Posted inଜାତୀୟ

ଆଫ୍ରିକାନ୍‌ ସ୍ବାଇନ୍‌ ଫିଭରରେ ମଲେଣି ୧୫ ହଜାର ଘୁଷୁରି

ଗୁଆହାଟୀ,୧୫।୫: ଆସାମରେ ଦେଖାଦେଇଛି ଆଫ୍ରିକାନ୍‌ ସ୍ବାଇନ୍‌ ଫିଭର(ଏଏସ୍‌ଏଫ୍‌)। ଏଥିରେ ୧୫ ହଜାର ଘୁଷୁରି ମଲେଣି। ୩୩ ଜିଲାରୁ ୧୦ ଜିଲାରେ ଏହି ରୋଗ ମାଡ଼ିଚାଲିଛି। ଏହାର ନିରାକରଣ ଲାଗି ରାଜ୍ୟ ସରକାର ଏକ ଟାସ୍କଫୋର୍ସ ଗଠନ କରିଛନ୍ତି। କେନ୍ଦ୍ର ସମସ୍ତ ସହାୟତା କରିବାକୁ ପ୍ରତିଶ୍ରୁତି ଦେଇଥିବା ରାଜ୍ୟ କୃଷି ଓ ପଶୁପାଳନ ମନ୍ତ୍ରୀ ଅତୁଲ ବୋରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୌଶେରା ସେକ୍ଟରରେ ସର୍ଚ୍ଚ ଅପରେଶନ୍‌: ୨ ଭାରତୀୟ ଯବାନ ଶହୀଦ୍‌

ଶ୍ରୀନଗର, ୧।୧: ଜମ୍ମୁ-କଶ୍ମୀର ରାଜୌରୀ ଜିଲାର ନୌଶେରା ସେକ୍ଟରରେ ନୂଆବର୍ଷରେ ଏକ ସର୍ଚ୍ଚ ଅପରେଶନ୍‌ରେ ୨ ଜଣ ଭାରତୀୟ ଯବାନ ଶହୀଦ୍‌ ହୋଇଛନ୍ତି। ନିୟନ୍ତ୍ରଣ ରେଖାରେ...

ଦିନଥିଲା କହୁଥିଲେ ଭାରତ ରାଷ୍ଟ୍ର ହିଁ ନୁହେଁ, ଏବେ ବିଦେଶୀ ଟି-ଶର୍ଟ ପିନ୍ଧି ଭାରତ ଯୋଡିବାକୁ ବାହାରିଛନ୍ତି: ଶାହା

ଜୋଧପୁର,୧୦।୯: କଂଗ୍ରେସର ‘ଭାରତ ଯୋଡୋ’ ଯାତ୍ରାକୁ ନେଇ କଟାକ୍ଷ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା। ରାହୁଲ ବିଦେଶୀ ଟି-ଶର୍ଟ ପିନ୍ଧି ଭାରତ ଯୋଡ଼ିବାକୁ ବାହାରିଛନ୍ତି...

ସତ ହୋଇଥିଲେ ସାଂଘାତିକ

ନୂଆଦିଲ୍ଲୀ, ୬।୮(ପି.ଟି.):ପେଗାସସ୍‌ ଗୁପ୍ତଚରଗିରି ସମ୍ପର୍କିତ ଗଣମାଧ୍ୟମ ରିପୋର୍ଟ ଯଦି ସତ ହୋଇଥାଏ ତେବେ ଏହା ସାଂଘାତିକ ଅଭିଯୋଗ ବୋଲି ସୁପ୍ରିମକୋର୍ଟ ଗୁରୁବାର କହିଛନ୍ତି। ଇସ୍ରାଏଲି ସ୍ପାଏଓ୍ବେର...

ଦିଲ୍ଲୀ ହିଂସା ଯୋଜନାବଦ୍ଧ ନରସଂହାର: ମମତା

କୋଲକାତା,୨।୩: ଏଆଇଏମ୍‌ଆଇଏମ୍‌ର ମୁଖ୍ୟ ଅସଦୁଦ୍ଦିନ ଓଓ୍ବାଇସିଙ୍କ ପରେ ଏବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦିଲ୍ଲୀ ଦଙ୍ଗାକୁ ନରସଂହାର ବୋଲି କହିଛନ୍ତି। ସୋମବାର ତୃଣମୂଳ କଂଗ୍ରେସର...

ବିରୋଧୀଙ୍କ ମୁଣ୍ଡରେ ‘ତେଲ’ ଅଠା

ନୂଆଦିଲ୍ଲୀ,୨୮ା୪ : ସାରା ଦେଶରେ ପେଟ୍ରୋଲ ଓ ଡିଜେଲର ଅହେତୁକ ଦର ବୃଦ୍ଧିକୁ ନେଇ ବିରୋଧୀ ଦଳଗୁଡ଼ିକ ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରୁଥିବାବେଳେ...

ସୀମାରେ ଆଉ ୫୦ ହଜାର ସେନା ମୁତୟନ

ନୂଆଦିଲ୍ଲୀ, ୨୯ା୬: ଦୀର୍ଘ ୭୦ ବର୍ଷ ପରେ ଚାଇନା ପ୍ରତି ପୂର୍ବରୁ ଥିବା ପ୍ରତିରକ୍ଷା ଆଭିମୁଖ୍ୟ ବଦଳାଇଛି ଭାରତ। ଆକ୍ରୋଶ ଓ ବିସ୍ତାରବାଦୀ ଚିନ୍ତାଧାରା ରଖିଥିବା...

ନିଷ୍ପତ୍ତି ପ୍ରତ୍ୟାହାର ପାଇଁ ପିଡିପି, କଂଗ୍ରେସର ବିକ୍ଷୋଭ

ଶ୍ରୀନଗର/ନୂଆଦିଲ୍ଲୀ,୬।୮: ଜମ୍ମୁ-କଶ୍ମୀରରୁ ସମ୍ବିଧାନର ଅନୁଚ୍ଛେଦ ୩୭୦ ଏବଂ ୩୫ଏ ଉଚ୍ଛେଦକୁ ଶୁକ୍ରବାର ୩ ବର୍ଷ ପୂରିଛି। ଏହି ଧାରାରେ ଜମ୍ମୁ-କଶ୍ମୀର ଜନସାଧାରଣଙ୍କୁ ମିଳୁଥିବା ସ୍ବତନ୍ତ୍ର ସୁବିଧା...

ଶେଷକୁ କାମରେ ଆସିଲା ଶାହାଙ୍କ ରଣନୀତି

ନୂଆଦିଲ୍ଲୀ,୩୦ ।୬: କାମ ଦେଲା ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ରଣନୀତି । ଦୀର୍ଘ ଅଢେଇ ବର୍ଷର ଅପେକ୍ଷା ପରେ ତୃତୀୟ ରାଜ୍ୟ ଭାବେ ମହାରାଷ୍ଟ୍ରରେ ସଫଳ...

Advertisement
Archives

Model This Week