ଆଫଗାନିସ୍ତାନରେ ଭୂକମ୍ପ, ଉତ୍ତର ଭାରତରେ ଝଟକା

ନୂଆଦିଲ୍ଲୀ,୨୧ା୧୨(ପି.ଟି.):ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ ସମେତ ଉତ୍ତର ଭାରତରେ ଶୁକ୍ରବାର ସନ୍ଧ୍ୟାରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ଆଫଗାନିସ୍ତାନ ରାଜଧାନୀ କାବୁଲଠାରୁ ୨୪୬ କିଲୋମିଟର ଉତ୍ତରରେ ଅବସ୍ଥିତ ହିନ୍ଦୁକୁଶ ପର୍ବତମାଳା ଭୂକମ୍ପର କେନ୍ଦ୍ରସ୍ଥଳ ବୋଲି ଜଣାପଡିଛି। ରିକ୍ଟର ସ୍କେଲ୍‌ରେ ଭୂକମ୍ପ ତୀବ୍ରତା ୬.୩ ଥିଲା ବୋଲି ଭାରତୀୟ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଭୂକମ୍ପ ଜନିତ କ୍ଷୟକ୍ଷତି ସମ୍ପର୍କରେ ଜଣାପଡିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଲଙ୍କାରେ ମହଙ୍ଗା ମାଡ: ପେଟ୍ରୋଲ ପାଇଁ ଲାଇନରେ ଠିଆ ହୋଇ ଲୋକଙ୍କ ମୃତ୍ୟୁ

କଲମ୍ବୋ,୨ ।୪: ବିଦେଶି ମୁଦ୍ରା କମ୍ ଯୋଗୁ ଶ୍ରୀଲଙ୍କାରେ ଖୋଦେଇଥିବା ମହଙ୍ଗା ମାଡ ଏବେ ସାଧାରଣ ଜନଜୀବନ ଉପରେ ଖୁବ୍ ପ୍ରଭାବ ପାକାଉଛି । ଲୋକେ...

ଗ୍ରୀଷ୍ମ ପ୍ରବାହ ଯୋଗୁ ଭାରତରେ କମିବ କରୋନା ସଂକ୍ରମଣର ପ୍ରଭାବ !

ଓ୍ବାଶିଂଟନ,୨୯।୩: କରୋନା ଭାଇରସର ସଂକ୍ରମଣ ଧୀରେ ଧୀରେ ବୃଦ୍ଧି ପାଉଥିବରୁ ଏହାକୁ ନେଇ ବିଶ୍ୱବାସୀ ଭୟଭୀତ ହୋଇଯାଇଛନ୍ତି। ନିକଟରେ କେମ୍ବ୍ରିଜର ମାସାଚୁଏଟ୍ସ ଇନଷ୍ଟିଚ୍ୟୁଟ ଅଫ୍‌ ଟେକ୍ନୋଲୋଜିର...

ମେକ୍ସିକୋ ବାରରେ ଫାୟରିଂ, ୧୦ ମୃତ

ମେକ୍ସିକୋ ସିଟି,୨୩ ।୯: ମେକ୍ସିକୋର ଏକ ବାରରେ ଜଣେ ଅଜ୍ଞାତ ବନ୍ଧୁକ ଧାରୀ ଆଖିବୁଜା ଗୁଳିଚାଳନା କରିବାରୁ ଅତିକମରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା...

ଚାଇନା ସହିତ ସମ୍ପର୍କ ଖରାପ ହେବାର କାରଣ କହିଲେ ଏସ୍‌. ଜୟଶଙ୍କର

ନୂଆଦିଲ୍ଲୀ,୨୯ା୪: ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଚାଇନା ସହ ଭାରତର ସମ୍ପର୍କ ବିଗିଡ଼ିବା ନେଇ ଏକ କଥା କହିଛନ୍ତି। ସେ କହିଛନ୍ତି, ଭାରତ ସମସ୍ତ...

ପ୍ରିନ୍ସ ହ୍ୟାରୀ, ମେଘନ ମାର୍କେଲଙ୍କ ସୁରକ୍ଷା ଖର୍ଚ୍ଚ ଉଠାଇବାକୁ ମନାକଲା ଆମେରିକା !

ଓ୍ବାଶିଂଟନ, ୩୦।୩: କରୋନା ସଂକ୍ରମଣର ଲଗାତାର ବୃଦ୍ଧିକୁ ଦେଖି ବ୍ରିଟେନ ରାଜ ପରିବାରର ପ୍ରିନ୍ସ ହ୍ୟାରୀ ଓ ମେଘନ ମାର୍କେଲ ନିକଟରେ କାନାଡାରୁ କାଲିଫର୍ନିଆ ଚାଲି...

ଆଣ୍ଟର୍କଟିକାରେ ରିସର୍ଚ୍ଚ ଷ୍ଟେଶନ କରିବ ଚାଇନା!

ବେଜିଂ,୬ ।୨: ଚାଇନାର ନଜର ଏବେ ଆଣ୍ଟାର୍କଟିକା ଉପରେ । ସେଠାରେ ସେ ଗ୍ରାଉଣ୍ଟ ଷ୍ଟେଶନ ନିର୍ମାଣ କରିବାକୁ ଯାଉଛି । କାରଣ ହେଉଛି ସ୍ପେସ...

ଦୁଇ କଏଦୀ ଦଳଙ୍କ ମଧ୍ୟରେ ଗୁଳିମାଡ଼: ୧୨ ନିହତ

ପାନାମା ସିଟି, ୧୮।୧୨: ପାନାମାରେ ଏକ ଜେଲ୍‌ରେ ଦୁଇ କଏଦୀ ଦଳଙ୍କ ମଧ୍ୟରେ ଗଣ୍ଡଗୋଳ ଘଟିଛି।  କଏଦୀମାନେ ପରସ୍ପର ଉପରକୁ ଗୁଳିମାଡ଼ କରିଥିବା ଜେଲ ପ୍ରଶାସନ...

ପର୍ନ ଷ୍ଟାର ମାମଲାରେ ଟ୍ରମ୍ଫଙ୍କ ବିରୋଧରେ ଆସନ୍ତା ବର୍ଷ ୨୫ ମାର୍ଚ୍ଚରେ ହେବ ପରବର୍ତ୍ତି ଶୁଣାଣି

ଓ୍ବାଶିଂଟନ,୨୪।୫: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ଫଙ୍କ ବିରୋଧରେ ୨୦୧୬ରେ ରାଷ୍ଟ୍ରପତି ନିର୍ବାଚନ ପ୍ରଚାର ସମୟରେ ପର୍ନ ଷ୍ଟାରଙ୍କୁ ଚୁପ ରହିବା ବଦଳରେ ଅର୍ଥ ଦେବା...

Advertisement
Archives

Model This Week