ଆଫଗାନୀସ୍ତାନରୁ ଆମେରିକା ସୈନ୍ୟ ହଟିବେ;ଗୋଇନ୍ଦା ବିଭାଗ ପୂର୍ବ ଭଳି ଜାରି ରଖିବ କାର୍ଯ୍ୟ: ଟ୍ରମ୍ପ୍‌

ଓ୍ବାଶିଂଟନ,୨।୭: ତାଲିବାନ୍‌ ଏବଂ ଆମେରିକା ମଧ୍ୟରେ ଶାନ୍ତି ପ୍ରୟାସ ଜାରି ରହିଛି। ଏହା ଅନ୍ତର୍ଗତ ଆମେରିକା ଆଫଗାନୀସ୍ତାନରୁ ସୈନ୍ୟ ହଟାଇବା ପାଇଁ ଯୋଜନା କରିଛି। ତେବେ ଆମେରିକା ଗୋଇନ୍ଦା ବିଭାଗ ପୂର୍ବଭଳି ଆଫଗାନୀସ୍ତାନରେ କାର୍ଯ୍ୟ ଜାରି ରଖିବ ବୋଲି ରାଷ୍ଟ୍ରପ୍ରତି ଡୋନାଲ୍ଡ ଟ୍ରମ୍ପ୍‌ ସୂଚନା ଦେଇଛନ୍ତି। ପୂର୍ବରୁ ଆଫଗାନୀସ୍ତାନରେ ୧୬ ହଜାର ଆମେରିକା ସୈନ୍ୟ ଥିଲେ। ଏବେ ଏହା ୯ ହଜାରରେ ପହଞ୍ଚିଛି। ଅବଶିଷ୍ଟ ସୈନ୍ୟଙ୍କୁ ଖୁବ୍‌ ଶୀଘ୍ର ଆଫଗାନୀସ୍ତାନରୁ ଫେରାଇ ଅଣାଯିବ। ଏହା ଦ୍ୱାରା ତାଲିବାନ୍‌ ସହିତ ଶାନ୍ତି ଆଲୋଚନା ଆଗେଇ ପାରିବାର ସମ୍ଭାବନା ରହିବ ବୋଲି ହ୍ବାଇଟ୍‌ ହାଉସ୍‌ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଳବାୟୁ ପରିବର୍ତ୍ତନ ପ୍ରଦର୍ଶନ ସୂଚକାଙ୍କ: ଅଷ୍ଟମରେ ଭାରତ

ଶର୍ମ ଏଲ୍‌-ଶେଖ୍‌,୧୫ା୧୧: ଇଜିପ୍ଟର ଶର୍ମ ଏଲ୍‌-ଶେଖ୍‌ରେ ଜାତିସଂଘ ପକ୍ଷରୁ ଚାଲିଥିବା ଜଳବାୟୁ ପରିବର୍ତ୍ତନ ସଂକ୍ରାନ୍ତ ୨୭ତମ ସମ୍ମିଳନୀରେ ବିଶ୍ୱନେତାମାନେ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରୁଛନ୍ତି।...

ଫରାସୀ ପ୍ରତିରକ୍ଷା କମ୍ପାନୀ ସଫ୍ରାନ ଭାରତରେ ୪ଗୁଣ ଅଧିକ କର୍ମଚାରୀଙ୍କୁ କରିବ ନିୟୋଜନ

ପ୍ୟାରସ୍‌,୨୧।୬: ପ୍ରତିରକ୍ଷା ପ୍ରଣାଳୀ ଏବଂ ବିଭିନ୍ନ ଏରୋସ୍ପେସ୍‌ର ପ୍ରମୁଖ ଯୋଗାଣକାରୀ ଫରାସୀ ବହୁ ରାଷ୍ଟ୍ରୀୟ କମ୍ପାନୀ ସଫ୍ରାନ ଭାରତର ଅଭିବୃଦ୍ଧିକୁ ନେଇ ଏଏନ୍‌ଆଇ ଆଗରେ ଆଲୋକପାତ...

ଆମେରିକା-ବ୍ରିଟେନ ପରେ ଏବେ କାନାଡାରେ ଟିକଟକ ଉପରେ ଲାଗିଲା ପ୍ରତିବନ୍ଧକ, କର୍ମଚାରୀ କରିପାରିବେ ନାହିଁ ବ୍ୟବହାର

ଓଟାୱା,୨୮ ।୨: କାନାଡା ସରକାର ସର୍ଟ-ଫର୍ମ ଭିଡିଓ ଆପ ଟିକଟକକୁ ବ୍ୟାନ କରିଦେଇଛନ୍ତି । ମିଡିଆ ରିପୋର୍ଟ ଅନୁଯାୟୀ, ସାଇବର ସୁରକ୍ଷାକୁ ଦୃଷ୍ଟିରେ ରଖି ସରକାର...

ଟ୍ରେନିଂ ଡ୍ରିଲ ସମୟରେ ଏୟାରକ୍ରାପ୍ଟ କ୍ରାସ, ୩ ଆମେରିକା ସେନାଙ୍କ ମୃତ୍ୟୁ

କାନବେରା,୨୭।୮: ଅଷ୍ଟ୍ରେଲିଆର ପୂର୍ବାଞ୍ଚଳରେ ସ୍ଥିତ ତିବି ଦ୍ୱିପରେ ରବିବାର ସକାଳେ ଏକ ଏୟାରକ୍ରାପ୍ଟ କ୍ରାସରେ ୩ ଆମେରିକୀୟ ସେନାଙ୍କ ମୃତ୍ୟୁ ହୋଇଛି। ଏହାସହ ୧୨ ଅନ୍ୟ...

କୌଣସି ପକ୍ଷ ଚାହାନ୍ତି ନି ଯୁଦ୍ଧ: ଚାଇନା…

ବେଜିଂ,୨୩।୩ : ସାଂଘାଇ ସହଯୋଗ ସଂଗଠନ (ଏସସିଓ) ଶିଖର ସମ୍ମିଳନୀ ପାଇଁ ଭାରତ ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗଙ୍କୁ ଏକ ସରକାରୀ ନିମନ୍ତ୍ରଣ ପଠାଇଛି। ବୁଧବାର...

୧୦୨ ଦିନ ପରେ ଏହି ଦେଶରେ ସାମ୍ନାକୁ ଆସିଲା ପ୍ରଥମ କରୋନା କେସ୍‌

ଓ୍ବେଲିଂଟନ, ୧୧।୮: ୧୦୨ ଦିନ ପରେ ନ୍ୟୁଜିଲାଣ୍ଡରେ ମଙ୍ଗଳବାର ଚିହ୍ନଟ ହୋଇଛି ପ୍ରଥମ କରୋନା ଆକ୍ରାନ୍ତ। ଏହି କାରଣରୁ ପ୍ରଧାନମନ୍ତ୍ରୀ ଦେଶର ବୃହତ ସହର ଓ୍ବେଲିଂଟନର...

ମହାକାଶ ଗଲେ ୪ ସାଧାରଣ ନାଗରିକ

ଓ୍ବାଶିଂଟନ୍‌, ୧୭ା୯: ସ୍ପେସ୍‌ ଟୁରିଜମ୍‌ ବା ମହାକାଶ ପର୍ଯ୍ୟଟନ ଇତିହାସରେ ଆଉ ଏକ ଫର୍ଦ୍ଦ ଯୋଡ଼ିଛି ଆମେରିକାର ବିଶିଷ୍ଟ ବ୍ୟବସାୟୀ ଏଲନ୍‌ ମସ୍କଙ୍କ କମ୍ପାନୀ ସ୍ସେସ୍‌ଏକ୍ସ।...

ଏକ୍ସପ୍ରେସ ଟ୍ରେନରେ ଯାତ୍ରୀଙ୍କୁ ଛୁରାମାଡ: ଅନେକେ ଆହତ, ଜଣେ ଗିରଫ

ବର୍ଲିନ,୬ ।୧୧: ସମାଚାର ଏଜେନ୍ସି ରଏଟରର ସୂଚନା ଅନୁଯାୟୀ, ଶନିବାର ଦକ୍ଷିଣ ଜର୍ମାନୀର ସହର ରିଜେନ୍ସବର୍ଗ ଓ ନୁରେମବର୍ଗ ମଧ୍ୟରେ ଏକ ଏକ୍ସପ୍ରେସ ଟ୍ରେନରେ ଛୁରାମାଡ...

Advertisement
Archives

Model This Week