ଆପୋଲୋ ହସ୍ପିଟାଲର ଜଣେ ମହିଳା କର୍ମଚାରୀଙ୍କୁ କରୋନା

ଭୁବନେଶ୍ୱର,୧୨।୬(ବ୍ୟୁରୋ): ଆପୋଲୋ ହସ୍ପିଟାଲ୍‌ର ଜଣେ ମହିଳା କର୍ମଚାରୀ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେ ଗାଡ଼କଣା ଅଞ୍ଚଳର ୪୬ ବର୍ଷୀୟା ମହିଳା ବୋଲି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି।

ତେବେ ଭୁବନେଶ୍ୱରରୁ ଶୁକ୍ରବାର ଚିହ୍ନଟ ହୋଇଥିବା ୨ ଆକ୍ରାନ୍ତଙ୍କ ମଧ୍ୟରୁ ଅନ୍ୟଜଣେ ନୟାପଲ୍ଲୀ ଅଞ୍ଚଳର ୩୦ ବର୍ଷୀୟ ପୁରୁଷ ଅଛନ୍ତି। ସେହିଭଳି ସହରର ୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜିଜିପି କଲୋନୀ ବାଲିଆପାଠ ବସ୍ତିର ଜଣେ ୪୦ ବର୍ଷୀୟ ପୁରୁଷ, ଘାଟିକିଆ କଳିଙ୍ଗ ଷ୍ଟୁଡିଓ ବସ୍ତିର ୨୬ ବର୍ଷୀୟ ପୁରୁଷ, ଡୁମ୍‌ଡୁମାର ରଘୁନାଥନଗରର ୫୦ ବର୍ଷୀୟ ପୁରୁଷ, ନୟାଗଡ଼ ଜିଲା ବାସିନ୍ଦା ୩୭ ବର୍ଷୀୟ ପୁରୁଷ ଥିବା ବିଏମ୍‌ସି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନେରେଡି ବ୍ୟାରେଜ ବିବାଦ: ‘ବଂଶଧାରା ବଞ୍ଚାଅ, ଓଡ଼ିଶା ବଞ୍ଚାଅ’ ଦାବିରେ ନୀରବ ସତ୍ୟାଗ୍ରହ

ଗୁଣପୁର,୧୪ା୯(ସୁଜାତା ପାଢ଼ୀ): ବଂଶଧାରା ନଦୀ ତଳମୁଣ୍ଡରେ ପ୍ରସ୍ତାବିତ ନେରେଡି ବ୍ୟାରେଜ ପାଇଁ ଓଡ଼ିଶାର ୧୦୬ ଏକର ସରକାରୀ ଜମି ଆନ୍ଧ୍ରପ୍ରଦେଶକୁ ହସ୍ତାନ୍ତର ପ୍ରସଙ୍ଗକୁ ବିରୋଧ କରି ଦଣ୍ଡକାରଣ୍ୟ…

ଗଣେଶ ଚତୁର୍ଥୀ ପୂର୍ବରୁ ଜନ୍ମ ନେଲା ହାତୀ ଛୁଆ, କେନ୍ଦୁଝରରେ ଖୁସିର ଲହରୀ

କେନ୍ଦୁଝର,୧୪।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ଦିନ କେନ୍ଦୁଝର ବନଖଣ୍ଡ ଅନ୍ତର୍ଗତ ଚମ୍ପୁଆ ରେଞ୍ଜର ବାଲିବନ୍ଧ ସେକ୍ସନ୍‌ରେ ଏକ ନୂତନ ହାତୀ ଛୁଆ ଜନ୍ମ ହୋଇଛି । ଗଣେଶ…

ଭୁଲରେ ବି ଏପରି ରଖନ୍ତୁ ନାହିଁ ଅଫିସ ବ୍ୟାଗ: କ୍ୟାରିୟର ହେବ ବଡ଼ କ୍ଷତି, ପାଖରୁ ପଳାଇବ ସବୁ ଧନ !

ଅଫିସରୁ ଫେରିବା ପରେ ଥକିଯାଇ ଅନେକ ସମୟରେ ଆମେ ନିଜ ଅଫିସ ବ୍ୟାଗକୁ ଘରର ଯେକୌଣସି ସ୍ଥାନରେ ରଖିଦେଉ। କେହି କେହି ତ ବ୍ୟାଗ ଖୋଲିବା ମାତ୍ରେ…

Viral Video: ନିଷ୍ପାପ ଶିଶୁ ସହ ଏମିତି ଖୁସି ମଜା କରୁଛି ମାଙ୍କଡ଼, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ପ୍ରାୟତଃ ପଶୁ ଏବଂ ମଣିଷଙ୍କ ଭିଡିଓ ଦେଖିବାକୁ ମିଳିଥାଏ। ଏଥିରୁ କିଛି ଭିଡିଓ ଭୟଙ୍କର ହୋଇଥିବାବେଳେ ଆଉ କିଛି ଭିଡିଓ ଖୁସି ଆଣି ଦେଇଥାଏ।…

ଜିନପିଙ୍ଗଙ୍କୁ ପସନ୍ଦ ଭାରତ ଚା’! ମୋଦିଙ୍କ ସହ ନେଲେ ମଜା

ନୂଆଦିଲ୍ଲୀ/ବେଜିଂ,୧୪।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ଗସ୍ତକୁ ବେଶ ଉପଭୋଗ କରୁଛନ୍ତି। ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିବା ପରେ ସେ ସ୍ଥାନୀୟ…

ମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ବଜାରକୁ ଆସିବ ଓମ୍‌ଫେଡ ଆଇସକ୍ରିମ୍ ଓ ପାଣି

ଭୁବନେଶ୍ବର,୧୪ା୯: ଓଡ଼ିଶାର ଲୋକପ୍ରିୟ ଦୁଗ୍ଧ କମ୍ପାନୀ ଓମ୍‌ଫେଡ୍‌ ଏଣିକି ଆଇସକ୍ରିମ୍ ଓ ପାଣି ମଧ୍ୟ ବଜାରକୁ ଆଣିବାକୁ ଯୋଜନା କରୁଛି । ଏନେଇ ସୂଚନା ଦେଇଛନ୍ତି ମତ୍ସ୍ୟ…

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?