ଆଫଗାନିସ୍ତାନରେ ୨ ବିସ୍ଫୋରଣ: ୩ ମୃତ

କବିସା,୨୩।୧୧: ଆଫଗାନିସ୍ତାନର ଆଲାସାଇ ଜିଲା କପିସା ଅଞ୍ଚଳରେ ହୋଇଥିବା ବିସ୍ଫୋରଣରେ ଅତିକମ୍‌ରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ସୁରକ୍ଷାକର୍ମୀ ଆହତ ହୋଇଥିବା ସୂଚନା ମିଳିଛି। ଏହା କପିସାର ଏକ ମାର୍କେଟ ନିକଟରେ ହୋଇଥିବା କୁହାଯାଉଛି। ସକାଳ ପ୍ରାୟ ୯ଟାରେ ପୋଲିସ ଗାଡ଼ିରେ ଏକ ମ୍ୟାଗନେଟିକ୍‌ ବମ୍‌ ବାଜିବା ଫଳରେ ବିସ୍ଫୋରଣ ଘଟିଥିବା ସୂଚନା ରହିଛି। ଅନ୍ୟଏକ ବିସ୍ଫୋରଣ ମ୍ୟାଗନେଟିକ୍‌ ମାଇନ୍‌ ଯୋଗୁ ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା କଲରାଡୋ ଜଙ୍ଗଲରେ ନିଆଁ: ଉଜୁଡିଗଲା ଶହ ଶହ ଘର

ଦେନଭର,୧ ।୧: ଆମେରିକା କଲରାଡୋ ରାଜ୍ୟର ଦେନଭର ଜଙ୍ଗଲରେ ନିଆଁ ଲାଗି ପାଖାପାଖି ୫୮୦ ଘର, ଗୋଟିଏ ହୋଟେଲ ଓ ଏକ ଶପିଂ ମଲ ଜଳି...

ଭାରତରେ ସୁଧୁରୁଛି ଆର୍ଥତ୍କ ସ୍ଥିତି

ଲଣ୍ଡନ, ୧୦ା୭(ପି.ଟି.):କୋଭିଡ୍‌-୧୯ ଯୋଗୁ ସାରା ବିଶ୍ୱର ଅର୍ଥନୀତି ଗୁରୁତର ଭାବେ ପ୍ରଭାବିତ ହୋଇଛି। ଏଥିରୁ ମୁକିଳିବା ପାଇଁ ବିଭିନ୍ନ ଦେଶ ଉଦ୍ୟମ ଚଳାଇଥିବାବେଳେ ଭାରତରେ ସ୍ଥିତି...

ପାକିସ୍ତାନ ଆତଙ୍କବାଦୀ ଆକ୍ରମଣରେ ମୃତ୍ୟୁ ହୋଇଥିବା ଚାଇନା ନାଗରିକଙ୍କ ଘଟଣାର ଯାଞ୍ଚ ନିର୍ଦ୍ଦେଶ

ବେଜିଂ,୨୪ ।୭: ପାକିସ୍ତାନ ବୈଦେଶିକ ମନ୍ତ୍ରୀ ଶାହ ମହମୁଦ କୁରେଶି ବେଜିଂ ପହଞ୍ଚିବାର କିଛି ଘଣ୍ଟା ମଧ୍ୟରେ ପାକିସ୍ତାନରେ ଆତଙ୍କବାଦୀ ଆକ୍ରମଣରେ ମୃତ୍ୟୁ ହୋଇଥିବା ଚାଇନା...

ପ୍ରବାସୀ ସାଜିବେ ଭୂତାଣୁ ବାହକ

ଓ୍ବାଶିଂଟନ,୧୩ା୪: ଘରକୁ ଫେରିଆସୁଥିବା ପ୍ରବାସୀ ଶ୍ରମିକ ଓ କର୍ମଚାରୀମାନେ କରୋନା ଭାଇରସ୍‌ ବାହକ ହୋଇପାରନ୍ତି। କରୋନା ମହାମାରୀ ଦ୍ୱାରା ପ୍ରଭାବିତ ହୋଇ ନ ଥିବା ନିଜ...

ବିବାହର ପ୍ରଥମ ରାତିରେ ସ୍ବାମୀଙ୍କ ଆଖି ସାମ୍ନାରେ ସ୍ତ୍ରୀଙ୍କୁ ଗଣବଳାତ୍କାର, ଆଉ ତା’ ପରେ…

ଇସଲାମାବାଦ,୨୮ା୫: ପାକିସ୍ତାନରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ୨୨ ବର୍ଷୀୟା ନବ ବିବାହିତାଙ୍କୁ ବିବାହର ପ୍ରଥମ ରାତିରେ ସ୍ବାମୀଙ୍କ ଆଖି ସାମ୍ନାରେ...

ଦୋହାରେ ଡିପ୍ଲୋମାସି

ଦୋହା/କାବୁଲ,୩।୯:ପଶ୍ଚିମ ଏସୀୟ ରାଷ୍ଟ୍ର କାତାରକୁ ସାମୁଦ୍ରିକ ଆକ୍ରମଣ ଓ ବିପତ୍ତିରୁ ରକ୍ଷା କରିବା ପାଇଁ ପାରସ୍ୟ ଉପସାଗର ଉପକୂଳରେ ଦୁଇହାତ ପ୍ରସାରିଛି ଦୋହା। ଆରବୀ ଶବ୍ଦ...

ଅଢ଼େଇ ଘଣ୍ଟାରେ କରୋନା ପରୀକ୍ଷା

ବର୍ଲିନ,୨୮ା୩ : ସମଗ୍ର ବିଶ୍ୱରେ କରୋନା ଭାଇରସ୍‌ (କୋଭିଡ୍‌-୧୯) ବ୍ୟାପିବାରେ ଲାଗିଛି। ୧୯୯ ଦେଶରେ ମୋଟ ପଜିଟିଭ୍‌ ରୋଗୀଙ୍କ ସଂଖ୍ୟା ୫ଲକ୍ଷ ୬୦ ହଜାର ଟପିଥିବାବେଳେ...

ଆମେରିକାକୁ ପ୍ରତ୍ୟର୍ପିତ ହେବେ ଆସେଞ୍ଜ

ଲଣ୍ଡନ, ୨୧ା୪: ଓ୍ବିକିଲିକ୍ସ ପ୍ରତିଷ୍ଠାତା ଜୁଲିଆନ୍‌ ଆସେଞ୍ଜଙ୍କୁ ଆମେରିକା ପ୍ରତ୍ୟର୍ପଣ ନିମନ୍ତେ ବ୍ରିଟେନ୍‌ର ଏକ କୋର୍ଟ ବୁଧବାର ନିର୍ଦ୍ଦେଶ ଦେଇଛନ୍ତି। ଏହା ଉପରେ ଚୂଡ଼ାନ୍ତ ନିଷ୍ପତ୍ତି...

Advertisement
Archives

Model This Week