ଆଫଗାନିସ୍ତାନରେ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ: ୨ ପାଇଲଟ ମୃତ

ଫରହା,୯।୧: ଆଫଗାନିସ୍ତାନର ଫରହା ଅଞ୍ଚଳରେ ଥିବା ପୋରଚାମାନ ଜିଲାରେ ଏକ ହେଲିକପ୍ଟର ଦୁର୍ଘଟଣା ଗ୍ରସ୍ତ ହେବା ଫଳରେ ଏଥିରେ ଥିବା ୨ ସେନା ପାଇଲଟଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଯାନ୍ତ୍ରିକ ତ୍ରୁଟି କାରଣରୁ ଏମ୍‌ଆଇ-୩୫ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିବା କହିଛି ଆଫଗାନିସ୍ତାନ ପ୍ରତିରକ୍ଷା ମନ୍ତ୍ରଣାଳୟ। ଉକ୍ତ ହେଲିକପ୍ଟରରେ ଅସ୍ତ୍ରଶସ୍ତ୍ର ପରିବହନ କରାଯାଉଥିବା ବେଳେ ଦୁର୍ଘଟଣା ଘଟିଥିବା ପ୍ରକାଶ କରିଛନ୍ତି ଫରହା ରାଜ୍ୟପାଳ ମହମ୍ମଦ ସୋଏବ ସବେତ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପ ଓକିଲଙ୍କ କୋର୍ଟରେ ଅପିଲ, ୨୦୨୦ ନିର୍ବାଚନ ମାମଲାରେ ବିଳମ୍ବରେ ହେଉ ଶୁଣାଣି

ଓ୍ବାଶିଂଟନ୍‌,୯।୮: ୨୦୨୦ ନିର୍ବାଚନକୁ ରଦ୍ଧ କରିବାକୁ ଚେଷ୍ଟା କରୁଥିବା ଅଭିଯୋଗରେ ଅଭିଯୁକ୍ତ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଜିଲା କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି।...

ମାସ୍କ୍ ପିନ୍ଧିବାକୁ ମନା କଲେ ଟ୍ରମ୍ପ୍‌

ୱାଶିଂଟନ, ୪ ।୪: ଆମେରିକାରେ କରୋନ ସଂକ୍ରମଣ ଯୋଗୁ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି । ତେବେ ବି ସରକାରଙ୍କ ପକ୍ଷରୁ ଜାତୀୟ...

ମୋଚା ତାଣ୍ଡବ ମ୍ୟାନ୍‌ମାରରେ ୧୪୫ ମୃତ

ବ୍ୟାଙ୍କକ୍‌, ୨୦।୫: ବାତ୍ୟା ମୋଚା ପ୍ରଭାବରେ ମ୍ୟାନ୍‌ମାରରେ ଅଦ୍ୟାବଧି ୧୪୫ ଜଣଙ୍କ ପ୍ରାଣହାନି ଘଟିଛି। ମୃତକଙ୍କ ମଧ୍ୟରେ ୧୧୭ ରୋହିଙ୍ଗ୍ୟା ମୁସଲମାନ ରହିଛନ୍ତି। ମ୍ୟାନ୍‌ମାରର ରାଖିନରେ ମୋଚା...

୧୧ କୋଟି ୭୦ ଲକ୍ଷ ଶିଶୁଙ୍କୁ ମିଳିମିଳା ହେବା ଆଶଙ୍କା: ଜାତିସଂଘ

ଜେନେଭା,୧୫।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଏପରିସ୍ଥଳେ ଜାତିସଂଘ...

ଦୁଇ ସେନା ହେଲିକପ୍ଟର ଦୁର୍ଘଟଣା, ୩ ପାଇଲଟ ମୃତ

ଓ୍ବାଶିଂଟନ,୨୮ା୪: ଟ୍ରେନିଂରୁ ଫେରୁଥିବା ଆମେରିକାର ଦୁଇଟି ସାମରିକ ହେଲିକପ୍ଟର ଗୁରୁବାର ଆଲାସ୍କାରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଦୁର୍ଘଟଣାରେ ୩ ପାଇଲଟଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ...

ୟୁକ୍ରେନ୍‌ ଯୁଦ୍ଧରେ ସ୍ନାଇପର ‘ଓ୍ବାଲି’ଙ୍କ ଏଣ୍ଟ୍ରି…

କ୍ୱିଭ୍‌, ୧୨।୩: ରୁଷିଆ ବିରୋଧରେ ୟୁକ୍ରେନର ସହିତ ମିଶି ଲଢ଼ିବା ପାଇଁ ପୃଥିବୀର ସର୍ବଶ୍ରେଷ୍ଠ ସ୍ନାଇପର ‘ଓ୍ବାଲି’ ଏବେ ଯୁଦ୍ଧରେ ଏଣ୍ଟ୍ରି କରିଛନ୍ତି। ବର୍ତ୍ତମାନ ରୁଷିଆ...

ଚାଇନାକୁ ଜର୍ମାନୀର ୧୬୫ ବିଲିୟନ ଡଲାରର ବିଲ୍‌

ନୂଆଦିଲ୍ଲୀ,୨୧ା୪: କରୋନା ଭାଇରସ୍‌ ସଂକ୍ରମଣ ଦ୍ୱାରା ସାରା ବିଶ୍ୱରେ ବ୍ୟାପକ ଭାବେ ଧନଜୀବନ କ୍ଷତି ଘଟିବାରେ ଲାଗିଛି। ଚାଇନାର ଉହାନରୁ ପ୍ରଥମେ ଏହି ସଂକ୍ରମଣ ଦେଖାଦେଇଥିଲା...

କତାର ଜେଲରେ ୮ ପୂର୍ବତନ ନୌସେନା ଅଧିକାରୀ, ହୋଇପାରେ ଫାଶୀ !…

ଦୋହା,୩।୫ : ୨୦୨୨ ମସିହାରେ ଗୁପ୍ତଚରୀ ଅଭିଯୋଗରେ କତାରରେ ୮ ଜଣ ଭାରତୀୟ ପୂର୍ବତନ ନୌସେନା ଅଧିକାରୀଙ୍କୁ ଗିରଫ କରାଯାଇଥିଲା। ସମସ୍ତେ ଏକ ଘରୋଇ ସଂସ୍ଥାରେ...

Advertisement
Archives

Model This Week