Posted inଜାତୀୟ

ଆପତ୍ତିଜନକ ଅବସ୍ଥାରେ ପ୍ରେମୀ ଯୁଗଳଙ୍କୁ ଦେଖି ତୁରନ୍ତ ବିବାହ କରାଇଦେଲେ ଗ୍ରାମବାସୀ

ପାଟନା,୧୦।୯: ବିହାରର ସୁପୌଲ ଜିଲାରେ ଏକ ପ୍ରେମୀ ଯୁଗଳଙ୍କୁ ଆପତ୍ତିଜନକ ସ୍ଥିତିରେ ଦେଖିବା ପରେ ଗ୍ରାମବାସୀ ରାଗି ଯାଇଥିଲେ। ଆଉ ଏହାର ଫଳ ସ୍ବରୂପ ସେମାନେ ଯୋର ଜବରଦସ୍ତ ପ୍ରେମୀ ଯୁଗଳଙ୍କୁ ନିକଟରେ ଥିବା ମନ୍ଦିରକୁ ନେଇ ବିବାହ କରାଇ ଦେଇଥିବା ଜଣାପଡିଛି। ଏହି ଘଟଣା ସୋମବାର ସୁପୌଲର କରଜାଇନ ଥାନା ଅଞ୍ଚଳରେ ଘଟିଥିବା ଜଣାପଡିଛି। ଗଡରିଆ ଗାଁର ଜଣେ ଯୁବକ ନିକଟସ୍ଥ ଜଣେ ଯୁବତୀଙ୍କୁ କିଛି ବର୍ଷ ଧରି ପ୍ରେମ କରୁଥିବା ବେଳେ ତାଙ୍କ ସହ ଶାରୀରିକ ସମ୍ପର୍କ ମଧ୍ୟ ରଖିଥିଲେ। ହେଲେ ବିବାହ କଥା ଉଠିଲେ ଯୁବକ ଜଣଙ୍କ ଏହାକୁ ଏଡାଇ ଯାଉଥିଲେ। ଏବେ ଏହି କଥା ଗାଁ ଲୋକଙ୍କ ନଜରରେ ପଡିବାରୁ ଏମାନେ ଦୁହିଁଙ୍କ ବିବାହ କରାଇ ଦେଇଛନ୍ତି। ଏହି ବିବାହରେ ଝିଅଟି ଖୁସିଥିବା ପ୍ରକାଶ କରିବା ବେଳେ ଯୁବକ ଜଣଙ୍କ କହିଛନ୍ତି ସେ ଯୁବତୀଙ୍କ ସହ ସେମିତି କିଛି ସମ୍ପର୍କ ରଖି ନ ଥିଲେ କେବଳ ଫୋନରେ କଥା ହେଉଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜମ୍ମୁ କଶ୍ମୀର ଅନନ୍ତନାଗରେ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର,୧୨।୬: ଜାମ୍ମୁ କାଶ୍ମୀରର ଅନ୍ତନାଗ କେପି ରୋଡ଼ରେ ବୁଧବାର ଆତଙ୍କବାଦୀ ଆକ୍ରମଣ ହୋଇଛି। ଏହି ଆକ୍ରମଣରେ ସିଆରପିଏଫର ୫ଜଣ ଯବାନ ଶହୀଦ ହୋଇଛନ୍ତି। ଏଥିସହ ଯବନାଙ୍କ...

କେମିକାଲ ପ୍ଲାଣ୍ଟ ଗ୍ୟାସ ଲିକ୍‌ ମାମଲା: ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ମୋଦି

ନୂଆଦିଲ୍ଲୀ,୭।୫: ଆନ୍ଧ୍ରପ୍ରଦେଶର ବିଶାଖାପଟନମରେ ଏକ କେମିକାଲ ପ୍ଲାଣ୍ଟରେ ଗୁରୁବାର ସକାଳେ ହୋଇଥିବା ଗ୍ୟାସ ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆନ୍ଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇଏସ୍‌...

କରୋନା ସମୟରେ ବିଶ୍ୱ ରେକର୍ଡ: ଏକ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ପାଠ କଲେ ହନୁମାନ ଚାଳିସା

ପ୍ରୟାଗରାଜ, ୧୭।୮: କରୋନା ମହାମାରୀକୁ ସମାପ୍ତ କରିବା ପାଇଁ ଏବଂ ଏଥିରେ ଆକ୍ରାନ୍ତଙ୍କୁ ମାନସିକସ୍ତରରେ ଦୃଢ଼ କରିବା ଲାଗି ହନୁମାନ ଚାଳିସାକୁ ସାମୁହିକ ଭାବେ ଏକ...

ବେଲୁର ମଠରେ ମୋଦି

କୋଲକାତା,୧୨।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତାଙ୍କର ଦୁଇ ଦିନିଆ ପଶ୍ଚିମବଙ୍ଗ ଗସ୍ତ କରିଛନ୍ତି। ଦ୍ୱିତୀୟ ଦିନ ଅର୍ଥାତ୍‌ ରବିବାର ହାଓ୍ବଡାରେ ଥିବା ରାମକ୍ରିଷ୍ଣ ପରମହଂସଙ୍କ...

ସୁପ୍ରିମକୋର୍ଟରେ ଶ୍ରୀମନ୍ଦିର ଜମି ବିକ୍ରି ମାମଲା

ନୂଆଦିଲ୍ଲୀ, ୨୬ା୩: ଶ୍ରୀମନ୍ଦିର ଜମି ବିକ୍ରି କରିବାକୁ ନେଇ ରାଜ୍ୟ ସରକାର ଯେଉଁ ନିଷ୍ପତ୍ତି ନେଇଛନ୍ତି, ତାକୁ ବିରୋଧ କରି ସୁପ୍ରିମକୋର୍ଟରେ ଏକ ଜନସ୍ବାର୍ଥ ମାମଲା...

ପିଓକେରେ ଆତଙ୍କବାଦୀଙ୍କ ରାଲି କରିବାକୁ ପ୍ରସ୍ତୁତ ହେଉଛି ହାଫିଜ

ନୂଆଦିଲ୍ଲୀ,୧୦।୧୦: ଆତଙ୍କବାଦୀ ସଙ୍ଗଠନ ଜମାତ-ଉଦ୍‌-ଦାଓ୍ବାର ମୁଖ୍ୟ ହାଫିଜ ସୟିଦ ଆସନ୍ତା ୧୪ ତାରିଖରେ ପିଓକେରେ ଆତଙ୍କବାଦୀଙ୍କ ରାଲି କରିବାକୁ ପ୍ରସ୍ତୁତ ହେଉଥିବା ଖବର ମିଳିଛି। ଏହି...

୪ ମାସ ପରେ ଜେଲ୍‌ରୁ ବାହାରିଲେ ଆଶିଷ…

ଲଖିମପୁର, ୧୫।୨ : ଉତ୍ତରପ୍ରଦେଶ ଲଖିମପୁର ଖେରି ମାମଲାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଜାମିନ୍‌ ମିଳିଛି। ୪ ମାସ ପରେ ସେ ଲଖିମପୁର ଜେଲ୍‌ରୁ...

ହାଇକୋର୍ଟ ମୁଖ୍ୟ ବିଚାରପତି ପଦ ପାଇଁ ୫ ନାମ ସୁପାରିସ

ନୂଆଦିଲ୍ଲୀ,୧୮।୫: ଭାରତର ପ୍ରଧାନ ବିଚାରପତି ଏନ୍‌.ଭି. ରମନାଙ୍କ ଅଧ୍ୟକ୍ଷତାରେ ସୁପ୍ରିମକୋର୍ଟ କଲେଜିୟମ ବିଭିନ୍ନ ହାଇକୋର୍ଟର ମୁଖ୍ୟ ବିଚାରପତି ପଦବୀକୁ ପଦୋନ୍ନତି ନିମନ୍ତେ ୫ ବିଚାରପତିଙ୍କ ନାମ...

Advertisement
Archives

Model This Week