ଆନ୍ଧ୍ର ଫେରନ୍ତା ପରିବାରକୁ କ୍ୱାରାଣ୍ଟାଇନରେ ରଖାଗଲା

ବଇଣ୍ଡା,୯।୫(ଡି.ଏନ.ଏ.)-ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ଅଞ୍ଚଳକୁ ଆନ୍ଧ୍ରରୁ ଆସିଥିବା ଗୋଟିଏ ପରିବାରର ୩ ସଦସ୍ୟଙ୍କୁ ନୁନୁକାପଶି ପଞ୍ଚାୟତ ଓ ହଣ୍ଡପା ପୋଲିସ ପକ୍ଷରୁ ଶନିବାର ବଇଣ୍ଡା ରାମଦେଓ ହାଇସ୍କୁଲଠାରେ ଥିବା କ୍ୱାରାଣ୍ଟାଇନ ସେଣ୍ଟରରେ ରଖାଯାଇଛି। ସେମାନଙ୍କ ମଧ୍ୟରେ ଜଣେ ମହିଳା ଓ ୨ ଜଣ ଶିଶୁ ରହିଛନ୍ତି। ପଞ୍ଚାୟତ ପକ୍ଷରୁ ସେମାନଙ୍କୁ ସମସ୍ତ ସୁବିଧା ଯୋଗାଇ ଦିଆଯାଇଥିବା ସରପଞ୍ଚ ଜଳଧର ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଂସ ଦୋକାନୀଙ୍କୁ ଆକ୍ରମଣ, ଅଷ୍ଟପ୍ରହର ପାଇଁ ଦେଇ ନ ଥିଲେ ଚାନ୍ଦା

ଛେଣ୍ଡିପଦା,୧୭।୨(ସ୍ବ.ପ୍ର.) ଛେଣ୍ଡିପଦା ଥାନା କୋଶଳା ଗ୍ରାମରେ ଅଷ୍ଟପ୍ରହର ଚାନ୍ଦା ନ ଦେବାରୁ ଜଣେ ମାଂସ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ...

‘ଶିକ୍ଷକଙ୍କ ସମସ୍ୟା ବୁଝନ୍ତୁ ସରକାର’

ବଇଣ୍ଡା,୩।୧୨(ଡି.ଏନ.ଏ.) ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ପ୍ରାଥମିକ ବିଦ୍ୟାଳୟ ପରିସରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ ଆଠମଲ୍ଲିକ ଶାଖା ପକ୍ଷରୁ ଶିକ୍ଷକ ସମସ୍ୟାକୁ ନେଇ ଏକ ଆଲୋଚନାଚକ୍ର...

ଅନ୍‌ଲାଇନ୍‌ ପାଠପଢ଼ାକୁ ନେଟ୍‌ଓ୍ବର୍କ ଅଫ୍‌ଲାଇନ

ଅନୁଗୋଳ ଅଫିସ, ୧୮।୫:  ସ୍ମାର୍ଟଫୋନ ଥିଲେ ବି ଆସୁନି ନେଟଓ୍ବର୍କ। ଗାଁ ଡେଇଁ ପାଞ୍ଚ କୋଶ ଗଲେ ହୋଇପାରୁଛି ଯୋଗାଯୋଗ। ଦୈନିକ ଏପରି ଅସୁବିଧା ଭିତରେ କିପରି...

ନିର୍ମାଣ ଚାଲିଛି ଆଠମଲ୍ଲିକ-ଧଳପୁର ବ୍ରିଜ: କାମ ସରିଲେ ସେତୁ ରଚିବ କୀର୍ତ୍ତିମାନ

ବଇଣ୍ଡା, ୨୩।୮: ଧାର୍ଯ୍ୟ ଅବଧି ୮ ମାସ ତଳୁ ଶେଷ ହେଲାଣି। ତଥାପି ମହାନଦୀ ଉପରେ ନିର୍ମାଣ ସରୁନି ଓଡ଼ିଶାର ସବୁଠୁ ଲମ୍ବା ସେତୁର ଗୌରବ...

ଏନ୍‌ଟିପିସି ମୁଖ୍ୟ ମହାପ୍ରବନ୍ଧକଙ୍କ ପଦୋନ୍ନତି

ତାଳଚେର, ୨୧ା୭(ନି.ପ୍ର.) – କଣିହାଁ ସ୍ଥିତ ଏନ୍‌ଟିପିସିର ମୁଖ୍ୟ ମହାପ୍ରବନ୍ଧକ ରମେଶବାବୁ ଭିଙ୍କ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ (ଇଡି) ଭାବେ ପଦୋନ୍ନତି ହୋଇଛି। ଗତ ୧୭ରେ ସେ...

ସୀମାନ୍ତ ଗାଁ ଗାଙ୍ଗିଯୋଡ଼ିକୁ ଅବହେଳାର ଅନ୍ତ ନାହିଁ: ଘର ଅନୁଗୋଳ, ସ୍କୁଲ ଢେଙ୍କାନାଳ

ବଅଁରପାଳ, ୭।୬ (ଉପେନ୍ଦ୍ର ରାଉତ)- ସଭିଏଁ ପଢ଼ିବେ। ସେଥିପାଇଁ ସ୍କୁଲ ଶିକ୍ଷାକୁ ବାଧ୍ୟତାମୂଳକ କରିଛନ୍ତି ସରକାର। କିନ୍ତୁ ଶିକ୍ଷାନୁଷ୍ଠାନଟିଏ ନ ଥିଲେ କେମିତି ଏହା ସମ୍ଭବ...

୪୦ ହଜାର ଟଙ୍କା ଜରିମାନା ଆଦାୟ

ଅନୁଗୋଳ ଅଫିସ, ୨୬।୪ – ଅନୁଗୋଳ ପୋଲିସ ପକ୍ଷରୁ ଶନିବାର ଥାନା ଛକରେ ଗାଡ଼ି ଯାଞ୍ଚ କରାଯାଇ ୫୦ ଜଣଙ୍କଠାରୁ ୪୦ ହଜାର ଟଙ୍କାର ଜରିମାନା...

କେନ୍ଦୁପତ୍ର ବୋଝେଇ ମିନି ଟ୍ରକ ଜବତ

ବଇଣ୍ଡା,୩୦।୮(ଡି.ଏନ.ଏ.)-କିଶୋରନଗର ବ୍ଲକ ହଣ୍ଡପା ଥାନା ଆଶ୍ରୁବାହାଳ ଗ୍ରାମରୁ ଗୁରୁବାର ବିଳମ୍ବିତ ରାତିରେ ଏକ ଚୋରା କେନ୍ଦୁପତ୍ର ବୋଝେଇ ଟ୍ରକକୁ ବଇଣ୍ଡା ଫାଣ୍ଡି ପୋଲିସ ଜବତ କରିଛି।...

Advertisement
Archives

Model This Week