ଆଫଗାନିସ୍ତାନରେ ୫ ତାଲିବାନ ଆତଙ୍କବାଦୀ ମୃତ

ବାରାକ୍‌-ଇ-ବାରାକ୍‌,୫।୧୧: ଆଫଗାନିସ୍ତାନର ବାରାକ୍‌-ଇ-ବାରାକ୍‌ ଜିଲାର ଶନା କ୍ୱେଲା ଗାଁରେ ୫ ତାଲିବାନ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ମଧ୍ୟ ଲାଗୋର ଅଞ୍ଚଳରେ ସୋମବାର ସ୍ପେଶାଲ ପୋଲିସ ଫୋର୍ସଙ୍କ ଦ୍ୱାରା ଚାଲିଥିବା ଅପରେଶନରେ ଏମାନଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି। ଏହି ସମୟରେ ଆତଙ୍କବାଦୀମାନେ ବ୍ୟବହାର କରୁଥିବା ଅସ୍ତଶସ୍ତ୍ର ମଧ୍ୟ ପୋଲିସର ହସ୍ତଗତ ହୋଇଛି। ଏହାସହ ମିଳିଥିବା ୨ଟି ଆଇଇଡିକୁ ମଧ୍ୟ ନିଷ୍କ୍ରିୟ କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଣ୍ଡର ଓ୍ବାଟର ମ୍ୟୁଜିକ୍‌ ଫେଷ୍ଟିଭାଲ

ସଙ୍ଗୀତ ପ୍ରେମୀଙ୍କ ଲାଗି ପ୍ରତିବର୍ଷ ଫ୍ଲୋରିଡାରେ ଏକ ନିଆରା ମ୍ୟୁଜିକ ଫେଷ୍ଟିଭାଲ ଆୟୋଜନ କରାଯାଏ, ଯାହା ସମୁଦ୍ର ଗର୍ଭରେ ଅନୁଷ୍ଠିତ ହୋଇଥାଏ। ଏହି ମ୍ୟୁଜିକ୍‌ ଫେଷ୍ଟିଭାଲର...

ବେଜିଂରେ ପୁଣି କରୋନା ସଂକ୍ରମଣ ବଢ଼ିବା ଆଶଙ୍କା, ସତର୍କ ସୂଚନା ଜାରି…

ବେଜିଂ, ୧୨।୬ : ଚାଇନାରେ କରୋନା ମହାମାରୀ ସଂକ୍ରମଣ ଆଶଙ୍କା ପୁଣି ଥରେ ବୃଦ୍ଧି ପାଇଛି। ବିଶେଷ କରି ଅଧିକାରୀମାନେ ରାଜଧାନୀ ବେଜିଂ ଏବଂ ସାଂଘାଇକୁ...

ଆତଙ୍କବାଦ ବିରୋଧରେ ମିଳିତ କାର୍ଯ୍ୟାନୁଷ୍ଠାନ ଆହ୍ବାନ

କଲମ୍ବୋ,୧୦ା୬(ପି.ଟି.): ଦ୍ୱିରାଷ୍ଟ୍ରୀୟ ଗସ୍ତର ଦ୍ୱିତୀୟ ଚରଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର କଲମ୍ବୋରେ ପହଞ୍ଚତ୍ ଶ୍ରୀଲଙ୍କା ରାଷ୍ଟ୍ରପତି ମୈତ୍ରିପାଲ ସିରିସେନା ଓ ଅନ୍ୟ ଶୀର୍ଷ ନେତାମାନଙ୍କ...

ବଢ଼ୁଛି ଯୁଦ୍ଧ ଆଶଙ୍କା: ପୂର୍ବ ୟୁକ୍ରେନରେ ଭୟଙ୍କର ବିସ୍ଫୋରଣ

କାଇଭ୍‌,୧୯।୨: ରୁଷିଆ-ୟୁକ୍ରେନ ମଧ୍ୟରେ ବିବାଦ ବଢିବାରେ ଲାଗିଛି। ପ୍ରାୟ ସମୟରେ ଆମେରିକା ଯୁଦ୍ଧ ଆଶଙ୍କା କରୁଥିବା ବେଳେ ଏହି ଅଭିଯୋଗକୁ ଖଣ୍ଡନ କରିଆସୁଛି ରୁଷିଆ। ୟୁକ୍ରେନ...

ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍‌: ୭ ତାଲିବାନ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

କାବୁଲ,୨୭।୧୨: ଆଫଗାନିସ୍ତାନରେ ମିଳିତ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍‌ରେ ୭ ତାଲିବାନ୍‌ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଦକ୍ଷିଣ ଆଫଗାନିସ୍ତାନର କାନ୍ଦାହାର ପ୍ରଦେଶର ଜେହାରିଆ ଜିଲାରେ ଏଭଳି ଘଟିଥିବା...

ରୁଷିଆର ଦାବି ଯୁଦ୍ଧରେ ଖୁବଶୀଘ୍ର ମିଳିବ ସଫଳତା

ମସ୍କୋ,୨୦ ।୬: ଚଳିତ ବର୍ଷ ଫେବୃୟାରୀରୁ ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରିଥିବା ବେଳେ ଅନୁମାନ କରାଯାଉଥିଲା କି ଖୁବଶୀଘ୍ର ରୁଷିଆ ୟୁକ୍ରେନକୁ ସମ୍ପୂର୍ଣ୍ଣ ଭାବେ...

ଟୁଇଟ୍‌ କରିପାରିବେନି ଟ୍ରମ୍ପ!

ଓ୍ବାଶିଂଟନ,୬।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଟୁଇଟର ଆକାଉଣ୍ଟକୁ ଅସ୍ଥାୟୀ ଭାବେ ବନ୍ଦ କରାଯାଇଥିବା ସୂଚନା ମିଳିଛି। ତେବେ କରୋନା ଭାଇରସ ସଂକ୍ରମଣକୁ ନେଇ ଟ୍ରମ୍ପକୁ...

ପୋଲିଓ ଟିକା ଚୋରୀ କରୁଥିଲେ ସ୍ବାସ୍ଥ୍ୟ ଅଧିକାରୀ: ପରେ ଘଟିଲା ଏପରି…

ଇସଲାମାବାଦ୍‌, ୨୭।୮: ଆଫ୍ରିକା ଏବେ ପୋଲିଓ ମୁକ୍ତି ହୋଇଛି। ଏନେଇ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଘୋଷଣା କରାଯାଇଛି। ପାକିସ୍ତାନ ଏବଂ ଆଫଗାନିସ୍ତାନରେ ଏବେ ବି...

Advertisement
Archives

Model This Week