ଆଫଗାନିସ୍ତାନ ଗଜନି ବିଶ୍ୱବିଦ୍ୟାଳୟରେ ବିସ୍ଫୋରଣ

କାବୁଲ,୮।୧୦: ଆଫଗାନିସ୍ତାନର ପିଡି-୩ରେ ଥିବା ଗଜନି ବିଶ୍ୱବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବିସ୍ଫୋରଣ ହୋଇଛି। ଏଥିରେ ପ୍ରାୟ ୮ ଛାତ୍ରୀ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। ସେମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖବରପାଇ ସୁରକ୍ଷାକର୍ମୀ ସେଠାରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଥିବା ବେଳେ ଉକ୍ତ ସ୍ଥାନରେ କଡା ନଜର ରଖିଛନ୍ତି। ସୂଚନାଯୋଗ୍ୟ, ଗୋଟିଏ ଦିନ ପୂର୍ବରୁ ଆଫଗାନିସ୍ତାନର ନଙ୍ଗାରହାର ଅଞ୍ଚଳରେ ହୋଇଥିବା ବିସ୍ଫୋରଣରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିଲା। କିଛିଦିନ ତଳେ ଆମେରିକା ଓ ତାଲିବାନ ମଧ୍ୟରେ କଥାବାର୍ତ୍ତା ହୋଇ ନ ଥିବା ବେଳେ ତା’ପରଠାରୁ ଆତଙ୍କବାଦୀ ଆକ୍ରମଣ ବଢି ଯାଇଥିବା ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିଲିକାରେ ଭସାପୋଲ ଅଘଟଣ ପରେ ବଡ଼ ନିଷ୍ପତ୍ତି, ୧୧ଟା ଯାଏ ଡ଼ଙ୍ଗା…

କୃଷ୍ଣପ୍ରସାଦ: ଗୁରୁବାର ଚିଲିକାରେ ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କର ଜୀବନ ଯାଇଥିଲା । ଏହାପରେ ଆଜି ବଡ଼ ନିଷ୍ପତ୍ତି ନିଆଯାଇଛି । ଦିନ ୧୧ଟା ଯାଏଁ...

ଆହୁରି ଥରାଇବ ଶୀତ: ଆଗାମୀ ୪ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨ା୧(ବନ୍ଦନା ସେଠୀ):ନୂଆବର୍ଷରେ ଥରିଲା ସାରା ଓଡ଼ିଶା। ପ୍ରବଳ ଥଣ୍ଡା ସାଙ୍ଗକୁ ରାଜ୍ୟର ଏକାଧିକ ଅଞ୍ଚଳ ଘନ କୁହୁଡି ଆସ୍ତରଣରେ ଭରି ରହିଥିଲା। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ...

୨ January ୨୦୨୬ Rashifal: ଆଜି ଏହି ୩ ରାଶିର ବ୍ୟକ୍ତିଙ୍କୁ ମିଳିବ ଖୁସି ଖବର, ଖାସ୍ ହେବ..

ଆଜି ପୌଷ ଶୁକ୍ଳ ପକ୍ଷର ଚତୁର୍ଦ୍ଦଶୀ ତିଥି ଏବଂ ଶୁକ୍ରବାର। ଚତୁର୍ଦ୍ଦଶୀ ତିଥି ଆଜି ସନ୍ଧ୍ୟା ୬ଟା୫୪ ପର୍ଯ୍ୟନ୍ତ ରହିବ। ଆଜି ଶୁକ୍ଳ ଯୋଗ ଅପରାହ୍ନ...

ମୌଳିକ ସୁବିଧାରୁ ବଞ୍ଚିତ ଗାଁ ଭୂର୍ଷିପଡ଼ା: ଅନ୍ଧାର ଘେରରେ ୩୦ ଆଦିବାସୀ ପରିବାର

ନୂଆପଡ଼ା,୨ା୧ (ମକାରୁ ବେମାଲ):ଲୋକଙ୍କୁ ସର୍ବନିମ୍ନ ସୁବିଧା ଯୋଗାଇଦେବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ...

ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ, ଦୁଇଥର ବିଧାୟକ ହୋଇଥିଲେ

ଭୁବନେଶ୍ବର,୨।୧: ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ଦେହାନ୍ତ । କ୍ୟାନ୍ସର ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିବା ବେଳେ ଆଖି ବୁଜିଛନ୍ତି । ଓଡ଼ିଶା...

Iran Protests: ମୁଦ୍ରାସ୍ଫୀତିର ନିଆଁରେ ଜଳୁଛି ଇରାନ! ୬ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨।୧ବିଶ୍ୱର ବିଭିନ୍ନ ଦେଶ ନୂତନ ବର୍ଷ ପାଳନ କରୁଥିବା ବେଳେ, ଇରାନ ମୁଦ୍ରାସ୍ଫୀତିର ନିଆଁରେ ଜଳୁଛି । ଆର୍ଥିକ ସଙ୍କଟ ବିରୋଧରେ ଆରମ୍ଭ ହୋଇଥିବା ବିକ୍ଷୋଭ...

୫ରୁ ଉଠାଇବେନି ଧାନ, ଅଡୁଆରେ ଚାଷୀ: ସରକାରଙ୍କୁ ମିଲର୍ସଙ୍କ ଚେତାବନୀ

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ):ଆଉ ୨ଦିନ ପରେ ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦେଢ଼ମାସ ପୂରିବ। ଅଥଚ ଏପର୍ଯ୍ୟନ୍ତ ଜିଲାରେ ଧାନ କିଣାବିକା ସମସ୍ୟାର ସମାଧାନ...

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri