ଆଫଗାନିସ୍ତାନ ବିସ୍ଫୋରଣ ପାଇଁ ନିଜକୁ ଦାୟୀ କଲା ତାଲିବାନ

କାବୁଲ,୧୯।୯: ଦକ୍ଷିଣ ଆଫଗିସ୍ତାନର ଜାବୁଲ ସହରରେ ଗୁରୁବାର ହୋଇଥିବା ବିସ୍ଫୋରଣରେ ଏବେ ସୁଦ୍ଧା ୨୦ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏଥିରେ ୫୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ଆଗକୁ ବଢିପାରେ ବୋଲି ଅନୁମାନ କରାଯାଉଛି। ଏହି ବିସ୍ଫୋରଣ ପାଇଁ ତାଲିବାନ ନିଜକୁ ଦାୟୀ କରିଛି। ସୂଚନାଯୋଗ୍ୟ, ଚଳିତ ମାସରେ ଆମେରିକା ସହ ଶାନ୍ତି କଥାବାର୍ତ୍ତାରେ ବିଫଳ ହେବା ପରଠାରୁ ତାଲିବାନ ଗୋଟିଏ ପରେ ଗୋଟିଏ ବସ୍ଫୋରଣ ଘଟାଇ ଚାଲିଥିବା ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁବାଇରେ ଚମକିଲା ଭାରତୀୟ ଯୁବ ଇଞ୍ଜିନିୟରଙ୍କ ଭାଗ୍ୟ

ଦୁବାଇ,୨୩।୧: ଦୁବାଇରେ ରହୁଥିବା ଜଣେ ଭାରତୀୟ ଯୁବ ଇଞ୍ଜନିୟରଙ୍କ ଭାଗ୍ୟ ଚମକିଛି। ଶିଭିନ୍‌ ଓ୍ବିଲସନ ନାମକ ଜଣେ ଇଞ୍ଜିନିୟର ଏକ ସାପ୍ତାହିକ ଲକି ଡ୍ରରେ ୪୦...

ୟେମେନରେ ୨୦୧୫ରୁ ନିହତ ହେଲେଣି ଲକ୍ଷେ

କାଇରୋ,୧।୧୧:ୟେମେନରେ ଲାଗିରହିଥିବା ଗୃହଯୁଦ୍ଧରେ ୨୦୧୫ରୁ ବର୍ତ୍ତମାନ ସୁଦ୍ଧା ଲକ୍ଷେରୁ ଊର୍ଦ୍ଧ୍ୱ ଲୋକ ପ୍ରାଣ ହରାଇଲେଣି। ଏଥିରେ ୧୨ ହଜାରରୁ ଅଧିକ ସାଧାରଣ ଲୋକଙ୍କ ଜୀବନ ଯାଇଥିବା...

ସେନାଙ୍କ ସହ କଫି ପିଇଲେ ଜେଲେନ୍‌ସ୍କି: ଭିଡିଓ ଭାଇରାଲ

କ୍ୱିଭ,୨୮।୨: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଜାରି ରହିଥିବା ଯୁଦ୍ଧର ଆଜି ହେଉଛି ପଞ୍ଚମ ଦିନ। ଶକ୍ତିଶାଳୀ ରୁଷିଆ ସୈନ୍ୟଙ୍କ ସମ୍ମୁଖରେ ୟୁକ୍ରେନ ସୈନ୍ୟ ଦୃଢ଼ତାର...

ଜାପାନରେ ୧୫ ବର୍ଷରୁ କମ୍‌ ବୟସ୍କ ପିଲାଙ୍କ ସଂଖ୍ୟା କମୁଛି, ଚିନ୍ତାରେ ସରକାର…

ଟୋକିଓ, ୫।୫ : ଜାପାନରେ, ଦେଶର ମୋଟ ଜନସଂଖ୍ୟାରେ ପିଲାମାନଙ୍କର ସଂଖ୍ୟା ଗତ ୪୧ ବର୍ଷ ମଧ୍ୟରେ ସର୍ବନିମ୍ନସ୍ତରରେ ପହଞ୍ଚିଛି। ଜାପାନର ଆଭ୍ୟନ୍ତରୀଣ ମନ୍ତ୍ରଣାଳୟ ଦ୍ୱାରା...

ସୀମା ଡେଇଁଲା ଚାଇନା ଯୁଦ୍ଧବିମାନ

ତାଇପେଇ,୧୫ା୮ ଚାଇନାର ୧୧ଟି ମିଲିଟାରି ଏୟାରକ୍ରାଫ୍ଟ ରବିବାର ତାଇଓ୍ବାନ୍‌ ପ୍ରଣାଳୀର ମଧ୍ୟରେଖା (ମେଡିଆନ୍‌ ଲାଇନ୍‌) ଅତିକ୍ରମ କରିଛି। ଏହି ଯୁଦ୍ଧବିମାନଗୁଡ଼ିକ ତାଇଓ୍ବାନ୍‌ର ଏୟାର ଡିଫେନ୍ସ ଜୋନ୍‌...

୨୬/୧୧ ମୁମ୍ବାଇ ଆକ୍ରମଣ ଆତଙ୍କବାଦୀ ସଂଗଠନଙ୍କ ପ୍ରତି ହେଉ ଦଣ୍ଡବିଧାନ, ଭାରତ-ଆମେରିକା…

ଓ୍ବାଶିଂଟନ,୨୫।୯: ଭାରତ ଏବଂ ଆମେରିକା ମିଳିତ ଭାବେ ୨୬/୧୧ ମୁମ୍ବାଇ ଆକ୍ରମଣକୁ ଦୃଢ଼ ଭାବେ ନିନ୍ଦା କରିଛନ୍ତି। ଏହି ଆକ୍ରମଣରେ ସମ୍ପୃକ୍ତ ଥିବା ଆତଙ୍କବାଦୀ ସଂଗଠନ...

ଟ୍ୟୁନିସିଆର ପ୍ରଥମ ମହିଳା ମୁଖିଆ

ଟୁନିସ୍‌: ଟ୍ୟୁନିସିଆରେ ପ୍ରଥମ କରି ଜଣେ ମହିଳା ପ୍ରଧାନମନ୍ତ୍ରୀ ହୋଇଛନ୍ତି। ରାଷ୍ଟ୍ରପତି କାଏସ୍‌ ସଇଦ୍‌ ଆଶ୍ଚର୍ଯ୍ୟଜନକ ଭାବେ ୬୩ ବର୍ଷୀୟା ରାଓଧା ବୁଡେଣ୍ଟ ରାମାଧାନେଙ୍କ ନାଁ...

ପିଆନୋ ହାଉସ୍‌

ଚାଇନାର ଏହା ଏକ ସୁନ୍ଦର ବିଲ୍ଡିଂ, ଯେଉଁମାନେ ଉଭୟ ସଙ୍ଗିତ ଓ ସ୍ଥାପତ୍ୟକୁ ଭଲ ପାଆନ୍ତି, ସେମାନଙ୍କ ପାଇଁ ଏହି ଘର ଏକ ପ୍ରିୟ ଆର୍କିଟେକ୍ଚରାଲ...

Advertisement
Archives

Model This Week