Posted inଜାତୀୟ

ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଜଗନ ମୋହନ

ହାଇଦ୍ରାବାଦ,୩୦।୫: ଓ୍ବାଏସ୍‌ଆର୍‌ କଂଗ୍ରେସର ମୁଖ୍ୟ ଓ୍ବାଇ. ଏସ୍‌. ଜଗନ ମୋହନ ରେଡ୍ଡି ଗୁରୁବାର ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ । ଆନ୍ଧ୍ରର ବିଭାଜନ ପରେ ସେ ଦ୍ୱିତୀୟ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଅପରାହ୍ନ ୧୨ଟା ୨୩ରେ ୪୬ ବର୍ଷୀୟ ଜଗନ ମୋହନ ରେଡ୍ଡି ଆଇଜିଏମ୍‌ସି ଷ୍ଟାଡିୟମରେ ପଦ ଓ ଗୋପନୀୟତାର ଶପଥ ନେବେ। ଗତ ସାଧାରଣ ନିର୍ବାଚନରେ ତାଙ୍କ ଦଳ ବିଧାନସଭାର ମୋଟ ୧୭୫ ଆସନରୁ ୧୫୧ ଓ ଲୋକ ସଭାର ୨୫ରୁ ୨୨ଆସନରେ ବିଜୟ ଲାଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri