ଆଫଗାନିସ୍ତାନରେ ସଂଘର୍ଷ :ତାଲିବାନ କମାଣ୍ଡରଙ୍କ ସମେତ ୧୯ ନିହତ

ହେରାତ୍‌,୭ା୭(ଆଇଏଏନ୍‌ଏସ୍‌): ଆଫଗାନିସ୍ତାନର ହେରାତ୍‌ ପ୍ରଦେଶରେ ଶନିବାର ସୁରକ୍ଷା କର୍ମୀଙ୍କ ସହ ସଂଘର୍ଷରେ ତାଲିବାନ ମୁଖ୍ୟ କମାଣ୍ଡର ମୁଲ୍ଲା ଘୌସୁଦିନ୍‌ଙ୍କ ସମେତ ୧୦ ଆତଙ୍କବାଦୀ ନିହତ ହୋଇଛନ୍ତି। ଏଥିସହିତ ୯ ଜଣ ସୁରକ୍ଷା ଯବାନ ମଧ୍ୟ ପ୍ରାଣ ହରାଇଥିବା ଜଣାପଡିଛି। ଘୌସୁଦିନ୍‌ଙ୍କ ନେତୃତ୍ୱରେ ଆତଙ୍କବାଦୀମାନେ ଶୁକ୍ରବାର ବିଳମ୍ବିତ ରାତିରେ କରାଖ ଜିଲାର ମାଲୁମା ଅଞ୍ଚଳରେ ଥିବା ସୁରକ୍ଷା ଚେକ୍‌ ପଏଣ୍ଟ ଉପରେ ଆକ୍ରମଣ କରିଥିଲେ। ଫଳରେ ସୁରକ୍ଷା କର୍ମୀଙ୍କ ସହ ସେମାନଙ୍କର ଦୀର୍ଘ ସମୟ ଧରି ଗୁଳିବିନିମୟ ହୋଇଥିଲା। ଏହି ସଂଘର୍ଷରେ ଅନ୍ୟ ୧୫ ଜଣ ଆତଙ୍କବାଦୀ ଓ ୬ ସୁରକ୍ଷା କର୍ମୀ ଆହତ ହୋଇଥିବା ପୋଲିସ ମୁଖ୍ୟ ଅମିନୁଲ୍ଲା ଓମାରଖିଲ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୋ ବାଇଡେନଙ୍କ ସହାୟତା ପ୍ୟାକେଜ ଘୋଷଣା: ପ୍ରତି ଆମେରିକୀୟଙ୍କୁ ମିଳିବ ୩୦ ହଜାର ଟଙ୍କା

ୱାଶିଂଟନ,୧୫ ।୧: ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ ଆସନ୍ତା ୨୦ ତାରିଖରେ ଶପଥ ଗ୍ରହଣ କରିବେ । ହେଲେ ଏହା ପୂର୍ବରୁ ସେ ତାଙ୍କର...

ଜାତିସଂଘରେ ଏକୁଟିଆ ରୁଷିଆ,ସଦସ୍ୟ ରାଷ୍ଟ୍ର କଲେ ଗୃହତ୍ୟାଗ…

ଜେନେଭା,୧।୩ : ୟୁକ୍ରେନ୍‌ ଉପରେ ଆକ୍ରମଣ କରି ରୁଷିଆ ଏବେ ଚାରିପଟୁ ବିରୋଧର ସମ୍ମୁଖୀନ ହେବାରେ ଲାଗିଛି। ମଙ୍ଗଳବାର ଜାତିସଂଘ ମାନବାଧିକାର ପରିଷଦ ବୈଠକରେ ବିରୋଧାଭାସର...

ଚାଇନାକୁ ଆପଲର ଝଟ୍‌କା, ଭାରତରେ ଉତ୍ପାଦନ ଯୋଜନା…

ଓ୍ବାଶିଂଟନ, ୨୨।୫ : କରୋନା ସଂକ୍ରମଣ ଯୋଗୁ ଚାଇନାରେ କଡା ପ୍ରତିବନ୍ଧକ ଲଗାଯାଇଛି। ଏପରିସ୍ଥଳେ ପ୍ରସିଦ୍ଧ କମ୍ପାନୀ ଆପଲ ଚାଇନା ବାହାରେ ବ୍ୟବସାୟ କରିବା ବିଷୟରେ...

ୟୁରୋପ ଗଲା ନାଟୋ ଯୁଦ୍ଧ ବିମାନ

କ୍ୱିଭ୍‌/ବ୍ରୁସେଲ୍ସ, ୨୫।୧: ୟୁକ୍ରେନ ଉପରେ ରୁଷିଆର ଯୁଦ୍ଧ ପ୍ରସ୍ତୁତିକୁ ଦୃଷ୍ଟିରେ ରଖି ନର୍ଥ ଆଟଲାଣ୍ଟିକ୍‌ ଟ୍ରିଟି ଅର୍ଗାନାଇଜେଶନ(ନାଟୋ)ର ସଦସ୍ୟ ଦେଶଗୁଡ଼ିକ ଏକଜୁଟ ହୋଇଛନ୍ତି। ନାଟୋ ରୁଷିଆ...

ଭାରତ ସରକାର ଅହିଂସା ପ୍ରଦର୍ଶନ ଅଧିକାରକୁ ସମ୍ମାନ ଦେବା ଆବଶ୍ୟକ: ଜାତିସଂଘ

ଜେନେଭା, ୨୭।୧: କୃଷି ଆଇନ ବିରୋଧରେ ରାଜଧାନୀ ଦିଲ୍ଲୀରେ ହୋଇଥିବା ପ୍ରଦର୍ଶନ ସମୟରେ ଘଟିଥିବା ହଂସାକାଣ୍ଡ ନେଇ ଜାତିସଂଘ ମୁହଁ ଖୋଲିଛି। ଜାତିସଂଘର ମହାସଚିବଙ୍କ ପ୍ରବକ୍ତା...

ରେଫ୍ରିଜରେଟେଡ୍‌ ଟ୍ରକ୍‌ରୁ ୪୧ ଦାଦନ ଶ୍ରମିକ ଉଦ୍ଧାର

ଗ୍ରୀସ୍‌,୫ା୧୧-ଗ୍ରୀସ୍‌ରେ ଏକ ରେଫ୍ରିଜରେଟେଡ୍‌ ଟ୍ରକ୍‌ରୁ ସୋମବାର ୪୧ ଜଣ ଦାଦନ ଶ୍ରମିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ପୋଲିସ ଉକ୍ତ ଟ୍ରକ୍‌ର ଡ୍ରାଇଭରଙ୍କୁ ଗିରଫ କରିଛି। ଦାଦନ...

ଏପରି ଦେଶ ଯେଉଁଠି ମୋଟା ହେଲେ ଦେବାକୁ ପଡ଼େ ଜରିମାନା…

ଜାପାନରେ ମେଦବହୁଳ ହେବା ଏକ ଅପରାଧ। ଦେଶର ପ୍ରଚଳିତ ଆଇନ ଅନୁସାରେ ମେଦବହୁଳ ବ୍ୟକ୍ତିଙ୍କ ପ୍ରତି ଦଣ୍ଡବିଧାନ କରାଯାଇଥାଏ। ଏଠାରେ ୪୦ ବର୍ଷରୁ ଅଧିକ ବୟସ୍କ...

ତାଲିବାନକୁ ଚ୍ୟାଲେଞ୍ଜ, ଭୋଟ ଦେଲେ ସୈଫୁଲ୍ଲା

କାବୁଲ,୩୦ା୯: ଆତଙ୍କବାଦୀଙ୍କ ଧମକକୁ ଖାତିର ନ କରି ଆଫଗାନିସ୍ତାନର ରାଷ୍ଟ୍ରପତି ନିର୍ବାଚନରେ ବ୍ୟବସାୟୀ ସୈଫୁଲ୍ଲା ସାଫି ନିଜ ରାଜନୈତିକ ମତାଧିକାର ସାବ୍ୟସ୍ତ କରିଛନ୍ତି। ୩୮ ବର୍ଷୀୟ...

Advertisement
Archives

Model This Week