Posted inଖେଳ

ଆଫଗାନିସ୍ତାନ ଦଳରେ ଅଲାମଙ୍କ ସ୍ଥାନରେ ଶିର୍‌ଜାଦ

ଲିଡ୍ସ, ୨୮ା୬ (ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ଆଫଗାନିସ୍ତାନର ଅବଶିଷ୍ଟ ମ୍ୟାଚଗୁଡ଼ିକ ଲାଗି ଅଫତାବ ଆଲାମ ବାଦ୍‌ ପଡ଼ିଥିବାବେଳେ ତାଙ୍କ ସ୍ଥାନରେ ବାମହାତୀ ମିଡିୟମ ପେସ୍‌ ବୋଲର ସୟେଦ ଅହମ୍ମଦ ଶିର୍‌ଜାଦଙ୍କୁ ଦଳରେ ସ୍ଥାନ ମିଳିଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ତରଫରୁ ଗୁରୁବାର ଏ ସମ୍ପର୍କରେ ସ୍ପଷ୍ଟ କରିଦିଆଯାଇଛି। ଏକ ବିଶେଷ ପରିସ୍ଥିତିରେ ଆଲାମଙ୍କ ସ୍ଥାନରେ ଶିରଜାଦଙ୍କୁ ନିଆଯାଇଥିବା ଆଇସିସି ପକ୍ଷରୁ ଏକ ବିବୃତ୍ତିରେ କୁହାଯାଇଛି। ଆଇସିସି ପୁରୁଷ କ୍ରିକେଟ ବିଶ୍ୱକପ୍‌ ୨୦୧୯ର ଇଭେଣ୍ଟ ଟେକ୍‌ନିକାଲ କମିଟି ଦ୍ୱାରା ଏହା ଅନୁମୋଦନ ଲାଭ କରିଛି। ଆଫଗାନିସ୍ତାନ ଏପର୍ଯ୍ୟନ୍ତ ଖେଳିସାରିଥିବା ସମସ୍ତ ୭ଟି ଗେମ୍‌ରେ ପରାଜୟ ସହ ବିଶ୍ୱକପ୍‌ ଦୌଡ଼ରୁ ବାଦ୍‌ ପଡ଼ିସାରିଛି। ସମ୍ମାନ ରକ୍ଷା ପାଇଁ ଏହି ଦଳ ଶନିବାର ପାକିସ୍ତାନ ଏବଂ ଜୁଲାଇ ୪ରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri