏଣ୍ଟ୍ରି, ଭାଜପାକୁ ଟାର୍ଗେଟ…

ଲକ୍ଷ୍ନୌ,୧୫।୯: ଆସନ୍ତା ବର୍ଷ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ରାଜ୍ୟରେ ଅବ୍ବା ଜାନ୍‌କୁ ନେଇ ରାଜନୀତି ସରଗରମ ରହିଛି। ଏପରିସ୍ଥଳେ ରାଜ୍ୟରେ ଚାଚା ଜାନ୍‌ଙ୍କ...

ତାମିଲନାଡୁ ବାଣ କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ

ବିରୁଧନଗର,୧୨ ।୨: ତାମିଲନାଡୁର ବିରୁଧନଗରରେ ଥିବା ଏକ ବାଣ କାରଖାନାରେ ଶୁକ୍ରବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏଥିରେ ଏପର୍ଯ୍ୟନ୍ତ ୬ ଜଣଙ୍କ ମୃତ୍ୟୁ ହୋଇଥିବା...

ଭାରତରେ କରୋନାଜନିତ ୫୦ଲକ୍ଷ ମୃତ୍ୟୁ: ରିପୋର୍ଟ

ଓ୍ବାଶିଂଟନ୍‌,୨୧।୭: କରୋନା ଦ୍ୱିତୀୟ ଲହର ଏବେ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। କରୋନା ଦୈନିକ ସଂକ୍ରମଣ ସ୍ଥିର ରହୁଥିବା ବେଳେ ସମ୍ଭାବ୍ୟ ତୃତୀୟ ଲହରର ବିପଦ...

ନିରନ୍ତର କୋଇଲା ଯୋଗାଣ ନେଇ ପଦକ୍ଷେପ

ଲକ୍‌ଡାଉନ ସମୟରେ ଜରୁରୀକ୍ଷେତ୍ରଗୁଡିକୁ ନିରନ୍ତର କୋଇଲା ଯୋଗାଣ ଜାରି ରଖିବା ଲାଗି କୋଇଲା ମନ୍ତ୍ରଣାଳୟ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଏବେ ଦେଶର ଶକ୍ତି...

ପଙ୍ଗପାଳ ଘଉଡ଼େଇବା ପାଇଁ ବାଜୁଛି ଡିଜେ

ଭୋପାଳ,୨୮।୫: ଭାରତ ଉପରେ ଗୋଟିଏ ପରେ ଗୋଟିଏ ବିପଦ ମାଡ଼ି ଆସୁଛି। ଏବେ ଉତ୍ତରପୂର୍ବ ଭାରତର ୫ ରାଜ୍ୟର ଚାଷ ଜମିରେ ପାକିସ୍ତାନୀ ପଙ୍ଗପାଳ ଆତଙ୍କ...

ପାକିସ୍ତାନ ଯିବାକୁ ଏସ୍‌. ଜୟଶଙ୍କରଙ୍କୁ ପୁଣି ଚିଠି ଲେଖିଲେ ସିଦ୍ଧୁ

ଚଣ୍ଡିଗଡ,୭।୧୧: ପୂର୍ବତନ କ୍ୟାବିନେଟ୍‌ ମନ୍ତ୍ରୀ ତଥା କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁଙ୍କ ପାକିସ୍ତାନ ପ୍ରେମର ଆଉ ଏକ ନମୁନା ଦେଖିବାକୁ ମିଳିଛି। ଗୁରୁ ନାନକ...

Advertisement
Archives

Model This Week